Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
ପାଣିରେ ବୁଡି ୩ ଶିଶୁ ମୃତ
କେନ୍ଦୁଝର: କେନ୍ଦୁଝର ଜିଲା ହାଟଡିହି ବ୍ଲକ ପଡିଆରପଲ୍ଲୀ ପଞ୍ଚାୟତ ଆତ୍ରୁକଣା ଗ୍ରାମ ଡାହିସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମୋରମ୍ ଗାଡିଆରେ ବୁଡି ୩ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ସେମାନେ ସମସ୍ତେ ନାବାଳିକା ବୋଲି ଜଣାପଡିଛି।
ମିଳିଥିବା ସୂଚନା ମୁତାବକ, ଆତ୍ରୁକଣା ଗ୍ରାମ!-->!-->!-->…
Read More...
Read More...
ଇତିହାସ ରଚିଲେ ମନୁ ଭାକର
ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଶୁଟର ମନୁ ଭାକର। ମନୁ ଭାକର ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ରେ ଦ୍ୱିତୀୟ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ଏଥର ମନୁ ୧୦ମିଟର ଏୟାର ପିସ୍ତଲ ମିଶ୍ରିତ ଇଭେଣ୍ଟରେ ବ୍ରୋଞ୍ଜ ଜିତିଛନ୍ତି। ଏହି ଇଭେଣ୍ଟରେ ମନୁଙ୍କ ସହ ସରବଜୋତ ସିଂଙ୍କୁ!-->…
Read More...
Read More...
ସିଏମଓ ଅଫିସରମାନଙ୍କୁ ବିଭିନ୍ନ ବିଭାଗ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଫିସରମାନଙ୍କୁ ବିଭିନ୍ନ ବିଭାଗ ବାଣ୍ଟିଛନ୍ତି। ବିଭିନ୍ନ ବିଭାଗ ଉପରେ ନଜର ରଖିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ଟିକିଏ ଭୁଲ ହେଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ । ଏଥିପାଇଁ!-->…
Read More...
Read More...
ଶିମିଳିପାଳରେ କଳାବାଘ ସଫାରୀ ପାଇଁ ସିଜେଡ୍ଏରୁ ମିଳିଲା ଅନୁମତି
ମୟୁରଭଞ୍ଜ: ଶିମିଳିପାଳରେ କଳାବାଘ ସଫାରୀ ପାଇଁ ସିଜେଡ୍ଏରୁ ମିଳିଲା ଅନୁମତି। ପ୍ରକୃତିର ଏକ ସୁନ୍ଦର ଅବଦାନ ବ୍ୟାଘ୍ର । ବାଘ ସୁରକ୍ଷା ପାଇଁ ପ୍ରତିବର୍ଷ ଆଜିର ଦିନରେ ଜାତୀୟ ବ୍ୟାଘ୍ର ଦିବସକୁ ପାଳନ କରାଯାଉଛି। ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ ଅବସରରେ ଶିମିଳିପାଳ ସୁରକ୍ଷା ପାଇଁ ମିନି!-->…
Read More...
Read More...
ବିଧାନସଭାରେ ବାଚସ୍ପତିଙ୍କ ଉପରକୁ ପେପର ଫୋପାଡ଼ିଲେ ତାରା
ଭୁବନେଶ୍ବର: ସପ୍ତଦଶ ବିଧାନସଭା ଅଧିବେଶନର ଷଷ୍ଠ ଦିନରେ ହୋହଲ୍ଲାରେ କମ୍ପିଲା ଗୃହ। ଶାଳୀନତାର ସୀମା ଟପିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି। ବାଚସ୍ପତି ସୁରମା ପାଢୀଙ୍କ ଉପରକୁ ପେପର ଫୋପାଡ଼ିଲେ ତାରା। ମୁଖ୍ୟମନ୍ତ୍ରୀଙ୍କ ଉପରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବକୁ ଆଲୋଚନା କରାଯାଉ ଦାବି!-->…
Read More...
Read More...
ହୀରାକୁଦ ନିଷିଦ୍ଧାଞ୍ଚଳରେ ଉଡ଼ିଲା ଡ୍ରୋନ୍
ହୀରାକୁଦ: ହୀରାକୁଦ ଗେଟ୍ ଖୋଲାଯିବା ସମୟରେ ଡ୍ରୋନ ଉଡ଼ାଇ ଭିଡିଓ ରେକର୍ଡ କଲେ ବ୍ଲଗର। ସୋସିଆଲ ମିଡିଆରେ ଭାଇରାଲ ହେଲା ଅପରେସନ ଗ୍ୟାଲେରୀର ଭିଡିଓ। ମିଷ୍ଟର ଓଡିଆ ବ୍ଲଗର ନାମକ ଏକ ଆକାଉଣ୍ଟରେ ନିଷିଦ୍ଧାଞ୍ଚଳରେ ଡ୍ରୋନ ଉଡ଼ାଇ ଏହାର ଭିଜୁଆଲ ପୋଷ୍ଟ ହୋଇଛି। ଡ୍ୟାମ, ସ୍ପିଲ ଓ୍ବେ ଉପରେ!-->…
Read More...
Read More...
ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଲା
ଭୁବନେଶ୍ବର: ବାରମ୍ବାର ସଚେତନ କରିବା ସତ୍ତ୍ୱେ ବି ରାଜଧାନୀରେ ଉପରମୁହାଁ ହେଲାଣି ଡେଙ୍ଗୁ ସଂକ୍ରମଣ। ବର୍ଷା ଦିନ କାରଣରୁ ମଶାମାନଙ୍କର ଉପଦ୍ରବ ବଢିବାରୁ ରାଜଧାନୀରେ ବଢ଼ିବାରେ ଲାଗିଛି ସଂକ୍ରମଣଙ୍କ ସଂଖ୍ୟା। ଏହାର ପ୍ରଭାବରେ ଏବେ ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ସଂକ୍ରମଣ ୨୦୦ ପାର୍!-->…
Read More...
Read More...
ହେମନ୍ତ ସୋରେନଙ୍କୁ ମିଳିଲା ଆଶ୍ୱସ୍ତି
ଝାଡ଼ଖଣ୍ଡ: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ହେମନ୍ତ ସୋରେନଙ୍କ ଜାମିନ ଆଦେଶରେ ହସ୍ତକ୍ଷେପ କରିବାକୁ ମନା କରି ସୁପ୍ରିମକୋର୍ଟ ଇଡିଙ୍କ ଆବେଦନ ଶୁଣିବାକୁ ମନା କରି ଦେଇଛନ୍ତି। ହାଇକୋର୍ଟଙ୍କ ଦ୍ୱାରା ହେମନ୍ତ ସୋରେନଙ୍କୁ!-->…
Read More...
Read More...
ରାଜଧାନୀରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ
ଭୁବନେଶ୍ବର: ରାଜଧାନୀରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ। ମଞ୍ଚେଶ୍ବର ଷ୍ଟେସନ ୟାର୍ଡରେ ଗତକାଲି ମଧ୍ୟରାତ୍ରିରେ ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ରାତି ପ୍ରାୟ ୧ଟା ୩୫ ମିନିଟରେ ଏହି ଅଘଟଣ ଘଟିଥିବା ରେଲବାଇ ପକ୍ଷରୁ ସୂଚନା ଦିଆଯାଇଛି। ରେଳଧାରଣାରୁ ୮ ବଗି ଖସିପଡ଼ିଛି। ଫଳରେ!-->!-->!-->…
Read More...
Read More...
ମାଲକାନଗିରିରେ କାୟା ବିସ୍ତାର କରୁଛି ଡାଇରିଆ
ମାଲକାନଗିରି: ମାଲକାନଗିରିରେ ଡାଇରିଆ ଆତଙ୍କ ଦିନକୁ ଦିନ ବଢିବାରେ ଲାଗିଛି। ଡାଇରିଆ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ାଇ ଦେଇଛି। ଗତ ସପ୍ତାହରେ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୫୦ରୁ ଅଧିକ ଡାଇରିଆ ରୋଗୀ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି।!-->…
Read More...
Read More...