Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
ଏସ୍ସିବିରେ ମହିଳା ରୋଗୀଙ୍କୁ ଅସଦାଚରଣ କଲେ ଜୁନିଅର ଡାକ୍ତର
କଟକ: କଟକ ଏସ୍ସିବି ମେଡିକାଲରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏସ୍ସିବି ମେଡିକାଲରେ ଜଣେ ମହିଳା ରୋଗୀଙ୍କୁ ନିଶା ଦେଇ ଜଣେ ଜୁନିଅର ଡାକ୍ତର ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ରୋଗୀ ଜଣକ କାର୍ଡିଓଲୋଜି ବିଭାଗକୁ ଚିକିତ୍ସା ପାଇଁ ଆସିଥିବା ବେଳେ ଇକୋ ପରୀକ୍ଷା ସମୟରେ ତାଙ୍କୁ!-->…
Read More...
Read More...
ଓଡ଼ିଶା ଆସୁଛନ୍ତି ଜେପି ନଡ୍ଡା
ଭୁବନେଶ୍ବର: ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୧୮ ତାରିଖରେ ଦିନିକିଆ ଗସ୍ତରେ ଆସିବେ ନଡ୍ଡା। ଆସନ୍ତା ୧୭ ଓ ୧୮ ଦୁଇ ଦିନ ଧରି ବିଧାନସଭାରେ ଚାଲିବ ବିଧାୟକଙ୍କ ତାଲିମ୍ କର୍ମଶାଳା। ଜେପି ନଡ୍ଡା ବିଧାୟକମାନଙ୍କ ତାଲିମ୍ କାର୍ଯ୍ୟକ୍ରମରେ ଯୋଗଦେବେ। ।!-->…
Read More...
Read More...
ପ୍ରକାଶ ପାଇଲା ଇଣ୍ଡିଆ ରାଙ୍କିଂ ୨୦୨୪ ତାଲିକା, ୪୨ତମ ସ୍ଥାନରେ ଉତ୍କଳ ଵିଶ୍ଵଵିଦ୍ୟାଲୟ
ଭୁନେଶ୍ବର: ଆଜି ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ରାଙ୍କିଙ୍ଗ ଫ୍ରେମୱାର୍କ(ଏନଆଇଆରଏଫ) ୨୦୨୪ ରାଙ୍କି ତାଲିକା ପ୍ରକାଶ ପାଇଛି। ଦେଶର ଉଚ୍ଚଶିକ୍ଷା ଅନୁଷ୍ଠାନ ଗୁଡିକୁ ଏଥିରେ ରାଙ୍କି କରାଯାଇଥିବାବେଳେ ଚଳିତ ବର୍ଷ ୧୬ଟି କ୍ୟାଟେଗୋରୀରେ ରାଙ୍କିଂ କରାଯାଇଛି । ଏଥିରେ ଆଇଆଇଟି ମାଡ୍ରାସ ଦେଶର!-->…
Read More...
Read More...
ପୂର୍ବତନ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ
ଭୁବନେଶ୍ୱର: ପୂର୍ବତନ ଯନ୍ତ୍ରୀଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ୍ । ଘରୁ ମିଳିଲା ପୁଳା ପୁଳା ସୁନା, ହୀରା, ବିଦେଶୀ ମୁଦ୍ରା, ନଗଦ ଟଙ୍କାପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ତାଙ୍କ ନାଁରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ!-->…
Read More...
Read More...
ପୁରୀରେ ପ୍ରବଳ ବର୍ଷା ସହ ଘଡଘଡି
ଆଜି ପୁରୀରେ ପ୍ରବଳ ବର୍ଷା। ଏହା ସହ ସକାଳୁ ସକାଳୁ ବର୍ଷା ସହ ଘଡଘଡି ବଜ୍ରପାତ ମଧ୍ୟ ଲାଗିରହିଛି। ଏହାସହିତ ବଜ୍ରପାତରେ ଜଣେ ମହିଳାଙ୍କର ମୃତ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ୧୦ ଆହତଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।ତେବେ ମିଳିଥିବା ସୂଚନା ଅନୁଯାୟୀ, ଆଜି!-->…
Read More...
Read More...
ବିହାରରେ ଦଳାଚକଟା: ୭ ମୃତ
ବିହାର: ବିହାର ଜେହନାବାଦ ଜିଲ୍ଲାର ଏକ ମନ୍ଦିରରେ ଦଳାଚକଟା ହେବା ଫଳରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ବିହାରର ଜେହାନାବାଦରେ ଶ୍ରାବଣ ମାସ ଶେଷ ସୋମବାରରେ ଏକ ବଡ଼ ଅଘଟଣ ଘଟିଛି। ଭକ୍ତଙ୍କ ମଧ୍ୟରେ ଦଳାଚକଟାରେ ଅନେକଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।!-->…
Read More...
Read More...
ଏବେ କିଲୋ ୩୦ ଟଙ୍କାରେ ନାଫେଡ ଯୋଗାଇବା ଆଳୁ
ଭୁବନେଶ୍ବର: ରାଜ୍ୟ ସରକାର ଏବେ ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ। ରାଜ୍ୟରେ ଉପୁଜିଥିବା ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି ଏହାଦ୍ୱାରା ଖାଉଟି ମାନଙ୍କୁ ସୁଲଭ ଦରରେ ଆଳୁ!-->…
Read More...
Read More...
ଭୁବେଶ୍ବରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ଏଟିଏମ୍
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ଏଟିଏମ୍। ମଞ୍ଚେଶ୍ବର ସ୍ଥିତ ଚାଉଳ ଗୋଦାମଠାରେ ଖୋଲିଛି ଏହି ରାଇସ୍ ଏଟିଏମ୍ । ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାକୁ ଉଦ୍ଘାଟନ କରିଛନ୍ତି। ଏହି ଏଟିଏମରୁ ଜଣେ ହିତାଧିକାରୀ!-->…
Read More...
Read More...
କୁସ୍ତି ମୋଠୁ ଜିତିଗଲା ମୁଁ ହାରିଗଲି, ଅଲବିଦା କୁସ୍ତି : ଭିନେଶ ଫୋଗାଟ
ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ ଫାଇନାଲରେ ଅଯୋଗ୍ୟ ଘୋଷଣା ହେବା ପରେ କୁସ୍ତିରୁ ସନ୍ନ୍ୟାସ ନେଲେ ଭିନେଶ ଫୋଗଟ୍। ପ୍ୟାରିସ୍ ଅଲିମ୍ପିକ୍ସରୁ ବାଦ୍ ପଡ଼ିବା ପରେ ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି ଭିନେଶ। ଭିନେଶ ଫୋଗେଟ୍ ସନ୍ନ୍ୟାସ ନେଇଥିବା ନିଜ ଏକ୍ସ ଆକାଉଣ୍ଟ ମାଧ୍ୟମରେ ସୂଚନା!-->…
Read More...
Read More...
ହିମାଚଳରେ ବାଦଲ ଫଟା ବର୍ଷା
ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶରେ ବାଦଲ ଫଟା ବର୍ଷା ହୋଇ ୧୪ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦ ଜଣ ନିଖୋଜ ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସାମେଜ ଏବଂ ବାଗି ବ୍ରିଜ୍ ଅଞ୍ଚଳରେ ପ୍ରବଳ ବର୍ଷା ହେବାରୁ ଅନେକ ଲୋକ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ!-->…
Read More...
Read More...