ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category

Today’s Highlight

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଅସିତ୍ ତ୍ରିପାଠୀଙ୍କ ଇସ୍ତଫା

ଭୁବନେଶ୍ବର: ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅସିତ୍ ତ୍ରିପାଠୀ। ଆଜି ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପଶ୍ଚିମଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀଙ୍କ ଇସ୍ତଫାକୁ ଆଜି ରାଜ୍ୟ ସରକାର ଗ୍ରହଣ କରିଛନ୍ତି । ୨୦୨୦
Read More...

ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୦ ମୃତ

ମୟୂରଭଞ୍ଜ: ବଜ୍ରପାତରେ ଚାଲିଗଲା ୧୦ ଜଣଙ୍କ ଜୀବନ।ବିଭିନ୍ନ ସ୍ଥାନରେ ବଜ୍ରାପାତରେ ୧୦ ଜଣଙ୍କ ଜୀବନ ଯାଇଥିବାବେଳେ ୧୭ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଆଜି ବଜ୍ରପାତରେ ଦମ୍ପତିଙ୍କ ସମେତ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଯାଜପୁର,
Read More...

ଅନଲାଇନ ଗେମ ନେଲା ଜୀବନ

ବାଲେଶ୍ବର: ଅନଲାଇନ ଗେମ ନେଲା ୨୭ ବର୍ଷୀୟ ଯୁବକଙ୍କ ଜୀବନ। ଲକ୍ଷାଧିକ ଟଙ୍କା ଅନଲାଇନ ଗେମରେ ହରାଇବା ପରେ ମାନସିକ ସନ୍ତୁଳନ ହରାଇ ଶେଷରେ ଯୁବକ ଜଣଙ୍କ ଜୀବନ ହାରିଥିବା ପରିବାର ପକ୍ଷରୁ ଜଣାପଡ଼ିଛି। ଏମିତି ଘଟଣା ବାଲେଶ୍ୱର ଜିଲ୍ଲା ରେମୁଣା ଥାନା ସହାଜିପାଟଣା ଗ୍ରାମରେ ଦେଖିବାକୁ ମିଳିଛି।
Read More...

ପୁଣି କୁସ୍ତିକୁ ଫେରିବେ ଭିନେଶ ଫୋଗାଟ

ନୂଆଦିଲ୍ଲୀ: ଭାରତ ଫେରିଛନ୍ତି ଷ୍ଟାର ରେସଲର ଭିନେଶ ଫୋଗାଟ। ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି। ଜଣେ ଗୋଲ୍ଡ ମେଡାଲିଷ୍ଟଙ୍କୁ ଯେପରି ସ୍ୱାଗତ କରାଯାଏ, ଭିନେଶଙ୍କୁ ଠିକ୍ ସେହିପରି ସ୍ୱାଗତ କରାଯାଇଛି। ଫ୍ୟାନଙ୍କ ଏ ଭଲ ପାଇବା ଏବଂ ସମର୍ଥନ ଦେଖି
Read More...

ମହାପ୍ରଭୁଙ୍କ ଦର୍ଶନ କଲେ ଓ୍ବାଇ ବି ଖୁରାନିଆ

ପୁରୀ: ନୂଆ ପୋଲିସ ଡିଜି ଭାବେ କାର୍ଯ୍ୟଭାର ସମ୍ଭାଳିବା ପରେ ଓ୍ବାଇ ବି ଖୁରାନିଆ ସସ୍ତ୍ରୀକ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାରଠାରେ ପହଞ୍ଚିବା ପରେ ପୁରୀ ଏସ୍‌ପି ଏବଂ ଅନ୍ୟାନ୍ୟ ବରିଷ୍ଠ ପୋଲିସ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଥିଲେ। ଏହା
Read More...

ଆଜୀବନ ମୁକ୍ତି ପାଇଁ ସୁପ୍ରିମକୋର୍ଟରେ ଆବେଦନ କଲେ ଦାରା ସିଂ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଓଡିଶା ସରକାରଙ୍କୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ। ଜେଲ୍‌ରୁ ମୁକୁଳିବା ପାଇଁ ଏହି ମାମଲାର ଅଭିଯୁକ୍ତ ଦାରା ସିଂ ଓରଫ୍‌ ରବୀନ୍ଦ୍ର କୁମାର ପାଲ୍‌ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ସମୟ ପୂର୍ବରୁ ରବିନ୍ଦ୍ର ପାଲ ଓରଫ
Read More...

ଇଣ୍ଡୋନେସିଆରେ ଏସିଆନ ବଡି ବିଲଡିଂ ବ୍ରୋଞ୍ଜ ମେଡାଲ ଜିତିଲେ ଓଡ଼ିଆ ପୁଅ ବାଦଲ

ଇଣ୍ଡୋନେସିଆ: ଏସିଆନ ବଡି ବିଲଡିଂ ଚାମ୍ପିଆନସିପରେ ଚମକିଲେ ଓଡ଼ିଆ ପୁଅ ବାଦଲ ବେହେରା। ବୌଦ୍ଧ ଜିଲ୍ଲାର ଏକ ସାଧାରଣ ଗାଁର ଗରିବ ଘରୁ ଇଣ୍ଡୋନେସିଆର ବାତମସିଟି ପର୍ଯ୍ୟନ୍ତ ଲମ୍ବା ଯାତ୍ରାରେ ବାଦଲ ସଫଳତା ପାଇଛନ୍ତି। ବଡି ବିଲଡିଂ ଚାମ୍ପିଆନସିପରେ ବାଦଲ ବ୍ରୋଞ୍ଜ ମେଡାଲ ବିଜୟୀ ହୋଇ ସମଗ୍ର
Read More...

ପୂର୍ବଭଳି ପୁଣି ଚାଉଳ ସାଙ୍ଗରେ ମିଳିବ ଗହମ

ଭୁବନେଶ୍ବର: ଏଣିକି ରାସନକାର୍ଡରେ ପୂର୍ବଭଳି ମିଳୁଥିବା ଗହମ ପୁଣି ଥରେ ଚଉଳ ସହ ମିଳିବ। ହିତାଧିକାରୀଙ୍କୁ ଚାଉଳ ସହ ଗହମ ଦିଆଯିବ। ଏନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ରାସନ କାର୍ଡ ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ
Read More...

ଜିଏସଟି କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍

କଟକ: ଜିଏସଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍। ଯାଜପୁର ସିଟି ଆଣ୍ଡ ଜିଏସଟି ଏନ୍‌ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ କରିଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଭିଜିଲାନ୍ସ ରେଡ୍‌ କରିଥିବା ସୂଚନା ମିଳିଛି। ଜଣେ ଡିଲର୍‌ ଠାରୁ
Read More...

୩୭୦ ଧାରା ଉଚ୍ଛେଦ ପରେ ପ୍ରଥମ ଥର ଜମ୍ମୁରେ ହେବ ନିର୍ବାଚନ

ନୂଆଦିଲ୍ଲୀ: ୨୦୧୪ ପରଠାରୁ ଜମ୍ମୁରେ ବନ୍ଦ ଥିଲା ନିର୍ବାଚନ। ୩୭୦ ଧାରା ଉଚ୍ଛେଦ ପରେ ପ୍ରଥମ ଥର ପାଇଁ ଜମ୍ମୁରେ ନିର୍ବାଚନ ହେବାକୁ ଯାଉଛି। ଜମ୍ମୁ କଶ୍ମୀର ଏବଂ ହରିୟାଣାରେ ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ ମୁଖ୍ୟ ରାଜୀବ କୁମାର। ୩୭୦ ଧାରା
Read More...