Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ଆସନ୍ତାବର୍ଷଠାରୁ ହେବ କଲେଜ ଇଲେକ୍ସନ
ଭୁବନେଶ୍ବର: ଆସନ୍ତାବର୍ଷଠାରୁ ହେବ କଲେଜ ଇଲେକ୍ସନ। ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେପ୍ଟେମ୍ବର ମାସରେ କଲେଜ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହୋଇଥାଏ ହେଲେ ନୂଆ ସରକାର ଗଠନ ହେବା ପରଠୁ ଯଥେଷ୍ଟ ସମୟ ନଥିବାରୁ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ହୋଇ!-->…
Read More...
Read More...
ରାଜ୍ୟରେ ବଜ୍ରପାତରେ ୬ ମୃତ, ମୃତକଙ୍କ ଆତ୍ମୀୟଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।
ବର୍ତ୍ତମାନ!-->!-->!-->…
Read More...
Read More...
ରାଜ୍ୟରେ ୨୦ ଯାଏ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ଦକ୍ଷିଣ ବଙ୍ଗଲାଦେଶ ଓ ତତସଲଗ୍ନ ଅଂଚଳରେ ସକ୍ରିୟ ରହିଛି ସଦୃଶ ଲଘୁଚାପ। ଯାହା ପରବର୍ତୀ ମୁହୁର୍ତରେ ଅଧିକ ଘନୀଭୂତ ହୋଇ ଉତ୍ତର ଉତ୍ତର ପଶ୍ଚିମ ଦିଗକୁ ଗତି କରି ବେଲମାର୍କ ଲୋ ପ୍ରେସର ରେ ପରିଣତ ହେବ। ୧୯ ତାରିଖ ବେଳକୁ ଏହା ବେଲମାର୍କ ଲୋ ପ୍ରେସର ପରିଣତ ହେବ ବୋଲି ଆକଳନ କରିଛି!-->…
Read More...
Read More...
ଏଥର ଗଣେଶ ପୂଜାରେ ମାଗିବେନି ଚାନ୍ଦା, ବାଜିବନି ଡିଜେ : ଡିସିପି
ଭୁବନେଶ୍ବର: ଆସୁଛି ପ୍ରଥମପୂଜ୍ୟ ଶ୍ରୀଗଣେଶଙ୍କ ପୂଜା ଏନେଇ କାରିଗରମାନେ ମୂର୍ତ୍ତି ନିର୍ମାଣ କାମ ଆରମ୍ଭ କରିଦେଇଛନ୍ତି। ହେଲେ ଚଳିତ ପୂଜାରେ ଗଣେଶ ମୂର୍ତ୍ତି ଯେପରି ବିକୃତ ନ ହୁଏ, ସେଥିପ୍ରତି ଗୁରୁତ୍ୱ ଦିଆଯିବ। ବିକୃତ ମୂର୍ତ୍ତି ନିର୍ମାଣ ଓ ପୂଜା ନଜରକୁ ଆସିଲେ କାର୍ଯ୍ୟାନୁଷ୍ଠାନ ହେବ!-->…
Read More...
Read More...
କଟକ ମଧୁପାଟଣାରୁ ସିମ୍ ବକ୍ସ ଠାବ
କଟକ: ଭୁବନେଶ୍ୱର ପରେ କଟକରେ ମଧୁପାଟଣା ଥାନା ରାଜେନ୍ଦ୍ର ନଗର ଅଞ୍ଚଳର ଏକ ଘରୁ ସିମ୍ ବକ୍ସ ଠାବ ହୋଇଛି। ଅଭିଯୁକ୍ତ ରାଜୁ ମଣ୍ଡଳକୁ ନେଇ ସିମ୍ ବକ୍ସ ଠାବ ସ୍ଥଳରେ ତନାଘନା କରୁଛି ପୋଲିସ। ଅଭିଯୁକ୍ତ ଆଶାଦ୍ଦୁର ଜମାନ ଓରଫ୍ ରାଜୁ ମଣ୍ଡଳକୁ ୫ ଦିନିଆ ରିମାଣ୍ଡରେ ଆଣିଛି କମିଶନରେଟ୍ ପୋଲିସ।!-->…
Read More...
Read More...
ୟୁପିରୁ ଟ୍ରେନରେ ଓଡିଶା ଆସିବ ଆଳୁ
ଭୁବନେଶ୍ବର: ଟ୍ରେନରେ ଓଡିଶା ଆସିବ ଆଳୁ। ରାଜ୍ୟରେ ଥମିବାର ନାଁ ନେଉନି ଆଳୁ ସଂକଟ। ବଜାରରୁ ଗାଏବ ହେଲାଣି ଆଳୁ, ଚଢା ଦର ଦେଖି ଖାଉଟି ନିରାଶ । ଏହାରି ଭିତରେ ଓଡ଼ିଶାରେ ଆଳୁ ସଂକଟ ଦୂର ପାଇଁ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିବା ନେଇ ସୂଚନା ରହିଛି। ଉତ୍ତରପ୍ରଦେଶରୁ ଟ୍ରେନ୍ରେ ଆଳୁ ଆସିବ!-->…
Read More...
Read More...
ଗିରଫ ହେଲେ ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀ
ଯାଜପୁର: ବନ୍ଧାହେଲେ ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀ। ଯାଜପୁର ସିଟି ଏବଂ ଜିଏସଟି ଏନ୍ଫୋର୍ସମେଣ୍ଟ ଆସିଷ୍ଟାଣ୍ଟ କମିଶନରଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଏହାସହିତ ବିନୟଙ୍କ ୨ ବ୍ୟକ୍ତିଗତ ସହଯୋଗୀଙ୍କୁ ମଧ୍ୟ ଗିରଫ କରିଛି ଭିଜିଲାନ୍ସ ବିଭାଗ। ସରକାରୀ ଟିକସ ହେର୍ଫେର୍!-->…
Read More...
Read More...
ଆରଜି କର ହସ୍ପିଟାଲର ଆଖପାଖ ଅଞ୍ଚଳରେ ଧାରା ୧୪୪ ଜାରି
କୋଲକାତା: ଆରଜି କର ହସ୍ପିଟାଲର ଆଖପାଖ ଅଞ୍ଚଳରେ ଧାରା ୧୪୪ ଜାରି। କୋଲକାତା ଆରଜି କର ହସ୍ପିଟାଲରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ମାମଲାରେ ଏହି ଧାରା ଜାରି ହୋଇଛି। ଆଜିଠାରୁ ୨୪ ଅଗଷ୍ଟ ପର୍ୟ୍ୟନ୍ତ କୋଲକାତା ପୋଲିସ ପକ୍ଷରୁ ଧାରା ୧୪୪ ଜାରି ହୋଇଛି।ହସ୍ପିଟାଲରେ ଜୁନିଅର ଡାକ୍ତର!-->…
Read More...
Read More...
ଉତ୍ତରପ୍ରଦେଶରେ ବସ୍ ଓ ପିକ୍ଅପ୍ ଭ୍ୟାନ୍ ମୁହାଁମୁହିଁ ୧୦ ମୃତ,୩୭ରୁ ଉର୍ଦ୍ଧ୍ବ ଆହତ
ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶରେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା, ବସ୍ ଓ ପିକ୍ଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା ୧୦ ଜୀବନ।ଏହି ଦୁର୍ଘଟଣାରେ ୩୭ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି!-->…
Read More...
Read More...
ମଝି ଚିଲିକାରେ ଫସିଲା ଯାତ୍ରୀବାହି ଡଙ୍ଗା
ବ୍ରହ୍ମଗିରି: ପୁଣି ଚିଲିକା ହ୍ରଦ ମଝିରେ ଫସିଲା ଯାତ୍ରୀବାହି ଡଙ୍ଗା। ପୁରୀ ଜିଲା କୃଷ୍ଣପ୍ରସାଦ ନିକଟ ମଝି ଚିଲିକାରେ ଏକ ଯାତ୍ରୀବାହୀ ଡଙ୍ଗା ରବିବାର ଫସିଯାଇଛି। ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ମହିଁସା ନିକଟରେ ଅଟକି ରହିଛି। ଉକ୍ତ ଡଙ୍ଗାରେ ୪୦ରୁ ଉଦ୍ଧର୍ବ ଯାତ୍ରୀ ଥିବା ବେଳେ!-->…
Read More...
Read More...