Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କଳାହାଣ୍ଡି: ରଙ୍ଗ ଖେଳି ଗାଧୋଇବା ବେଳେ ନଦୀରେ ବୁଡ଼ି ଯୁବକ ମୃତ
କନ୍ଧମାଳରୁ ୭୩ କେଜି ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
ହୋଲିରେ ଅଘଟଣ, ରାଜଧାନୀ ଭୁବନେଶ୍ବରରେ ୨ ଜଣଙ୍କୁ ହତ୍ୟା
Browsing Category
Today’s Highlight
ରାଜ୍ୟରେ ନିଯୁକ୍ତ ହେବେ ୨ ହଜାର ଟ୍ରାଫିକ୍ ପୋଲିସ
ଭୁବନେଶ୍ବର: ରବିବାର ଭୁବନେଶ୍ୱର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ସଡ଼କ ଦୁର୍ଘଟଣା, ସାଇବର ଅପରାଧ ରୋରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ!-->…
Read More...
Read More...
ଯୁବତୀ ଚାଲାଣ କରୁଥିଲେ ହଂସିତା, ଅନିଲ
ଭୁବନେଶ୍ବର: ଅନିଲ-ହଂସିତାଙ୍କୁ ନେଇ ଗୋଟିଏ ପରେ ଗୋଟିଏ ରହସ୍ୟ ପଦାକୁ ଆସିବାରେ ଲାଗିଛି। କେବଳ ଠକେଇ ନୁହେଁ, ହଂସିତା ଓ ଅନିଲ ଯୁବତୀ ଚାଲାଣରେ ସମ୍ପୃକ୍ତ ଥିଲେ ବୋଲି ତଦନ୍ତରୁ ଜଣାପଡ଼ିଛି। ଏହି ଯୋଡ଼ି ବଡ଼ବଡ଼ିଆଙ୍କୁ ଖୁସି କରିବା ଲାଗି ଯୁବତୀ ଚାଲାଣ କରୁଥିବା ପୁଲିସ ସେମାନଙ୍କଠାରୁ ଜବତ!-->…
Read More...
Read More...
ବିବାହ ବନ୍ଧନରେ ବାନ୍ଧିହେଲେ ନୀରଜ ଚୋପ୍ରା
ନ୍ୟୁଜ୍ ବ୍ୟୁରୋ: ଖେଳପ୍ରେମୀଙ୍କ ପାଇଁ ଏକ ଖୁସି ଖବର। ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଗୋଲ୍ଡେନ ବୟ ତଥା ଭାରତର ଷ୍ଟାର ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା। ନୀରଜ ସୋସିଆଲ ମିଡିଆ ମାଧ୍ୟମରେ ବିବାହ ଉତ୍ସବର କିଛି ଫଟୋ ଶେୟାର କରିଛନ୍ତି
ହିମାନୀ ମୋରଙ୍କୁ ବିବାହ କରିଥିବା ସୂଚନା!-->!-->!-->…
Read More...
Read More...
ଯାତ୍ରୀବାହୀ ଡଙ୍ଗା ଓଲଟି ୩ ମୃତ
ବିହାର: ଯାତ୍ରୀବାହୀ ଡଙ୍ଗା ଓଲଟି ଚଲିଗଲା ୩ ଜଣଙ୍କ ଜୀବନ। ବିହାର କଟିହାର ଜିଲ୍ଲାରେ ସକାଳୁ ସକାଳୁ ଏକ ବଡ଼ ଧରଣର ଅଘଟଣ ଘଟିଛି। ଗଙ୍ଗା ନଦୀରେ ଡଙ୍ଗା ଓଲଟିବା ଯୋଗୁଁ ୩ ଜଣଙ୍କ ଜୀବନ ଚାଲିଯାଇଛି। ଡଙ୍ଗାରେ ୧୭ଜଣ ଥିବା ବେଳେ ଉଦ୍ଧାରକାର୍ଯ୍ୟ ଜାରି ରହିଛି।ଖବର ମୁତାବକ, ଡଙ୍ଗାଟି ଦକ୍ଷିଣ!-->…
Read More...
Read More...
ବଢିଲା ଅଫିସରଙ୍କ ଗାଡ଼ି ଭଡ଼ା
ଭୁବନେଶ୍ବର: ତେଲ ଦର ବଢୁଥିବା କାରଣରୁ ଅଫିସରମାନେ ବ୍ୟବହାର କରୁଥିବା ଗାଡ଼ିର ଭଡ଼ା ପରିମାଣକୁ ରାଜ୍ୟ ସରକାର ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫେବୃୟାରୀ ପହିଲାରୁ ଅଫିସରମାନଙ୍କୁ ଗାଡ଼ି ଉପଯୋଗ ପାଇଁ ବର୍ଦ୍ଧିତ ଦର ଦେବାକୁ ପଡ଼ିବ। ନିଜ ବାସଭବନରୁ ଅଫିସକୁ ଯିବାଆସିବା, ଅଫିସ୍ କାମରେ!-->…
Read More...
Read More...
ମହାକୁମ୍ଭ ମେଳାରେ ଭୟାବହ ଅଗ୍ନିକାଣ୍ଡ
ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଥିବା ମହାକୁମ୍ଭରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ତେବେ ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ମହାକୁମ୍ଭ ଟେଣ୍ଟ ସିଟିର ସେକ୍ଟର ୧୯ରେ ଏହି ଅଗ୍ନିକାଣ୍ଡ ଘଟିଛି। ରୋଷେଇ ସିଲିଣ୍ଡର ବିସ୍ଫୋରଣ ଯୋଗୁଁ ଏହା ଘଟିଥିବା ପୁଲିସ କହିଛି।
!-->!-->!-->…
Read More...
Read More...
ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଗର୍ଭଗୃହ ଫଟୋ
ପୁରୀ: ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତରର ଫଟୋ ଓ ଭିଡିଓ। ଏଥର ସିଧା ଗର୍ଭଗୃହର ଫଟୋ ଓ ଭିଡିଓ ଭାଇରାଲ ହୋଇଛି। ଭାଇରାଲ ଭିଡିଓରେ ରତ୍ନସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅବସ୍ଥାନ ମଧ୍ୟ ସ୍ପଷ୍ଟ ଭାବେ ଦୃଶ୍ୟମାନ ହେଉଛି। କେବଳ ଗର୍ଭଗୃହ ନୁହେଁ ବରଂ ୨୨ ପାହଚ, ଭିତରବେଢା ଓ!-->…
Read More...
Read More...
ସୈଫଙ୍କୁ ଛୁରାମାଡ କରିଥିବା ମୁଖ୍ୟ ଅଭିଯୁକ୍ତ ଗିରଫ
ମୁମ୍ବାଇ: ଅଭିନେତା ସୈଫ ଅଲି ଖାନଙ୍କୁ ଆକ୍ରମଣ ଘଟଣାରେ ପୋଲିସକୁ ମିଳିଛି ବଡ ସଫଳତା। ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ମୁମ୍ବାଇ ପୋଲିସ। ରବିବାର ହିରାନାନ୍ଦାନୀ ଅଞ୍ଚଳରୁ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ବାଂଲାଦେଶୀ ହୋଇଥିବା ସନ୍ଦେହ କରାଯାଉଛି।ପୋଲିସ ସୂଚନା!-->…
Read More...
Read More...
ଘନ କୁହୁଡି ନେଇ ୪ ଜିଲ୍ଲାକୁ ସତର୍କତା ଜାରି
ଆହୁରି ୫ ଦିନ ଶୀତରେ ଥରିବ ଓଡିଶା
ଭୁବନେଶ୍ବର: ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରୀ। ଏହା ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ। ଏହା ସାଙ୍ଗକୁ ଘନ କୁହୁଡି!-->!-->!-->…
Read More...
Read More...
ଦୁର୍ଘଟଣାରେ ମନୁ ଭାକରଙ୍କ ମାମୁଁ ଓ ଆଈ ମୃତ
ହରିୟାଣା: ଏକ ସଡକ ଦୁର୍ଘଟଣାରେ ଅଲିମ୍ପିକ୍ସ ପଦକ ବିଜେତା ମନୁ ଭାକରଙ୍କ ମାମୁଁ ଏବଂ ଆଈଙ୍କ ମୃତ୍ୟୁ ଘଟିଛି। ହରିୟାଣା ମହେନ୍ଦ୍ରଗଡ଼ ବାଇପାସ୍ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ମନୁଙ୍କ ମାମୁଁ ଏବଂ ଆଈ ଏକ ସ୍କୁଟିରେ ଯାଉଥିବାବେଳେ ସାମ୍ନା ପଟୁ ଗୋଟିଏ କାର ଦ୍ରୁତଗତିରେ ଆସି ଧକ୍କା!-->…
Read More...
Read More...