Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category
Today’s Highlight
ଘୋଷଣା ହେଲା ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର
‘ପୁଷ୍କରା’, ‘ମାଇଁ ସୁଇଟ୍ ହାଉସ୍ ୱାଇଫ୍’ ଓ ‘ଆଶ୍ରମ’ ଶ୍ରେଷ୍ଠ ଚଳଚ୍ଚିତ୍ର
ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ୨୦୨୩ ଓ ୨୦୨୪ ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଗୁରୁବାର ଏହି ପୁରସ୍କାର ଘୋଷଣା କରିଛନ୍ତି। ୨୦୨୩ ବର୍ଷ!-->!-->!-->…
Read More...
Read More...
ଗୋଟିଏ ଦିନରେ ଓଟିଇଟି ଓ ଓଏସ୍ଏସ୍ଏସ୍ସି ପରୀକ୍ଷା
ଭୁବନେଶ୍ବର: ଜୁନ୍ ୨୮ ତାରିଖରେ ଓଡ଼ିଶାରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରତିଯୋଗିତାମୂଳକ ପରୀକ୍ଷା ଏକାସାଙ୍ଗରେ ହେବାକୁ ଥିବାରୁ ହଜାର ହଜାର ପରୀକ୍ଷାର୍ଥୀ ଚିନ୍ତାରେ ପଡ଼ିଛନ୍ତି। ସେହିଦିନ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ସହିତ ଓଏସ୍ଏସ୍ଏସ୍ସି ପକ୍ଷରୁ ଆର୍ଆଇ, ଏଆର୍ଆଇ,!-->…
Read More...
Read More...
ଲକ୍ଷ୍ନୌ କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ
ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଅଲିଗଞ୍ଜ ଅଞ୍ଚଳର ପୁରନିଆ ସ୍ଥିତ ଏକ କୋଚିଂ ସେଣ୍ଟର ଓ ବାଣିଜ୍ୟିକ କୋଠାରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ଅତି କମରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି।!-->…
Read More...
Read More...
୪୦% ବଢ଼ିଲା କଲ୍ୟାଣ ସହାୟତା ରାଶି
ଭୁବନେଶ୍ବର: ରାଜ୍ୟର ଆଇନଜୀବୀମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ କଲ୍ୟାଣ ପାଣ୍ଠିରୁ ଅବସର ଗ୍ରହଣ କିମ୍ବା ଦେହାନ୍ତ କ୍ଷେତ୍ରରେ ଆଇନଜୀବୀ ଓ ସେମାନଙ୍କ ପରିବାରକୁ ମିଳୁଥିବା ସହାୟତା ରାଶିକୁ ୪୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହି ନିଷ୍ପତ୍ତି!-->…
Read More...
Read More...
ପ୍ରକାଶ ପାଇଲା +୩ ନାମଲେଖାର ପ୍ରଥମ ମେଧା ତାଲିକା
ଭୁବନେଶ୍ବର: ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକ (+୩) ପାଠ୍ୟକ୍ରମର ଫେଜ୍-୧ ନାମଲେଖାର ପ୍ରଥମ ମେଧା ତାଲିକା ସୋମବାର ପ୍ରକାଶ ପାଇଛି। ଏହି ତାଲିକାରେ ରାଜ୍ୟର ୧ ଲକ୍ଷ ୭୮ ହଜାର ୭୮୨ ଜଣ ଛାତ୍ରଛାତ୍ରୀ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି। ରାଜ୍ୟର ବିଭିନ୍ନ ଉଚ୍ଚଶିକ୍ଷାନୁଷ୍ଠାନରେ ମୋଟ ୨!-->…
Read More...
Read More...
ଅଳ୍ପକେ ବର୍ତ୍ତିଲେ ସ୍ୱାସ୍ଥ୍ୟମନ୍ତ୍ରୀ
କେନ୍ଦୁଝର: ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଗୁରୁବାର କେନ୍ଦୁଝର ଜିଲ୍ଲାର ତେଲକୋଇ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ସୌଭାଗ୍ୟବଶତଃ ମନ୍ତ୍ରୀ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ବେଳେ କାହାରି ଗୁରୁତର ଆହତ ହେବାର ସୂଚନା ମିଳିନାହିଁ।
ସୂଚନା ଅନୁସାରେ,!-->!-->!-->…
Read More...
Read More...
ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ସକାଳୁଆ ସ୍କୁଲ ବ୍ୟବସ୍ଥା ଘୋଷଣା କରିଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ଜୁନ୍ ୧୯ରୁ ୨୫ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସ୍କୁଲରେ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ!-->…
Read More...
Read More...
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଭୁବନେଶ୍ବର: ଭୁବନେଶ୍ୱରର ୟୁନିଟ୍-୧ ହାଟରେ ଗତ ୫ ମାସ ମଧ୍ୟରେ ଦୁଇଥର ଅଗ୍ନିକାଣ୍ଡ ଘଟି ପ୍ରାୟ ୮୦ରୁ ଅଧିକ ଦୋକାନ ପୋଡ଼ିଯିବା ପରେ ବଡ଼ ପଦକ୍ଷେପ ନେଇଛି ଭୁବନେଶ୍ୱର ମହାନଗର ନିଗମ (BMC)। ହାଟ ଭିତରେ ଭବିଷ୍ୟତରେ ଅଗ୍ନିକାଣ୍ଡକୁ ରୋକିବା ଏବଂ କ୍ଷୟକ୍ଷତି କମାଇବା ପାଇଁ ଏକ ଅତ୍ୟାଧୁନିକ!-->…
Read More...
Read More...
ସାନ୍ଦିପନି ଚୌଧୁରୀଙ୍କୁ ଇଂରାଜୀ ସାହିତ୍ୟରେ ଡକ୍ଟରେଟ୍ ସମ୍ମାନ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ ( ଆଇଟିଇଆର) ଅନ୍ତର୍ଗତ ସୋସିଆଲ୍ ସାଇନସ୍ ଓ ହ୍ୟୁମାନିଟିଜ୍ ବିଭାଗର ଇଂରାଜୀ ବିଭାଗର ଗବେଷକ ଛାତ୍ର ଶ୍ରୀଯୁକ୍ତ ସାନ୍ଦିପନି ଚୌଧୁରୀଙ୍କୁ ଡକ୍ଟରେଟ୍!-->…
Read More...
Read More...
ଷ୍ଟ୍ରିଟ୍ ଭେଣ୍ଡରଙ୍କୁ ବଡ଼ ଆଶ୍ୱସ୍ତି: ପିଏମ୍ ସ୍ୱନିଧି ଋଣରେ ଷ୍ଟାମ୍ପ ଡ୍ୟୁଟି ସମ୍ପୂର୍ଣ୍ଣ ଛାଡ଼
ଭୁବନେଶ୍ବର: ରାଜ୍ୟର ରାସ୍ତାକଡ଼ ବ୍ୟବସାୟୀ (ଷ୍ଟ୍ରିଟ୍ ଭେଣ୍ଡର) ମାନଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ରିହାତି ଘୋଷଣା କରିଛନ୍ତି। ପିଏମ୍ ସ୍ୱନିଧି (ପ୍ରଧାନମନ୍ତ୍ରୀ ଷ୍ଟ୍ରିଟ୍ ଭେଣ୍ଡର୍ସ ଆତ୍ମନିର୍ଭର ନିଧି) ଯୋଜନା ଅଧୀନରେ ମଞ୍ଜୁର ହେଉଥିବା ସମସ୍ତ ତିନୋଟି ପର୍ଯ୍ୟାୟର ଋଣ ଉପରେ!-->…
Read More...
Read More...