ପ୍ରମୁଖ ଖବର

ଅପରାଧୀଙ୍କୁ ମିଳିବ କଡ଼ା ଜବାବ, ସହିଦ ହେବାକୁ ବି ପ୍ରସ୍ତୁତ: ଡିଜିପି
ଏସ୍‌ବିଆଇର ତଥ୍ୟ ଲିକ୍‌: ଡାର୍କ ୱେବ୍‌ରେ ୩.୭୫ ଲକ୍ଷ ରେକର୍ଡ, ତଦନ୍ତ ଆରମ୍ଭ
ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ଼ ମାମଲା: ଆଉ ୪ ଗିରଫ
୨୦୨୯ ସୁଦ୍ଧା ନିଶାମୁକ୍ତ ଭାରତ ଲକ୍ଷ୍ୟ: ଅମିତ ଶାହ
Browsing Category

Today’s Highlight

ଘରୋଇ କଲେଜରେ ବୋମାମାଡ଼

ଭୁବନେଶ୍ୱର: ଭୁବନେଶ୍ୱରର ଏକ ଘରୋଇ କଲେଜରେ ବୋମାମାଡ଼। ପୂର୍ବଶତ୍ରୁତାରୁ ବୋମାମାଡ଼, ଏକାଧିକ କଲେଜ ଛାତ୍ର ଆହତ। କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏୟାରଫିଲ୍ଡ ଥାନାରେ ଏତଲା ଦିଆଯାଇଛି। ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଘରୋଇ କଲେଜରେ ହୋଇଥିବା ବୋମାମାଡ଼ ଘଟଣାରେ ଭିଡିଓ ସାମ୍ନାକୁ ଆସିଛି।…
Read More...

ଯୁବ କଂଗ୍ରେସ ସଭାପତି ହେଲେ ଉଦୟ ଭାନୁ

ନୂଆଦିଲ୍ଲୀ: ଭାରତୀୟ ଜାତୀୟ ଯୁବ କଂଗ୍ରେସ ସଭାପତି ହେଲେ ଉଦୟ ଭାନୁ ଚିବ୍। ନିଯୁକ୍ତି ନେଇ ସୂଚନା ଦେଲେ କେସି ବେଣୁଗୋପାଳକଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍‌ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର…
Read More...

କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ: ୫୧ ମୃତ, ୨୦ ଆହତ

ଇରାନ: ଇରାନର ଏକ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ ଘଟିଛି। କୋଇଲା ଖଣିରେ ରବିବାର ମିଥେନ୍ ଗ୍ୟାସ୍ ଲିକ୍ ହେବା ପରେ ବଡ ବିସ୍ଫୋରଣ ଘଟିଛି।ଏହି ବିସ୍ଫୋରଣ ଇରାନର ଦକ୍ଷିଣ ଖୁରାସାନ ପ୍ରାନ୍ତରେ ହୋଇଛି। ଏଥିରେ ୫୧ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି।ମଦଞ୍ଜୋ କମ୍ପାନୀ…
Read More...

ନାବାଳିକାକୁ ଗଣଦୁଷ୍କର୍ମ

ରାଉରକେଲା: ରାଉରକେଲାରେ ଦୁଇ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ। ଦୁଇ ନାବାଳିକା ଦୁଇ ଭଉଣୀ ଥିବା କୁହାଯାଉଛି। ବିଶ୍ରା ଛକ ଅଞ୍ଚଳରେ ଏହି ଘଟଣା ଘଟିଛି। ଦୁଇ ନାବାଳିକା ରାଉରକେଲାକୁ ମାର୍କେଟିଂ କରିବାକୁ ବସ ଯୋଗେ ଆସିଥିଲେ। ଗତକାଲି ପ୍ରାୟ ସଂଧ୍ୟା ସମୟରେ ଏହି ଅଭାବନୀୟ ଘଟଣା ଘଟିଛି। …
Read More...

ଶେଷ ହେଲା ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ରାଡର୍ ସର୍ଭେ

ପୁରୀ: ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ରାଡର୍ ସର୍ଭେ ଶେଷ ହୋଇଛି। ଦୁଇ ଦିନ କାଳ ୩ଟି ଆଣ୍ଟିନା ମାଧ୍ୟମରେ ସର୍ଭେ କରି ଡାଟା ଜେନେରେଟ୍ କରିଛି ଏନ୍‌ଜିଆର୍‌ଇ ଟିମ୍। ଚୂଡାନ୍ତ ରିପୋର୍ଟ ଆସିବା ପରେ ଦୂର ହେବ ରତ୍ନ ଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଓ ଗୁପ୍ତ କୋଠରୀ ସଂଶୟ। ୭ଟି ଷ୍ଟେଜରେ ସଂଗ୍ରହ…
Read More...

ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍

ଭୁବନେଶ୍ବର: ବାତିଲ୍ ହେଲା ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ। କେନ୍ଦୁଝରରୁ ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି କାରଣରୁ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍ ହୋଇଛି। ଆଉ ଆଜି ମୟୁରଭଞ୍ଜ ଯିବେନି ମୁଖ୍ୟମନ୍ତ୍ରୀ। ତେବେ…
Read More...

ବାଂଲାଦେଶକୁ ହରାଇ ବିଜୟ ହାସଲ କଲା ଭାରତ

ଚେନ୍ନାଇ: ଚେନ୍ନାଇରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତ ବିଜୟୀ ହୋଇଛି।ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ଫଳରେ ୩ ମ୍ୟାଚ ବିଶିଷ୍ଟ ଶୃଙ୍ଖଳରେ ଭାରତ ୧-୦ରେ ଆଗୁଆ ହୋଇଛି।ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଭାରତୀୟ ଦଳ ଏହି ବିଜୟ ସହିତ ୯୨…
Read More...

ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ମାଡ

ବାଲିଆପାଳ: ବାଲେଶ୍ୱର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବାର ଭିଡିଓ ଭାଇରାଲ ହେଉଛି। ଗୁରୁତର ଅବସ୍ଥାରେ ଅଙ୍ଗନଓ୍ବାଡ଼ି କର୍ମୀଜଣକ ମେଡିକାଲରେ ଚିକିତ୍ସିତ ହେଉଥିବାବେଳେ ତାଙ୍କ…
Read More...

ରେଳ ଟ୍ରାକରୁ ମିଳିଲା ସିଲିଣ୍ଡର

କାନପୁର: ପୁଣି ବଡ ଦୁର୍ଘଟଣାରୁ ବର୍ତ୍ତିଲା ଆଉ ଏକ ଟ୍ରେନ୍। ଉତ୍ତରପ୍ରଦେଶ କାନପୁରରେ ପୁଣି ଥରେ ଟ୍ରେନ୍ ଦୁର୍ଘଟଣା ପାଇଁ ରଚାଯାଇଥିଲା ବଡ ଷଡଯନ୍ତ୍ର। କାନପୁର ଦେହାତ ଜିଲ୍ଲାରେ ପେରମ୍ବୁର ଷ୍ଟେସନ ରେଳ ଧାରଣାରୁ ସିଲିଣ୍ଡର ଠାବ ହୋଇଛି। ଯାହାକୁ ଦେଖିବା ପରେ କାନପୁରରୁ ପ୍ରୟାଗରାଜ…
Read More...

୨୪ ତାରିଖ ଦିନ ଭୁବନେଶ୍ୱର ବନ୍ଦ

ଭୁବନେଶ୍ବର: ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ବିବାଦ ଦିନକୁ ଦିନ ବଢି ଚାଲିଛି। ଗତ ୨୧ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବା ସହିତ ପୋଲିସ ଉପରକୁ ଅଣ୍ଡା ଓ ଟମାଟୋ ମାଡ କରିଥିଲେ।…
Read More...