ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category

Today’s Highlight

ଆସନ୍ତା ୫ ଦିନ ଯାଏଁ ଉପକୂଳ ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସକ୍ରିୟଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଲଘୁଚାପ କ୍ଷେତ୍ର ଆଜି କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତର ବଙ୍ଗୋପସାଗର ରେ ସକ୍ରିୟ ରହିଛି। ଏହି କ୍ଷେତ୍ର ଟି କ୍ରମଶଃ ଉତ୍ତର ଦିଗ ରେ ଧୀରେଧୀରେ ଅଗ୍ରସର ହେବା
Read More...

ପାରା ଅଲିମ୍ପିକ୍ସରେ ଜୁଡୋ ପଦକ ଭେଟି ଦେଲେ କପିଲ ପାରମର

ପ୍ୟାରିସ: ଇତିହାସ ରଚିଛନ୍ତି ଭାରତର କପିଲ ପାରମର। ଆଜି ଯାଏ ଭାରତ କେବେ ବି ପାରା ଅଲିମ୍ପିକ୍ସର ଜୁଡୋରେ ପଦକ ଜିତିବାକୁ ସକ୍ଷମ ହୋଇ ନଥିଲା। ହେଲେ କପିଲ ଏହି ଧାରାକୁ ବଦଳାଇଛନ୍ତି। ପ୍ରଥମଥର ପାଇଁ ପାରା ଅଲିମ୍ପିକ୍ସରେ ଦେଶକୁ ଜୁଡୋରେ ପଦକ ଭେଟି ଦେଇଛନ୍ତି କପିଲ ପାରମର। ମଧ୍ୟପ୍ରଦେଶର
Read More...

ଏବେ ନବମ, ଏକାଦଶ ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା

ଭୁବନେଶ୍ବର: ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ୧୫୬ କୋଟି
Read More...

ରାଷ୍ଟ୍ରପତିଙ୍କ ଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କଲେ ଓଡ଼ିଶାର ଦୁଇ ଶିକ୍ଷକ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ। ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ପଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ଵୀ ଶିକ୍ଷକ। ସୂଚନାଯୋଗ୍ୟ,
Read More...

ପାରା ଅଲିମ୍ପିକ୍ସ: ସ୍ୱର୍ଣ୍ଣ ଜିତି ଇତିହାସ ରଚିଲେ ଧର୍ମବୀର

ପ୍ୟାରିସ: ପ୍ୟାରିସ ପାରା ଅଲିମ୍ପିକ୍ସରେ କମାଲ କରୁଛି ଭାରତ। ଚଳିତ ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତ ରେକର୍ଡ ପ୍ରଦର୍ଶନ ଜାରୀ ରଖିଛି । ପୁରୁଷ କ୍ଲବ ଥ୍ରୋ(ଏଫ୫୧)ରେ ଧର୍ମବୀର ସ୍ୱର୍ଣ୍ଣ ଜିତି ଇତିହାସ ରଚିଛନ୍ତି। ସେ ତାଙ୍କ ୪ର୍ଥ ଉଦ୍ୟମରେ ୩୪.୯୨ ମିଟରକୁ ଥ୍ରୋ କରି ସ୍ୱର୍ଣ୍ଣ ପଦକ
Read More...

୭୦୦ ଫୁଟ ଘାଟିରୁ ଖସିଲା ସେନା ଟ୍ରକ, ୪ ଯବାନ ମୃତ

ସିକ୍କିମ: ସିକ୍କିମରେ ସେନା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରତ-ଚାଇନା ସୀମା ନିକଟ ଉତ୍ତର ସିକ୍କିମରେ ସେନାଙ୍କର ଏକ ଟ୍ରକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି। ଏହି ଘଟଣାରେ ୪ଜଣ ଯବାନଙ୍କ ମୃତ୍ୟୁ ଘଟିଛି। ଏହି ଟ୍ରକ ରାସ୍ତାରୁ ଖସି ପ୍ରାୟ ୭୦୦ରୁ ୮୦୦ଫୁଟ ଗଭୀର ଖାଲରେ ଖସିପଡିଥିଲା।ସୂଚନା
Read More...

ରାଜନୀତିରେ ପାଦ ଦେଲେ ରବୀନ୍ଦ୍ର ଜାଡେଜା

ନୂଆଦିଲ୍ଲୀ: ଟି-୨୦ କ୍ରିକେଟରୁ ଅବସର ନେଇ ସାରିଥିବା ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ତାଙ୍କର ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଏବେ ରାଜନୀତିରେ ପାଦ ଦେଇଛନ୍ତି। ଭାରତୀୟ କ୍ରିକେଟ୍‌ ଦଳର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ବିଜେପିରେ ସାମିଲ ହୋଇଛନ୍ତି। ଜାମନଗର
Read More...

ପ୍ରତି ପଞ୍ଚାୟତରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଡ ଘୋଷଣା କରିଛନ୍ତି। ଏଥର ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ। ଏହାର ନାମ ରହିବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।
Read More...

ଜର୍ଜିଆ ହାଇସ୍କୁଲରେ ଶିକ୍ଷକ ଓ ସହପାଠୀଙ୍କୁ ଗୁଳିମାଡ

ଜର୍ଜିଆ: ଆମେରିକାର ଜର୍ଜିଆ ହାଇସ୍କୁଲରେ ଗୁଳିମାଡ଼। ଗୁଳିମାଡ଼ରେ ୪ ଜଣ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ୪ ମୃତକଙ୍କ ମଧ୍ୟରେ ୨ ଜଣ ଛାତ୍ର ଓ ୨ ଜଣ ଶିକ୍ଷକ ଅଛନ୍ତି। ଏହାସହ ପାଖାପାଖି ୯ ଜଣ ଗୁରୁତର ଥିବା କୁହାଯାଉଛି। ୯ ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ
Read More...

ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ସମ୍ପୂର୍ଣ୍ଣ କୋଲକାତା ସହର ହେଲା ଅନ୍ଧାର

ପଶ୍ଚିମବଙ୍ଗ: ପୀଡ଼ିତାଙ୍କୁ ନ୍ୟାୟ ଦାବିରେ କୋଲକାତା ସହର ହେଲା ଅନ୍ଧାର। ଆରଜି କର ମେଡିକାଲ କଲେଜ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ବିରୋଧ କରି ବୁଧବାର ରାତି ସମ୍ପୂର୍ଣ୍ଣ କୋଲକାତା ସହର ଅନ୍ଧାର କରାଯାଇଥିଲା। ଗତକାଲି ରାତି ୯ଟାରୁ ୧୦ ପର୍ଯ୍ୟନ୍ତ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ହଜାର ହଜାର
Read More...