Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
ନାମାଙ୍କନ ଦାଖଲ କଲେ ମମତା
ଭୁବନେଶ୍ବର: ଓଡ଼ିଶାରୁ କିଏ ରାଜ୍ୟସଭା ଯିବେ ତାକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ହୋଇଛି । ଆଜି ଭାଜପା ରାଜ୍ୟ ସଭା ପ୍ରାର୍ଥୀ ମମତା ମହାନ୍ତ ବିଧାନସଭାରେ ନାମାଙ୍କନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ତାଙ୍କ ସହିତ ଉପସ୍ଥିତ ଥିବା ବେଳେ ଭାଜପା ନେତୃବୃନ୍ଦ ସାମିଲ!-->…
Read More...
Read More...
ପୁଣି ରାଜ୍ୟସଭା ପ୍ରାର୍ଥୀ ହେବେ ମମତା ମହନ୍ତ
ଭୁବେଶ୍ବର: ରାଜ୍ୟସଭା ପାଇଁ ଭାରତୀୟ ଜନତା ପାର୍ଟି ଆଜି ପ୍ରାର୍ଥୀ ଘୋଷଣା କରିଛି । ଏଥିପାଇଁ ଦଳ ତରଫରୁ ମମତା ମହନ୍ତଙ୍କୁ ପ୍ରାର୍ଥୀ କରାଯାଇଛି। ଯେଉଁ ପଦରୁ ଇସ୍ତଫା ଦେଇଥିଲେ ଏବେ ପୁଣି ସେହି ପଦ ପାଇଁ ପ୍ରାର୍ଥୀ ହେଲେ । ପଦବୀ ଏକା କିନ୍ତୁ ଦଳ ଅଲଗା । ବିଜେଡିରେ ଥିବାବେଳେ ମମତା ରାଜ୍ୟ!-->…
Read More...
Read More...
ବଦଳିଲା+୨ ଢାଞ୍ଚା
ଭୁବନେଶ୍ବର: ୨୦୨୫ ବାର୍ଷିକ +୨ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ପ୍ରଣାଳୀ ପରିବର୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ଼ ଖବର। ୨୦୨୫ରେ ଅନୁଷ୍ଠିତ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ବାର୍ଷିକ!-->…
Read More...
Read More...
ଜୁଏଲ ଓରାମ ଅସୁସ୍ଥ, ଏମ୍ସରେ ଭର୍ତ୍ତି
ନୂଆଦିଲ୍ଲୀ: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ୍ ପୁଣି ଅସୁସ୍ଥ। ସୋମବାର ବିଳମ୍ବିତ ରାତିରେ ଦିଲ୍ଲୀ ଏମ୍ସର ନ୍ୟୁ ପ୍ରାଇଭେଟ୍ ୱାର୍ଡରେ ଭର୍ତ୍ତି ହୋଇଛନ୍ତି । ଗତ ୧୧ରେ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ ଜୁଏଲ୍। ଛାତି ରୋଗ ବିଭାଗର ମୁଖ୍ୟ ଡାକ୍ତର ଅନନ୍ତ ମୋନହଙ୍କ!-->…
Read More...
Read More...
ବଢିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଟଙ୍କା
ଭୁବେଶ୍ବର: ବୃଦ୍ଧି ହେବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନୁଦାନ ରାଶି । ଏନେଇ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି ପିଏମ୍ ଆବାସ ଯୋଜନା ରାଶି ଅନୁଦାନ ୧ ଲକ୍ଷ ୨୦ ହଜାରରୁ ବଢ଼ି ୧ ଲକ୍ଷ ୮୦ ହଜାର ହେବ । ଖୁବଶୀଘ୍ର ଏଥିପାଇଁ!-->…
Read More...
Read More...
ଆସନ୍ତାବର୍ଷଠାରୁ ହେବ କଲେଜ ଇଲେକ୍ସନ
ଭୁବନେଶ୍ବର: ଆସନ୍ତାବର୍ଷଠାରୁ ହେବ କଲେଜ ଇଲେକ୍ସନ। ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେପ୍ଟେମ୍ବର ମାସରେ କଲେଜ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହୋଇଥାଏ ହେଲେ ନୂଆ ସରକାର ଗଠନ ହେବା ପରଠୁ ଯଥେଷ୍ଟ ସମୟ ନଥିବାରୁ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ହୋଇ!-->…
Read More...
Read More...
ରାଜ୍ୟରେ ବଜ୍ରପାତରେ ୬ ମୃତ, ମୃତକଙ୍କ ଆତ୍ମୀୟଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।
ବର୍ତ୍ତମାନ!-->!-->!-->…
Read More...
Read More...
ରାଜ୍ୟରେ ୨୦ ଯାଏ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ଦକ୍ଷିଣ ବଙ୍ଗଲାଦେଶ ଓ ତତସଲଗ୍ନ ଅଂଚଳରେ ସକ୍ରିୟ ରହିଛି ସଦୃଶ ଲଘୁଚାପ। ଯାହା ପରବର୍ତୀ ମୁହୁର୍ତରେ ଅଧିକ ଘନୀଭୂତ ହୋଇ ଉତ୍ତର ଉତ୍ତର ପଶ୍ଚିମ ଦିଗକୁ ଗତି କରି ବେଲମାର୍କ ଲୋ ପ୍ରେସର ରେ ପରିଣତ ହେବ। ୧୯ ତାରିଖ ବେଳକୁ ଏହା ବେଲମାର୍କ ଲୋ ପ୍ରେସର ପରିଣତ ହେବ ବୋଲି ଆକଳନ କରିଛି!-->…
Read More...
Read More...
ଏଥର ଗଣେଶ ପୂଜାରେ ମାଗିବେନି ଚାନ୍ଦା, ବାଜିବନି ଡିଜେ : ଡିସିପି
ଭୁବନେଶ୍ବର: ଆସୁଛି ପ୍ରଥମପୂଜ୍ୟ ଶ୍ରୀଗଣେଶଙ୍କ ପୂଜା ଏନେଇ କାରିଗରମାନେ ମୂର୍ତ୍ତି ନିର୍ମାଣ କାମ ଆରମ୍ଭ କରିଦେଇଛନ୍ତି। ହେଲେ ଚଳିତ ପୂଜାରେ ଗଣେଶ ମୂର୍ତ୍ତି ଯେପରି ବିକୃତ ନ ହୁଏ, ସେଥିପ୍ରତି ଗୁରୁତ୍ୱ ଦିଆଯିବ। ବିକୃତ ମୂର୍ତ୍ତି ନିର୍ମାଣ ଓ ପୂଜା ନଜରକୁ ଆସିଲେ କାର୍ଯ୍ୟାନୁଷ୍ଠାନ ହେବ!-->…
Read More...
Read More...
କଟକ ମଧୁପାଟଣାରୁ ସିମ୍ ବକ୍ସ ଠାବ
କଟକ: ଭୁବନେଶ୍ୱର ପରେ କଟକରେ ମଧୁପାଟଣା ଥାନା ରାଜେନ୍ଦ୍ର ନଗର ଅଞ୍ଚଳର ଏକ ଘରୁ ସିମ୍ ବକ୍ସ ଠାବ ହୋଇଛି। ଅଭିଯୁକ୍ତ ରାଜୁ ମଣ୍ଡଳକୁ ନେଇ ସିମ୍ ବକ୍ସ ଠାବ ସ୍ଥଳରେ ତନାଘନା କରୁଛି ପୋଲିସ। ଅଭିଯୁକ୍ତ ଆଶାଦ୍ଦୁର ଜମାନ ଓରଫ୍ ରାଜୁ ମଣ୍ଡଳକୁ ୫ ଦିନିଆ ରିମାଣ୍ଡରେ ଆଣିଛି କମିଶନରେଟ୍ ପୋଲିସ।!-->…
Read More...
Read More...