Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅପରାଧୀଙ୍କୁ ମିଳିବ କଡ଼ା ଜବାବ, ସହିଦ ହେବାକୁ ବି ପ୍ରସ୍ତୁତ: ଡିଜିପି
ଏସ୍ବିଆଇର ତଥ୍ୟ ଲିକ୍: ଡାର୍କ ୱେବ୍ରେ ୩.୭୫ ଲକ୍ଷ ରେକର୍ଡ, ତଦନ୍ତ ଆରମ୍ଭ
ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ଼ ମାମଲା: ଆଉ ୪ ଗିରଫ
୨୦୨୯ ସୁଦ୍ଧା ନିଶାମୁକ୍ତ ଭାରତ ଲକ୍ଷ୍ୟ: ଅମିତ ଶାହ
Browsing Category
Today’s Highlight
ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ
ଭୁବନେଶ୍ୱର: ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ। ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣଙ୍କୁ ହସ୍ପିଟାଲରେ ଭେଟିଛନ୍ତି ଏବଂ ତାଙ୍କର ଆଶୁ ଆରୋଗ୍ୟ କାମନା!-->…
Read More...
Read More...
ଚୀନକୁ ହରାଇ ୫ମ ଥର ଏସିଆ ଚାମ୍ପିୟନ ହେଲା ଭାରତ
ନୂଆଦିଲ୍ଲୀ: ଏସିଆନ୍ ଚାମ୍ପିଅନ୍ ଟ୍ରଫି ୨୦୨୪ ହକିର ଫାଇନାଲରେ ରୋମାଞ୍ଚ ଭରା ଲଢେଇ ଦେଖିବାକୁ ମିଳିଛି। ପ୍ରଥମ ଥର ଫାଇନାଲରେ ପହଞ୍ଚିଥିବା ଚୀନକୁ ଭାରତୀୟ ଦଳ ଶୋଚନୀୟ ଭାବେ ପରାସ୍ତ କରିଛି। ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି!-->…
Read More...
Read More...
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିୱାଲ
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆମ ଆଦମୀ ପାର୍ଟି ସଂଯୋଜକ ଅରବିନ୍ଦ କେଜ୍ରିୱାଲ। ଅବକାରୀ ନୀତି ଘୋଟାଲା ମାମଲାରେ ଜାମିନ ମିଳିବା ପରେ କେଜ୍ରିୱାଲ ଏହି ନିଷ୍ପତି ନେଇଥିଲେ। କେଜ୍ରିଓ୍ବାଲ ମଙ୍ଗଳବାର ଅପରାହ୍ନରେ ଉପରାଜ୍ୟପାଳ ବିନୟ ସାକ୍ସେନାଙ୍କୁ ଇସ୍ତଫା!-->…
Read More...
Read More...
ବିଶ୍ୱକର୍ମା ମୂର୍ତ୍ତି ବିସର୍ଜନ ବେଳେ ପାଣିରେ ବୁଡି ୨ ଛାତ୍ର ନିଖୋଜ
ବାରିପଦା: ବାରିପଦାସ୍ଥିତ ସୁବର୍ଣ୍ଣରେଖା କେନାଲରେ ମଙ୍ଗଳବାର ଦିନ ବିଶ୍ୱକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ୨ ଜଣ ଯୁକ୍ତ ଦୁଇ ଛାତ୍ର ନିଖୋଜ ହୋଇଯାଇଛନ୍ତି। ଏକ ଘରୋଇ ବିଜ୍ଞାନ କଲେଜର ଏହି ଛାତ୍ର ଦ୍ୱୟ ସାଙ୍ଗମାନଙ୍କ ସହିତ ବିଶ୍ୱକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଆସିଥିବା!-->…
Read More...
Read More...
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନ
ନୂଆଦିଲ୍ଲୀ: ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନ। ଆମ ଆଦମୀ ପାର୍ଟି ବିଧାୟକ ଦଳର ବୈଠକରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତାଙ୍କ ନାମ ପ୍ରସ୍ତାବ ଦେଇଛନ୍ତି। ବିଧାୟକମାନେ ଏଥିରେ ରାଜି ହୋଇଥିଲେ। ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଥିବାରୁ ଆତୀଶ ଦିଲ୍ଲୀର!-->…
Read More...
Read More...
ଜନ୍ମଦିନ ଅବସରରେ ହିତାଧିକାରୀଙ୍କ ଘରେ ଖିରି ଖାଇଲେ ମୋଦୀ
ଗାଡକଣ: ଗାଡକଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ ଘର ଚାବି ବଣ୍ଟନ କରିଛନ୍ତି ମୋଦୀ। ଏଥିସହିତ କିଛି ସମୟ ସେମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ଭିତରେ ତାଙ୍କ ଜନ୍ମଦିନ ଅବସରରେ ଜଣେ ହିତାଧିକାରୀଙ୍କ ଘରକୁ ଯାଇ ଘରେ ଖିରି ଖାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ପିଏମ୍ ଆବାସ!-->…
Read More...
Read More...
‘ସୁଭଦ୍ରା ଯୋଜନା’ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ମହିଳାମାନଙ୍କ ପାଇଁ ଖୁସି ଖବର। ବହୁ ପ୍ରତିକ୍ଷିତ ‘ସୁଭଦ୍ରା ଯୋଜନା’ର ହେଲା ଶୁଭାରମ୍ଭ। ବ୍ୟାଙ୍କ୍ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’!-->…
Read More...
Read More...
ଡାକ୍ତରମାନଙ୍କ ଦାବିକୁ ଗ୍ରହଣ କଲେ ମମତା ବାନାର୍ଜୀ
ପଶ୍ଚିମବଙ୍ଗ: ଡାକ୍ତରଙ୍କ ମୁଖ୍ୟ ଦାବିକୁ ଗ୍ରହଣ କଲେ ପଶ୍ଚିମବଙ୍ଗ ସରକାର। ଆର୍.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ ଆନ୍ଦୋଳନରତ ଜୁନିୟର ଡାକ୍ତରମାନଙ୍କ ପ୍ରତିନିଧି!-->…
Read More...
Read More...
ପୁଣି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼
ଆମେରିକା: ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଦ୍ଵିତୀୟ ଥରେ ପାଇଁ ଗୁଳିମାଡ଼ ହୋଇଛି। ଫ୍ଲୋରିଡାର ୱେଷ୍ଟ ପାମ୍ ବିଚ୍ର ଗୋଲ୍ଫ କ୍ଲବରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଥିବା ନେଇ ସୂଚନା ମିଳିଛି। ତେବେ ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ରିପବ୍ଲିକାନ!-->…
Read More...
Read More...
ବେପରୁଆ ଗାଡି ଚଳାଇବା ପଡିଲା ମହଙ୍ଗା, ୫ ଗିରଫ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ଏଥିସହିତ ୨ଟି ଗାଡ଼ି ମଧ୍ୟ ଜବତ କରାଯାଇଛି। ଅଭିଯୁକ୍ତମାନେ ଭୁବନେଶ୍ୱରର ଜନପଥରେ ଟ୍ରାଫିକ ନିୟମକୁ ଉଲ୍ଲଂଘନ କରି ବେପରୁଆ ଭାବେ ୪ଟି କାର୍ ଚଳାଇ ଆତଙ୍କ ଖେଳାଇଥିଲେ। ଗୋଟିଏ!-->…
Read More...
Read More...