ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category

Today’s Highlight

ସରକାରୀ କର୍ମଚାରୀଙ୍କ ଉପରୁ ହଟିଲା ୫ଟି ଚାର୍ଟର ଓ ମୋ ସରକାର

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ଉପରୁ ହଟିଲା ଫାଇଭ୍ -ଟି ଚାର୍ଟର। ଫାଇଭ୍ -ଟି ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ ସିସିଆର୍ ରୁ ଏହା ହଟାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ଏହାର କୌଣସି ଆବଶ୍ୟକତା
Read More...

ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ

ନୂଆ ଦିଲ୍ଲୀ: ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ। ରାଜ୍ୟସଭା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଏନେଇ ସୂଚନା ଦେଇଛନ୍ତି ଇଲେକ୍ସନ କମିଶନର। ଖାଲିଥିବା ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ। ଉପନିର୍ବାଚନ ପାଇଁ
Read More...

ଫାଇନାଲରେ ଭିନେଶ ଫୋଗାଟ

ପ୍ୟାରିସ୍‌: ପ୍ୟାରିସ୍‌ ଅଲିମ୍ପିକ୍ସରେ ଫାଇନାଲରେ ପହଞ୍ଚି ଇତିହାସ ରଚିଛନ୍ତି ଭିନେଶ ଫୋଗାଟ। ଭାରତ ପାଇଁ ପଦକ ପକ୍କା କଲେ ଭିନେଶ। ସେମିଫାଇନାଲ ଜିତି ଫାଇନାଲରେ କଲେ ପ୍ରବେଶ। ୫୦ କେଜି ଏକକ ମହିଳା ଫ୍ରି-ଷ୍ଟାଇଲ କୁସ୍ତି ବର୍ଗରେ ଖେଳୁଛନ୍ତି ଭିନେଶ।ସେମି ଫାଇନାଲରେ ୟୁସନେଲିସ୍
Read More...

ଅରୁଣ ସାହୁଙ୍କୁ ହାଇକୋର୍ଟଙ୍କ ନୋଟିସ୍

ଭୁବନେଶ୍ବର: ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ପାଇଁ ବଢ଼ିଲା ଅଡ଼ୁଆ। ବିଧାୟକଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ। ନିର୍ବାଚନ ସତ୍ୟପାଠରେ ସମ୍ପତ୍ତି ଭୁଲ ଦର୍ଶାଇଥିବା ଅଭିଯୋଗରେ ତାଙ୍କୁ ଏହି ନୋଟିସ୍‌ ଜାରି ହୋଇଥିବା ଜଣାପଡ଼ିଛି। ସତ୍ୟପାଠରେ ସମ୍ପତ୍ତି ଭୁଲ ଦର୍ଶାଇଥିବା ନେଇ ଅରୁଣ
Read More...

ପୋଲିସ କର୍ମୀଙ୍କ ଗୁଳିରେ ଦୁଇ ଭାଇ ମୃତ

ସୁବର୍ଣ୍ଣପୁର: ପୋଲିସ କର୍ମୀଙ୍କ ଗୁଳିରେ ଦୁଇ ମୃତ। ଏଭଳି କାଣ୍ଡ ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଭଣ୍ଡାର ପଞ୍ଚାୟତ ଚୁଲମାଲ ଗ୍ରାମରେ ଆଜି ସନ୍ଧ୍ୟାରେ ପୋଲିସ କର୍ମଚାରୀଙ୍କ ସର୍ଭିସ ପିସ୍ତଲରୁ ଏହି ଗୁଳି ଫୁଟିଥିବା ଜଣାପଡିଛି। ମୃତ ଯୁବକ ଦ୍ୱୟ ହେଲେ ଚୁଲିମାଲ ଗାଁର ଓ ସହଦେବ
Read More...

ଫିଜିର ସର୍ବୋଚ୍ଚ ସମ୍ମାନରେ ସମ୍ମାନୀତ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନରେ ସମ୍ମାନୀତ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫିଜି ଗସ୍ତ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଆୟୋଜିତ ପାରମ୍ପରିକ ସ୍ୱାଗତ ସମାରୋହରେ ତାଙ୍କୁ ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ – କମ୍ପାନିଅନ୍ ଅଫ୍ ଦି ଅର୍ଡର ଅଫ୍
Read More...

ଝାରସୁଗୁଡ଼ାରେ ଗ୍ୟାସ୍‌ ଲିକ୍‌

ଝାରସୁଗୁଡା: ଝାରସୁଗୁଡା ବୁଢୀପଦର ଓଡିଶା ମେଟାଲିକ୍ସ ପ୍ରାଇଭେଟ ଲିମିଟେଡ଼ କାରଖାନାରେ ବଡ଼ ଅଘଟଣ। କାର୍ବନ ମନୋକ୍ସସାଇଡ ଗ୍ୟାସ ଲିକ କରିବାରୁ ୫ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଜଣେ ଶ୍ରମିକ ମୃତ ହୋଇଥିବା ଜଣାପଡିଛି। ସମସ୍ତ ଗୁରୁତର ମାନଙ୍କୁ ଝାରସଗୁଡା ଏକ ଘରୋଇ ମେଡିକାଲରେରେ ଭର୍ତ୍ତି
Read More...

ପ୍ୟାରିସ ଅଲିମ୍ପିକ୍ସ ଫାଇନାଲରେ ନୀରଜ

ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ କମାଲ କରିଛନ୍ତି ଗୋଲ୍ଡେନ ବୟ ନୀରଜ ଚୋପ୍ରା। ଜାଭେଲିନ ଥ୍ରୋ ଇଭେଣ୍ଟରେ ଫାଇନାଲକୁ ପ୍ରବେଶ କଲେ ନୀରଜ । ଅଲିମ୍ପିକ୍ସ ଜାଭେଲିନ୍‌ ଥ୍ରୋରେ ଫାଇନାଲରେ ମଙ୍ଗଳବାର ନୀରଜ ଚୋପ୍ରା ପହଞ୍ଚିଛନ୍ତି। ନୀରଜ ଦେଶକୁ ଗୌରାବନ୍ୱିତ କରିଛନ୍ତି। ସେ ପ୍ରଥମ ପ୍ରୟାସରେ
Read More...

ପୁଣି ବଢ଼ିଲା ଆଳୁ ଦର

ଭୁବନେଶ୍ବର: ପୁଣି ରାଜ୍ୟରେ ଆଳୁ ସଙ୍କଟ ଦେଖାଦେଇଛି। ଆଳୁ ଦର ଆକାଶ ଛୁଆଁ ହୋଇଛି। ଆଳୁକୁ ନେଇ ଏବେ ମଧ୍ୟ ଟେନ୍‌ସନ ଲାଗି ରହିଥିବା ବେଳେ କଟକ ଓ ଭୁବନେଶ୍ୱରରେ ଆଳୁ ଗୋଦାମ ଆଳୁ ନାହିଁ। ଫଳରେ ଟୁଇନ୍‌ ସିଟିରେ ଆଳୁ କେଜି ଦିନକରେ ୨୦ରୁ ୨୫ ଟଙ୍କା ବଢ଼ି ଯାଇଛି। ବଜାରରେ ଆଳୁ ମିଳୁ ନ ଥିବା
Read More...

କୋଟିପତି ଯନ୍ତ୍ରୀ ପ୍ରଦୀପ ରଥ ଗିରଫ

କଟକ: ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ ବା ଓବିସିସିର କଟକ ସର୍କଲ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ ରଥ ଗିରଫ। ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ ଯାଞ୍ଚ ବେଳେ ବିପୁଳ ସମ୍ପତ୍ତି ଠାବ କଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓବିସିସି ଅତିରିକ୍ତ ମୁଖ୍ୟ
Read More...