Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ ଅଭିନେତ୍ରୀ ଜୁହି ଚାୱଲା
ପୁରୀ: ବଲିଉଡ ସୁନ୍ଦରୀ ତଥା କୋଲକାତା ନାଇଟ ରାଇଡର୍ସର ସହ-ମାଲିକ ଅଭିନେତ୍ରୀ ଜୁହି ଚାୱଲା ଆଜି ପୁରୀ ଆସି ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି। ଇଣ୍ଡିଆନ୍ ପ୍ରିମୀୟର ଲିଗ୍ ରେ କେକେଆରର ଧମାକାଦାର ବିଜୟ ପାଇଁ ସେ ମହାପ୍ରଭୁଙ୍କୁ ଶ୍ରେୟ ଦେବା ସହ ମହାପ୍ରଭୁଙ୍କୁ!-->…
Read More...
Read More...
ପୁଣି ଏକ ବିଦେଶୀ ଜାହାଜକୁ ଗିରଫ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପାରାଦ୍ଵୀପ: ପୁଣି ଏକ ବିଦେଶୀ ଜାହାଜକୁ ଗିରଫ ନିର୍ଦ୍ଦେଶ। ସାମୁଦ୍ରିକ ବିବାଦ ସମ୍ପର୍କିତ ମାମଲାର ଶୁଣାଣି କରି ଅଦାଲତ ଏହି ନିର୍ଦ୍ଦେଶ ଦେଇଛନ୍ତି। ପାରାଦ୍ଵୀପରେ ଥିବା ଇଜିପ୍ଟ ଫ୍ଲାଗସିପର ଜାହାଜକୁ ଗିରଫ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହି ଜାହାଜଟିର ନାଁ ହେଉଛି ଏମଭି ୱାଡି!-->…
Read More...
Read More...
ଆନ୍ତର୍ଜାତିକ ବ୍ୟାଡମିଂଟନ୍ ଚାମ୍ପିଅନ୍ସିପ୍ରେ ଭାଗ ନେବେ ସୋଆ ଛାତ୍ର
ଭୁବନେଶ୍ୱର, ୧୬/୦୮: ଆସନ୍ତା ଅଗଷ୍ଟ ୨୦ ରୁ ୨୫ ତାରିଖ ପର୍ଯ୍ୟନ୍ତ ଇଣ୍ଡୋନେସିଆର ପେକାନ୍ବାରୁ ସିଟି ସହରରେ ଆୟୋଜିତ ହେବାକୁ ଥିବା ଇନ୍ଟରନ୍ୟାସ୍ନାଲ୍ ଚ୍ୟାଲେଞ୍ଜ ପ୍ରତିଯୋଗିତାରେ ଭାଗ ନେବେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଇଞ୍ଜିନିୟରିଂ ଛାତ୍ର ଅମ୍ରିତ୍ ମହାନ୍ତି।ସୋଆ ପରିଚାଳିତ!-->…
Read More...
Read More...
ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪,‘ଦମନ’ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର
ନୂଆଦିଲ୍ଲୀ: ଘୋଷଣା ହୋଇଛି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଥିବାବେଳେ ଚଳିତ ବର୍ଷ ଶ୍ରେଷ୍ଠ ଅଭିନେତା ଭାବେ ରିଷବ ଶେଟ୍ଟୀଙ୍କ ନାମ ଘୋଷଣା କରାଯାଇଛି। ଚର୍ଚ୍ଚିତ ଚଳଚ୍ଚିତ୍ର!-->…
Read More...
Read More...
ଅତିଜରୁରୀ ନ ଥିଲେ କେହି ଏସ୍ସିବି ଆସନ୍ତୁ ନାହିଁ : ଏସ୍ସିବି ଅଧୀକ୍ଷକ
କଟକ: ଅତିଜରୁରୀ ନ ଥିଲେ କେହି ଏସ୍ସିବି ମେଡିକାଲ ଆସନ୍ତୁ ନାହିଁ ବୋଲି ଅଧୀକ୍ଷକ ପରାମର୍ଶ ଦେଇଛନ୍ତି। ଡାକ୍ତରମାନଙ୍କ ଆନ୍ଦୋଳନକୁ ନେଇ ଅଧୀକ୍ଷକ ଏପରି କହିଛନ୍ତି। ସେ କହିଛନ୍ତି, ରୋଗୀ ସେବା ବ୍ୟାହତ ହୋଇନି, ଆଗକୁ କହି ହେବନି। ସମସ୍ତ ଫ୍ୟାକଲ୍ଟିଙ୍କ ଛୁଟି ବାତିଲ କରାଯାଇଛି। ତେଣୁ ଅତି!-->…
Read More...
Read More...
କଂଗ୍ରେସ ଛାଡିଲେ ବରିଷ୍ଠ ନେତା ବିଜୟ ପଟ୍ଟନାୟକ
ଭୁବନେଶ୍ବର: ଦଳର ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ ଆଜି କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ମେଲ୍ ମାଧ୍ୟମରେ ସେ ନିଜର ଇସ୍ତଫାପତ୍ର ଏଆଇସିସିକୁ ପଠାଇ ଦେଇଛନ୍ତି। ଇସ୍ତଫା ପରେ ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି, କୌଣସି ରାଜନୈତିକ ଦଳକୁ ଯିବେନାହିଁ। ଗତ ସାଧାରଣ!-->…
Read More...
Read More...
କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ରେଡ୍
କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ। ଆକ୍ସନ ମୁଡରେ ଭିଜିଲାନ୍ସ। ଆଜି ସକାଳେ ପୁଣି ଜଣେ ଅଧିକାରୀଙ୍କ ଘରେ ପଶିଛି ଭିଜିଲାନ୍ସ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ରେଡ୍। ଏକକାଳୀନ କଟକ, ଭୁବନେଶ୍ବର ଓ!-->…
Read More...
Read More...
ଆର୍ଥ ଅବଜରଭେସନ ସାଟେଲାଇଟର ସଫଳ ଉତକ୍ଷେପଣ
ଆନ୍ଧ୍ରପ୍ରଦେଶ: ଆଜି ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ।। ଉତକ୍ଷେପଣ ହେଲା SSLV-D3 ରକେଟ୍ । ଆଜି ଦେଶର ସବୁଠୁ ଛୋଟ ରକେଟ 'ସ୍ମଲ ସାଟେଲାଇଟ ଲଞ୍ଚ ଭେହିକିଲ'ରେ (SSLV-D3 ) ଆର୍ଥ ଅବଜରଭେସନ ସାଟେଲାଇଟ (EOS-08) ଲଞ୍ଚ କରିଛି ଭାରତୀୟ ମହାକାଶ!-->…
Read More...
Read More...
ଓଡ଼ିଶା ଫେରିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ ରୋହିଦାସ
ଭୁବନେଶ୍ବର: ଓଡ଼ିଶା ଫେରିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ ରୋହିଦାସ। ପ୍ୟାରିସରେ ନିଜ ଦେଶ ସହ ରାଜ୍ୟକୁ ଗୌରବାନ୍ବିତ କରିବା ପରେ ଓଡ଼ିଶା ଫେରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଭାରତୀୟ ହକି ଦଳର ଓଡ଼ିଆ ଡିଫେଣ୍ଡର। ଆଜି ସକାଳେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ!-->…
Read More...
Read More...
ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତର ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ଆଜି ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଓ ତତ୍ ସଂଲଗ୍ନ ବାଂଲାଦେଶ ଉପକୂଳ ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଓ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହି ଲଘୁଚାପ କ୍ଷେତ୍ର ଟି ଆହୁରି ଘନୀଭୂତ ହେବା ସହ ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର!-->…
Read More...
Read More...