Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
ହକିରେ ଭାରତ ଜିତିଲା ବ୍ରୋଞ୍ଜ
ପ୍ୟାରିସ୍: ଇତିହାସ ରଚିଲା ଭାରତୀୟ ହକି ଟିମ୍ ସ୍ପେନକୁ ହରାଇ ଜିତିଲା ଐତିହାସିକ ବ୍ରୋଞ୍ଜ ମେଡାଲ ମ୍ୟାଚର ୩୦ ଏବଂ ୩୩ ତମ ମିନିଟରେ ଗୋଲ ସ୍କୋର କରିଥିଲେ ଭାରତୀୟ କ୍ୟାପଟେନ। ଦୁଇଟି ଗୋଲ କରିଛନ୍ତି ଅଧିନାୟକ ହରମନପ୍ରିତ ସିଂ। ହରମନପ୍ରୀତ ସିଂଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ପ୍ୟାରିସ!-->…
Read More...
Read More...
୨ ସବ୍ରେଜିଷ୍ଟ୍ରାର ନିଲମ୍ବିତ
ଭୁବନେଶ୍ୱର: ରାଜ୍ୟ ସରକାର ୨ ଜଣ ସବ୍-ରେଜିଷ୍ଟ୍ରାରଙ୍କୁ ବୁଧବାର ଚାକିରିରୁ ନିଲମ୍ବିତ କରିଛନ୍ତି। ଜମି ବିକ୍ରିରେ ବେଆଇନ କାରବାର କରିବା ଅଭିଯୋଗରେ ରାଜ୍ୟ ସରକାର ଆଜି ଜଗତପୁର ଓ ପିପିଲି ସବରେଜିଷ୍ଟ୍ରାରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଏହି ଦୁଇ ଅଫିସରଙ୍କ ବିରୁଦ୍ଧରେ!-->…
Read More...
Read More...
ନେପାଳରେ ହେଲିକପ୍ଟର ଦୁର୍ଘଟଣା, ପାଇଲଟ ସହ ୫ ମୃତ
ନେପାଳ: ନେପାଳରେ ପୁଣି ଏକ ହେଲିକପ୍ଟର କ୍ରାସ ହୋଇଛି। ନେପାଳର ନୂଆକୋଟଠାରେ ବୁଧବାର ଅପରାହ୍ନରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ପାଇଲଟଙ୍କ ସମେତ ଯାତ୍ରା କରୁଥିବା ସମସ୍ତ ୫ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ଚୀନର ନାଗରିକ ହୋଇଥିବା ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଠାରୁ ସୂଚନା ମିଳିଛି।!-->…
Read More...
Read More...
ଭିନେଶ ଫୋଗାଟ୍ ଅସୁସ୍ଥ
ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ ହେବାକୁ ଥିବା ଫାଇନାଲ ମ୍ୟାଚରେ ଭାଗ ନେବା ପୂର୍ବରୁ ଭାରତୀୟ ମହିଳା ରେସଲର ଭିନେଶ ଫୋଗଟ୍ ଅଯୋଗ୍ୟ ହେବା ପରେ ଅସୁସ୍ଥ ହୋଇପଡିଛନ୍ତି ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ୍। ଅଯୋଗ୍ୟ ଘୋଷିତ ହେବା ଶୁଣିବା ପରେ ସେ ବେହୋସ ହୋଇପଡିବାରୁ ତାଙ୍କୁ ହସପିଟାଲରେ!-->…
Read More...
Read More...
ଜାମ୍ମୁକାଶ୍ମୀର ଡିଜିପି ହେଲେ ଓଡ଼ିଶାର ରଶ୍ମିରଞ୍ଜନ ସ୍ୱାଇଁ
ଜାମ୍ମୁକାଶ୍ମୀର: ଜାମ୍ମୁକାଶ୍ମୀର ପୋଲିସ୍ ପ୍ରଶାସନର ମୁଖିଆ ଭାର ଗ୍ରହଣ କଲେ ଓଡିଆ ପୁଅ । ଓଡ଼ିଶାର ରାଉଲକେଲା ନିବାସୀ ରଶ୍ମିରଞ୍ଜନ ସ୍ୱାଇଁ ଜାମ୍ମୁକାଶ୍ମୀର ଡିଜିପି ଭାବେ ନିଯୁକ୍ତି ହୋଇଛନ୍ତି । ଏଜିଏମୟୁଟି କ୍ୟାଡରର ଓଡ଼ିଆ ଆଇପିଏସ୍ ରଶ୍ମୀରଂଜନ ସ୍ୱାଇଁଙ୍କ ନିଯୁକ୍ତି ନେଇ ଗୃହ!-->…
Read More...
Read More...
ସରକାରୀ କର୍ମଚାରୀଙ୍କ ଉପରୁ ହଟିଲା ୫ଟି ଚାର୍ଟର ଓ ମୋ ସରକାର
ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ଉପରୁ ହଟିଲା ଫାଇଭ୍ -ଟି ଚାର୍ଟର। ଫାଇଭ୍ -ଟି ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ ସିସିଆର୍ ରୁ ଏହା ହଟାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ଏହାର କୌଣସି ଆବଶ୍ୟକତା!-->…
Read More...
Read More...
ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ
ନୂଆ ଦିଲ୍ଲୀ: ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ। ରାଜ୍ୟସଭା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଏନେଇ ସୂଚନା ଦେଇଛନ୍ତି ଇଲେକ୍ସନ କମିଶନର। ଖାଲିଥିବା ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ। ଉପନିର୍ବାଚନ ପାଇଁ!-->…
Read More...
Read More...
ଫାଇନାଲରେ ଭିନେଶ ଫୋଗାଟ
ପ୍ୟାରିସ୍: ପ୍ୟାରିସ୍ ଅଲିମ୍ପିକ୍ସରେ ଫାଇନାଲରେ ପହଞ୍ଚି ଇତିହାସ ରଚିଛନ୍ତି ଭିନେଶ ଫୋଗାଟ। ଭାରତ ପାଇଁ ପଦକ ପକ୍କା କଲେ ଭିନେଶ। ସେମିଫାଇନାଲ ଜିତି ଫାଇନାଲରେ କଲେ ପ୍ରବେଶ। ୫୦ କେଜି ଏକକ ମହିଳା ଫ୍ରି-ଷ୍ଟାଇଲ କୁସ୍ତି ବର୍ଗରେ ଖେଳୁଛନ୍ତି ଭିନେଶ।ସେମି ଫାଇନାଲରେ ୟୁସନେଲିସ୍!-->…
Read More...
Read More...
ଅରୁଣ ସାହୁଙ୍କୁ ହାଇକୋର୍ଟଙ୍କ ନୋଟିସ୍
ଭୁବନେଶ୍ବର: ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ପାଇଁ ବଢ଼ିଲା ଅଡ଼ୁଆ। ବିଧାୟକଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ। ନିର୍ବାଚନ ସତ୍ୟପାଠରେ ସମ୍ପତ୍ତି ଭୁଲ ଦର୍ଶାଇଥିବା ଅଭିଯୋଗରେ ତାଙ୍କୁ ଏହି ନୋଟିସ୍ ଜାରି ହୋଇଥିବା ଜଣାପଡ଼ିଛି। ସତ୍ୟପାଠରେ ସମ୍ପତ୍ତି ଭୁଲ ଦର୍ଶାଇଥିବା ନେଇ ଅରୁଣ!-->…
Read More...
Read More...
ପୋଲିସ କର୍ମୀଙ୍କ ଗୁଳିରେ ଦୁଇ ଭାଇ ମୃତ
ସୁବର୍ଣ୍ଣପୁର: ପୋଲିସ କର୍ମୀଙ୍କ ଗୁଳିରେ ଦୁଇ ମୃତ। ଏଭଳି କାଣ୍ଡ ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଭଣ୍ଡାର ପଞ୍ଚାୟତ ଚୁଲମାଲ ଗ୍ରାମରେ ଆଜି ସନ୍ଧ୍ୟାରେ ପୋଲିସ କର୍ମଚାରୀଙ୍କ ସର୍ଭିସ ପିସ୍ତଲରୁ ଏହି ଗୁଳି ଫୁଟିଥିବା ଜଣାପଡିଛି। ମୃତ ଯୁବକ ଦ୍ୱୟ ହେଲେ ଚୁଲିମାଲ ଗାଁର ଓ ସହଦେବ!-->…
Read More...
Read More...