ପ୍ରମୁଖ ଖବର

ଅପରାଧୀଙ୍କୁ ମିଳିବ କଡ଼ା ଜବାବ, ସହିଦ ହେବାକୁ ବି ପ୍ରସ୍ତୁତ: ଡିଜିପି
ଏସ୍‌ବିଆଇର ତଥ୍ୟ ଲିକ୍‌: ଡାର୍କ ୱେବ୍‌ରେ ୩.୭୫ ଲକ୍ଷ ରେକର୍ଡ, ତଦନ୍ତ ଆରମ୍ଭ
ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ଼ ମାମଲା: ଆଉ ୪ ଗିରଫ
୨୦୨୯ ସୁଦ୍ଧା ନିଶାମୁକ୍ତ ଭାରତ ଲକ୍ଷ୍ୟ: ଅମିତ ଶାହ
Browsing Category

Today’s Highlight

ମିଠା ପ୍ୟାକେଟରେ ଲାଞ୍ଚ ଦେଇ ଗିରଫ ହେଲେ ସିମେଣ୍ଟ କମ୍ପାନୀର ସିଏମଓ

ବରଗଡ଼: ବରଗଡ଼ ଜିଲ୍ଲାପାଳଙ୍କୁ ଲାଞ୍ଚ ଦେଉଥିବା ବେଳେ ଭିଜେଲାନ୍ସ ହାତରେ ଧରା ପଡିଲେ ସିମେଣ୍ଟ ଉତ୍ପାଦକ କେନ୍ଦ୍ରର ଜଣେ ଅଧିକାରୀ। ବୁଧବାର ସନ୍ଧ୍ୟା ୫ଟା ସମୟରେ ଛତିଶଗଡ଼ ଅମ୍ବୁଜା ସିମେଣ୍ଟର ମୁଖ୍ୟ ଉତ୍ପାଦନ ଅଧିକାରୀ ରାମଭବ ଗଟ୍ଟୁ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲାପାଳ…
Read More...

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦିଙ୍କ ଓଡ଼ିଶା ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ସଞ୍ଜୀବ ପଣ୍ଡା। ସେ ଗଣମାଧ୍ୟମକୁ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ…
Read More...

କ୍ୟାବିନେଟ୍‌ ବୈଠକରେ ଅଗ୍ନିବୀରଙ୍କ ପାଇଁ ବଡ଼ ନିଷ୍ପତ୍ତି

ଭୁବନେଶ୍ବର: ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍‌ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍‌ ବୈଠକରେ ଅଗ୍ନିବୀରଙ୍କୁ ନେଇ ଆଜି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଅଗ୍ନିବୀରଙ୍କ ପାଇଁ ରାଜ୍ୟ…
Read More...

କୋଟିପତି ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁ ଗିରଫ

ଭଞ୍ଜନଗର: ବନ୍ଧା ହେଲେ ଭଞ୍ଜନଗର ଜଳ ସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ୱାଇଁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ପ୍ରସନ୍ନ ସ୍ୱାଇଁଙ୍କୁ ଗିରଫ କରିଛି ଭିଜିଲାନ୍ସ। ବୁଧବାର ଭିଜିଲାନ୍ସ ପକ୍ଷରୁ ତାଙ୍କର ସମସ୍ତ ସ୍ତାବର ଅସ୍ତାବର ସମ୍ପତ୍ତି ଉପରେ ଚଢାଉ କରିଥିଲା…
Read More...

ପୂର୍ବତନ ରାଜ୍ୟସଭା ସାଂସଦ ସୀତାରାମ ୟେଚୁରୀଙ୍କ ପରଲୋକ

ନୂଆଦିଲ୍ଲୀ: ସିପିଆଇଏମ ସାଧାରଣ ସମ୍ପାଦକ ତଥା ପୂର୍ବତନ ରାଜ୍ୟସଭା ସାଂସଦ ସୀତାରାମ ୟେଚୁରୀଙ୍କ ଦେହାନ୍ତ ହୋଇଛି। ଆଜି ଦିଲ୍ଲୀ ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଶ୍ୱାସନଳୀ ସଂକ୍ରମଣ ଯୋଗୁ ସେ ଅଗଷ୍ଟ ୧୯ରୁ ଦିଲ୍ଲୀ ଏମ୍ସରେ ଚିକିତ୍ସିତ…
Read More...

ଆସନ୍ତା ୧୮ରୁ ଯୁକ୍ତ ଦୁଇ ଫର୍ମ ପୂରଣ ଆରମ୍ଭ

ଭୁବନେଶ୍ବର: ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ। ୧୮ ସେପ୍ଟେମ୍ବରରୁ ୧ ଅକ୍ଟୋବର ଯାଏଁ ଚାଲିବ ଫର୍ମ ପୂରଣ। ଯେଉଁମାନେ ଏହି ତାରିଖରେ ଫର୍ମ ପୂରଣ କରିପାରିବେ ନାହିଁ ସେମାନେ ଅକ୍ଟୋବର ୪ରୁ ୧୪ ଯାଏଁ ୨୦୦ ଟଙ୍କା ଜୋରିମାନାରେ ଫର୍ମପୂରଣ କରିପାରିବେ। ସେହିପରି ୬୦୦ ଟଙ୍କା…
Read More...

ଘୂର୍ଣ୍ଣିବଳୟ ପ୍ରଭାବ ରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମିଆଁମାର ଉପରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ବାଂଲାଦେଶ ଉପକୂଳ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଆସି ପହଞ୍ଚିବ। ସେହିପରି ଉପଗ୍ରହ ରୁ ଉତ୍ତୋଳନ କରଯାଇଥିବା ପାଣିପାଗ ସମ୍ବନ୍ଧୀୟ ଚିତ୍ର ଦର୍ଶାଉଛି ଯେ, ଉତ୍ତର ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗର…
Read More...

ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼ ଜଣେ ମୃତ, ୩ ଗୁରୁତର

ଖୁଣ୍ଟୁଣୀ: ଗଣେଶ ମୂର୍ତ୍ତି ଭସାଣି ବେଳେ ଘଟିଛି ଅଘଟଣ। ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଛୁରାମାଡ଼ ହୋଇଛି। ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼, ଜଣେ ମୃତ ଆଉ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଧୁରୁସିଆ ଗାଁରେ ଗଣେଶ ମୂର୍ତ୍ତି ଭସାଣ ବେଳେ ଏହି ଅଘଟଣ…
Read More...

ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ; ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କରିଛନ୍ତି । ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର…
Read More...

ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘର ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତେବେ ପ୍ରସନ୍ନ କୁମାରଙ୍କ ବିରୋଧରେ ଗତ କିଛି…
Read More...