ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category

Today’s Highlight

ଧାରଣାରେ ବସିଲେ ଶରଦ ପାୱାର

ମହାରାଷ୍ଟ୍ର: ହାତରେ କଳାପଟି ପିନ୍ଧି ଧାରଣାରେ ବସିଲେ ଶରଦ ପାୱାର । ଦୁଇ ବାଳିକାଙ୍କ ପ୍ରତି ହୋଇଥିବା ପିଶାଚିକ ଅତ୍ୟାଚାର ଘଟଣା ବିରୋଧରେ ରାସ୍ତାକୁ ଓହ୍ଳାଛନ୍ତି ପାୱାର ।ମହାରାଷ୍ଟ୍ରରେ ବାଦଲପୁର ସ୍କୁଲରେ ବାଳିକାଙ୍କୁ ଯୌନ ନିର୍ଯାତନା ମାମଲାରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି ଶରଦ
Read More...

ସୁଭଦ୍ରା ଯୋଜନା ଏସଓପି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମହିଳାଙ୍କ ପାଇଁ ବଡ ଖବର। ଆସିଲା ସୁଭଦ୍ରା ଯୋଜନା ଏସଓପି l ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା ଏସଓପି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି
Read More...

ପ୍ରକାଶ ପାଇଲା ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥର ପାସ୍‌ ହାର ୫୫.୪% ରହିଛି।ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ଚଳିତ ବର୍ଷ ୭୯୬ ଜଣ ପିଲା ପରୀକ୍ଷା ଦେଇଥିବା ବେଳେ
Read More...

ସ୍ଥାନାନ୍ତର ହେଲା ଭିତର ରତ୍ନଭଣ୍ଡାର ଆଲମାରୀ

ପୁରୀ: ଆଜି ପୁଣି ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାରରେ ଥିବା ଭିତର ରତ୍ନଭଣ୍ଡାରୁ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକକୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଜଗମୋହନରୁ ବେହରଣ ଦ୍ୱାର ଦେଇ ପଶ୍ଚିମଦ୍ବାର ନିକଟ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମ୍‌ରେ ସ୍ଥାନାନ୍ତର କରାଯାଇଛି ।
Read More...

ଗିରଫ ହେଲେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ

ଢେଙ୍କାନାଳ: ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ବନ୍ୟଜନ୍ତୁ ଆଇନ ଉଲ୍ଲଂଘନ କରି ମୟୂର ରଖିଥିବାରୁ ତାଙ୍କବିରୁଦ୍ଧରେ ଡବ୍ଲୁଏଲପି ଆକ୍ଟ, ୧୯୭୨ ଅନୁଯାୟର ମାମଲା ରୁଜୁ ହୋଇଛି । ବିଭୁଦାନନ୍ଦଙ୍କ ଘର ଫାର୍ମ
Read More...

ରାଜ୍ୟରେ ଡେଙ୍ଗୁ ଅଣାୟତ୍ତ

ଭୁବନେଶ୍ୱର: ରାଜ୍ୟରେ ଏବେ କାୟା ମେଲାଇଛି ଡେଙ୍ଗୁ । ଆଉ ବର୍ଷାଦିନ ହେଉଥିବାରୁ ସ୍ଥିତି ଅସମ୍ଭାଳ ହୋଇପଡିଛି । ସବୁଠୁ ଅଧିକ ଖୋର୍ଦ୍ଧା ଓ ସୁନ୍ଦରଗଡରେ ଡେଙ୍ଗୁ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଦିନକୁ ଦିନ ରାଜ୍ୟରେ ଡେଙ୍ଗୁ ଅଣାୟତ୍ତ ହେବାରେ ଲାଗିଛି । ଡେଙ୍ଗୁ ସ୍ଥିତି ନେଇ
Read More...

ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚଢ଼ିଗଲେ ବିଜେଡି ନେତା

ଭୁବନେଶ୍ୱର: ଆଜି ଆରମ୍ଭରୁ ବିଧାନସଭା ବିରୋଧୀ ହଙ୍ଗାମା କରିଛନ୍ତି । ମଦମୃତ୍ୟୁକୁ ନେଇ ବିଧାନସଭାରେ ବିଜେଡି ଓ କଂଗ୍ରେସ ସଦସ୍ୟ ପ୍ରବଳ ହଟଗୋଳ କରିଛନ୍ତି। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ସୋର ବିଧାୟକ ମାଧବ ଧଡ଼ା ଓ ଦେବଗଡ଼ ବିଧାୟକ ରୋମାଞ୍ଚ ବିଶ୍ୱାଳ ଟେବୁଲ୍ ଉପରକୁ ଚଢ଼ି
Read More...

ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ୍

ସମ୍ବଲପୁର: ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ୍ l ସ୍ବାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ନୋଟିସ୍ ଜାରି କଲେ ହାଇକୋର୍ଟ l ଧର୍ମେନ୍ଦ୍ରଙ୍କ ନାଁରେ
Read More...

ଆସନ୍ତା ଆଠ ଦିନ ଯାଏଁ ଭଲ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମବଙ୍ଗ ଅଞ୍ଚଳ ରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି ଏହା ଧୀରେଧୀରେ ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଝାଡଖଣ୍ଡ ଆଡକୁ ଗତି କରିବ। ସେହିପରି ଆଉ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ଉତ୍ତର ବଙ୍ଗୋପସାଗର ଅଞ୍ଚଳ ରେ ଆସନ୍ତା ୨୪ ତାରିଖ ବେଳକୁ ସୃଷ୍ଟି ହେବ। ରାଜ୍ୟ ରେ ମୌସୁମୀ ବାୟୁ
Read More...

ନେପାଳରେ ନଦୀକୁ ବସ ଖସି ୧୪ ଭାରତୀୟ ମୃତ

ନେପାଳରେ ନଦୀକୁ ବସ ଖସି ୧୪ ଭାରତୀୟଙ୍କ ମୃତ୍ୟୁ ହୋଇଛି। ୪୦ଜଣ ଯାତ୍ରୀଙ୍କୁ ଧରି ପୋଖରାର କାଠମାଣ୍ଡୁକୁ ଯାଉଥିବା ବେଳେ ମାର୍ସିଆଙ୍ଗଡି ନଦୀରେ ବସ୍‌ଟି ଖସି ପଡିଛି । ଫଳରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ସମସ୍ତ ଯାତ୍ରୀ ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ନେପାଳ ସେନା ଦ୍ୱାରା
Read More...