Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ସ୍ୱାଧୀନତା ଦିବସରେ ହଜାରେ କୋଟିର ହକି ଷ୍ଟାଡିଅମ ନିର୍ମାଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ଦେଶ ପାଳୁଛି ୭୮ତମ ସ୍ୱାଧୀନତା ଦିବସ। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ!-->…
Read More...
Read More...
ଘରେ ନିଆଁ ଲାଗି ଭାଇଭଉଣୀଙ୍କର ଶୋଚନୀୟ ମୃତ୍ୟୁ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ବଳରାମପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ଭାଇଭଉଣୀଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ଘରେ ନିଆଁ ଲାଗି ଜୀବନ୍ତ ଜଳିଯାଇଛନ୍ତି ଭାଇଭଉଣୀ। ଏଥିରେ୧୧ ବର୍ଷୀୟା ଭଉଣୀ ଓ ୯ ବର୍ଷୀୟ ଭାଇର ମୃତ୍ୟୁ ହୋଇଛି। ଏହାଛଡ଼ା ଘରେ ଥିବା ବହୁତ ସାମଗ୍ରୀ!-->…
Read More...
Read More...
ମହାତ୍ମା ଗାନ୍ଧୀ ମାର୍ଗରୁ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଜତୀୟ ପତାକା ଉତ୍ତୋଳନ କରିଛନ୍ତି । ମହାତ୍ମା ଗାନ୍ଧୀ ମାର୍ଗରୁ ସେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏଥିପାଇଁ ପୂର୍ବରୁ ପ୍ରସ୍ତୁତି ଶେଷ ହୋଇଥିଲା। ଚଳିତ ବର୍ଷ ୫୯ ଜଣ କଣ୍ଟିଜେଣ୍ଟ ରାଜ୍ୟସ୍ତରୀୟ ପରେଡ଼ରେ ଯୋଗ!-->…
Read More...
Read More...
ମଉଳିଲା ଭିନେଶଙ୍କ ମେଡାଲ ଆଶା
ନ୍ୟୁଜ୍ ବ୍ୟୁରୋ: ମଉଳିଲା ମେଡାଲ ଆଶା। ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ଫାଇନାଲରୁ ଅଯୋଗ୍ୟ ଘୋଷଣା ପରେ ଭାରତୀୟ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରୌପ୍ୟ ପଦକ ପାଇଁ ଶୁଣାଣି ହେବାର ଥିଲା। ଅଧୁରା ରହିଲା ବିନେଶ ଫୋଗଟଙ୍କ ରୌପ୍ୟ ପଦକ ସ୍ବପ୍ନ। ଶେଷ ପ୍ରୟାସ ଓ ଆଶା ମଧ୍ୟ ବ୍ୟର୍ଥ ଯାଇଛି। ଭାରତୀୟ!-->…
Read More...
Read More...
ଶ୍ରୀମନ୍ଦିରରେ ଲାଗିବ ଏଆଇ କ୍ୟାମେରା
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପ୍ରସଙ୍ଗ । ଉନ୍ନତ ଜ୍ଞାନ କୌଶଳ ପ୍ରୟୋଗ କରାଯାଇ ଭିଡ଼ ନିୟନ୍ତ୍ରଣ କରାଯିବା ସହିତ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ଏଆଇ କ୍ୟାମେରା!-->…
Read More...
Read More...
ସ୍ୱାଧୀନତା ଦିବସ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ରାତି ପାହିଲେ ସାରା ଦେଶ ପାଳିବ ୭୮ତମ ସ୍ବାଧୀନତା ଦିବସ। ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ବୁଧବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି। ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧିତ କରି କହିଛନ୍ତି!-->…
Read More...
Read More...
ଗଞ୍ଜେଇ ମାଫିଆଙ୍କ ସହ ଡିଲ୍ କରି ୯ ପୋଲିସ୍ କର୍ମଚାରୀ ନିଲମ୍ବିତ
ଲମତାପୁଟ: ଗଞ୍ଜେଇ ମାଫିଆଙ୍କୁ ଛାଡ଼ିବା ଓ ସେମାନଙ୍କ ସହ ଡିଲ୍ କରିବା ପଡ଼ିଲା ମହଙ୍ଗା। ୧୧ ପୋଲିସ୍ କର୍ମଚାରୀଙ୍କୁ ନିଲମ଼୍ବନ ଆଦେଶ ଦେଇଛନ୍ତି ଏସ୍ପି । ଏହି କର୍ମଚାରୀ ଗଞ୍ଜେଇ ମାଫିଆଙ୍କୁ ପିଛା କରି ସେମାନଙ୍କ ସହ ଡିଲ କରିଥିବା ଅଭିଯୋଗ ହୋଇଥିଲା । ନିଲମ୍ବିତ ପୋଲିସ କର୍ମଚାରୀଙ୍କ!-->…
Read More...
Read More...
ଅରବିନ୍ଦ କେଜରିୱାଲଙ୍କ ଅନ୍ତରୀଣ ଜାମିନ ଖାରଜ
ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅନ୍ତରୀଣ ଜାମିନକୁ ଅଗ୍ରାହ୍ୟ କରିଛନ୍ତି ସୁପ୍ରିମକୋର୍ଟ। ଏହି ମାମଲାରେ ସୁପ୍ରିମକୋର୍ଟ ସିବିଆଇର ଉତ୍ତର ଚାହିଁବା ସହ ମାମଲାର ଶୁଣାଣିକୁ ଆସନ୍ତା ଅଗଷ୍ଟ ୨୩ ଯାଏ ସ୍ଥଗିତ ରଖିଛନ୍ତି।!-->…
Read More...
Read More...
ଓଡ଼ିଶାର ୧୩ ଜଣଙ୍କୁ ପୋଲିସ ମେଡାଲ
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସାହସିକତା ଓ ସେବା ମେଡାଲ ଘୋଷଣା କରାଯାଇଛି। ଓଡ଼ିଶାର ୧୩ ଜଣଙ୍କୁ ମିଳିବ ପୋଲିସ ମେଡାଲ। ଉଲ୍ଲେଖନୀୟ ସେବା ପାଇଁ ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପୋଲିସ ପଦକ। ଏଡିଜି ସୁରେଶ ଦେବ ଦତ୍ତ ସିଂହ, ଡିଏସପି ସଚିଦାନନ୍ଦ ରଥଙ୍କୁ ମିଳିବ ମେଡାଲ।
!-->!-->!-->…
Read More...
Read More...
ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ହେଲେ ମନୋଜ ଆହୁଜା
ପୁରୀ: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଦିଆଗଲା ନୂଆ ଦାୟିତ୍ଵ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟ ସଚିବ ସହିତ ଅତିରିକ୍ତ ଭାବେ ସେ ଏହି ଦାୟିତ୍ୱ ତୁଲାଇବେ।ଆଇନ!-->…
Read More...
Read More...