Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ବିହାରରେ ଦଳାଚକଟା: ୭ ମୃତ
ବିହାର: ବିହାର ଜେହନାବାଦ ଜିଲ୍ଲାର ଏକ ମନ୍ଦିରରେ ଦଳାଚକଟା ହେବା ଫଳରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ବିହାରର ଜେହାନାବାଦରେ ଶ୍ରାବଣ ମାସ ଶେଷ ସୋମବାରରେ ଏକ ବଡ଼ ଅଘଟଣ ଘଟିଛି। ଭକ୍ତଙ୍କ ମଧ୍ୟରେ ଦଳାଚକଟାରେ ଅନେକଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।!-->…
Read More...
Read More...
ଏବେ କିଲୋ ୩୦ ଟଙ୍କାରେ ନାଫେଡ ଯୋଗାଇବା ଆଳୁ
ଭୁବନେଶ୍ବର: ରାଜ୍ୟ ସରକାର ଏବେ ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ। ରାଜ୍ୟରେ ଉପୁଜିଥିବା ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି ଏହାଦ୍ୱାରା ଖାଉଟି ମାନଙ୍କୁ ସୁଲଭ ଦରରେ ଆଳୁ!-->…
Read More...
Read More...
ଭୁବେଶ୍ବରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ଏଟିଏମ୍
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ଏଟିଏମ୍। ମଞ୍ଚେଶ୍ବର ସ୍ଥିତ ଚାଉଳ ଗୋଦାମଠାରେ ଖୋଲିଛି ଏହି ରାଇସ୍ ଏଟିଏମ୍ । ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାକୁ ଉଦ୍ଘାଟନ କରିଛନ୍ତି। ଏହି ଏଟିଏମରୁ ଜଣେ ହିତାଧିକାରୀ!-->…
Read More...
Read More...
କୁସ୍ତି ମୋଠୁ ଜିତିଗଲା ମୁଁ ହାରିଗଲି, ଅଲବିଦା କୁସ୍ତି : ଭିନେଶ ଫୋଗାଟ
ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ ଫାଇନାଲରେ ଅଯୋଗ୍ୟ ଘୋଷଣା ହେବା ପରେ କୁସ୍ତିରୁ ସନ୍ନ୍ୟାସ ନେଲେ ଭିନେଶ ଫୋଗଟ୍। ପ୍ୟାରିସ୍ ଅଲିମ୍ପିକ୍ସରୁ ବାଦ୍ ପଡ଼ିବା ପରେ ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି ଭିନେଶ। ଭିନେଶ ଫୋଗେଟ୍ ସନ୍ନ୍ୟାସ ନେଇଥିବା ନିଜ ଏକ୍ସ ଆକାଉଣ୍ଟ ମାଧ୍ୟମରେ ସୂଚନା!-->…
Read More...
Read More...
ହିମାଚଳରେ ବାଦଲ ଫଟା ବର୍ଷା
ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶରେ ବାଦଲ ଫଟା ବର୍ଷା ହୋଇ ୧୪ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦ ଜଣ ନିଖୋଜ ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସାମେଜ ଏବଂ ବାଗି ବ୍ରିଜ୍ ଅଞ୍ଚଳରେ ପ୍ରବଳ ବର୍ଷା ହେବାରୁ ଅନେକ ଲୋକ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ!-->…
Read More...
Read More...
ହକିରେ ଭାରତ ଜିତିଲା ବ୍ରୋଞ୍ଜ
ପ୍ୟାରିସ୍: ଇତିହାସ ରଚିଲା ଭାରତୀୟ ହକି ଟିମ୍ ସ୍ପେନକୁ ହରାଇ ଜିତିଲା ଐତିହାସିକ ବ୍ରୋଞ୍ଜ ମେଡାଲ ମ୍ୟାଚର ୩୦ ଏବଂ ୩୩ ତମ ମିନିଟରେ ଗୋଲ ସ୍କୋର କରିଥିଲେ ଭାରତୀୟ କ୍ୟାପଟେନ। ଦୁଇଟି ଗୋଲ କରିଛନ୍ତି ଅଧିନାୟକ ହରମନପ୍ରିତ ସିଂ। ହରମନପ୍ରୀତ ସିଂଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ପ୍ୟାରିସ!-->…
Read More...
Read More...
୨ ସବ୍ରେଜିଷ୍ଟ୍ରାର ନିଲମ୍ବିତ
ଭୁବନେଶ୍ୱର: ରାଜ୍ୟ ସରକାର ୨ ଜଣ ସବ୍-ରେଜିଷ୍ଟ୍ରାରଙ୍କୁ ବୁଧବାର ଚାକିରିରୁ ନିଲମ୍ବିତ କରିଛନ୍ତି। ଜମି ବିକ୍ରିରେ ବେଆଇନ କାରବାର କରିବା ଅଭିଯୋଗରେ ରାଜ୍ୟ ସରକାର ଆଜି ଜଗତପୁର ଓ ପିପିଲି ସବରେଜିଷ୍ଟ୍ରାରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଏହି ଦୁଇ ଅଫିସରଙ୍କ ବିରୁଦ୍ଧରେ!-->…
Read More...
Read More...
ନେପାଳରେ ହେଲିକପ୍ଟର ଦୁର୍ଘଟଣା, ପାଇଲଟ ସହ ୫ ମୃତ
ନେପାଳ: ନେପାଳରେ ପୁଣି ଏକ ହେଲିକପ୍ଟର କ୍ରାସ ହୋଇଛି। ନେପାଳର ନୂଆକୋଟଠାରେ ବୁଧବାର ଅପରାହ୍ନରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ପାଇଲଟଙ୍କ ସମେତ ଯାତ୍ରା କରୁଥିବା ସମସ୍ତ ୫ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ଚୀନର ନାଗରିକ ହୋଇଥିବା ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଠାରୁ ସୂଚନା ମିଳିଛି।!-->…
Read More...
Read More...
ଭିନେଶ ଫୋଗାଟ୍ ଅସୁସ୍ଥ
ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ ହେବାକୁ ଥିବା ଫାଇନାଲ ମ୍ୟାଚରେ ଭାଗ ନେବା ପୂର୍ବରୁ ଭାରତୀୟ ମହିଳା ରେସଲର ଭିନେଶ ଫୋଗଟ୍ ଅଯୋଗ୍ୟ ହେବା ପରେ ଅସୁସ୍ଥ ହୋଇପଡିଛନ୍ତି ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ୍। ଅଯୋଗ୍ୟ ଘୋଷିତ ହେବା ଶୁଣିବା ପରେ ସେ ବେହୋସ ହୋଇପଡିବାରୁ ତାଙ୍କୁ ହସପିଟାଲରେ!-->…
Read More...
Read More...
ଜାମ୍ମୁକାଶ୍ମୀର ଡିଜିପି ହେଲେ ଓଡ଼ିଶାର ରଶ୍ମିରଞ୍ଜନ ସ୍ୱାଇଁ
ଜାମ୍ମୁକାଶ୍ମୀର: ଜାମ୍ମୁକାଶ୍ମୀର ପୋଲିସ୍ ପ୍ରଶାସନର ମୁଖିଆ ଭାର ଗ୍ରହଣ କଲେ ଓଡିଆ ପୁଅ । ଓଡ଼ିଶାର ରାଉଲକେଲା ନିବାସୀ ରଶ୍ମିରଞ୍ଜନ ସ୍ୱାଇଁ ଜାମ୍ମୁକାଶ୍ମୀର ଡିଜିପି ଭାବେ ନିଯୁକ୍ତି ହୋଇଛନ୍ତି । ଏଜିଏମୟୁଟି କ୍ୟାଡରର ଓଡ଼ିଆ ଆଇପିଏସ୍ ରଶ୍ମୀରଂଜନ ସ୍ୱାଇଁଙ୍କ ନିଯୁକ୍ତି ନେଇ ଗୃହ!-->…
Read More...
Read More...