Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ଆସନ୍ତା ୪୮ ଘଣ୍ଟାରେ କିପରି ରହିବ ପାଣିପାଗ
ଭୁବନେଶ୍ବର: ଉତ୍ତର ପଶ୍ଚିମ ଭାରତ ଉପରେ ଥିବା ଅବପାତ କ୍ଷେତ୍ର ରୁ ଏକ ଟ୍ରପ ରେଖା ଉତ୍ତର ଓଡ଼ିଶା ଯାଏଁ ବିସ୍ତାରିତ ହୋଇଛି।
ଆସନ୍ତା ୪୮ ଘଣ୍ଟା ଯାଏଁ ରାଜ୍ୟ ର ଅନେକ ଅଞ୍ଚଳ ରେ ଆକାଶ ମେଘାଚ୍ଛନ୍ନ ରହିବା ସହ ବର୍ଷା ସମ୍ଭାବନା ରହିଛି। ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର,!-->!-->!-->…
Read More...
Read More...
ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ
ବଲାଙ୍ଗୀର: ବଲାଙ୍ଗୀରରେ ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ । ବଲାଙ୍ଗୀର ଜିଲ୍ଲା ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟି ଦ୍ୱାରା ଧାର୍ଯ୍ୟ ହେଲା ଲଗ୍ନ । ଆସନ୍ତା ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ସେପ୍ଟେମ୍ବର ୮ ତାରିଖ ରବିବାର ଲାଗିହେବ ନବାନ୍ନ।ବିଶୁଦ୍ଧ ତୁଳା ଲଗ୍ନେ!-->…
Read More...
Read More...
ନୂଆ କମିଟି ଗଠନ କଲା ବିଜୁ ଜନତା ଦଳ
ଭୁବନେଶ୍ବର: ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜ୍ୟରେ ଦଳର ବିଭିନ୍ନ କାର୍ଯ୍ୟ କଳାପର ରାଜ୍ୟସ୍ତରୀୟ ସଂଯୋଜକ କମିଟି ଗଠନ କରି ସୋମବାର ନାମ ଘୋଷଣା କରିଛନ୍ତି। ବିଭିନ୍ନ କାର୍ଯ୍ୟକ୍ରମର ପରିଚାଳନା ପାଇଁ ବିଜେଡି ୧୫ଜଣିଆ କମିଟି ଗଠନ କରିଛି। ବରିଷ୍ଠ ନେତାମାନଙ୍କୁ ନେଇ ଗଢାଯାଇଥିବା ଏହି!-->…
Read More...
Read More...
ମୋଦିଙ୍କୁ ଭେଟିଲେ ଓଡ଼ିଶାର ବିଜେପି ସାଂସଦ ଟିମ୍
ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଓଡ଼ିଶାର ବିଜେପି ସାଂସଦ ଟିମ୍। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସମସ୍ତ ସାଂସଦଙ୍କ ସହ ବୈଠକ କରିଛନ୍ତି। ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି। ସଂସଦ ପରିସରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ!-->…
Read More...
Read More...
ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ
ଭୁବନେଶ୍ବର: ରାଜ୍ୟରେ ଆଜି ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ମୋଟ ୨୬ ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। ପୂର୍ବ ସରକାର ନବୀନ ପଟ୍ଟନାୟକଙ୍କ ଖାସ ଥିବା କିଛି ଓଏଏସ ଅଫିସରଙ୍କୁ ମଧ୍ୟ ଆଜିର!-->…
Read More...
Read More...
କେଜରିୱାଲଙ୍କ ଅଭିଯୋଗକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ: ପୁଣି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଲାଗିଲା ଝଟକା। ସୋମବାର ଦିଲ୍ଲୀ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅଭିଯୋଗକୁ ଖାରଜ କରିଦେଇଛନ୍ତି। ମଦ ଦୁର୍ନୀତିରେ ସିବିଆଇ ମାମଲାରେ ହାଇକୋର୍ଟ ଏହି ନିଷ୍ପତ୍ତି ଦେଇଛନ୍ତି। ଜଷ୍ଟିସ ନୀନା ବନସଲ କୃଷ୍ଣଙ୍କ ବେଞ୍ଚ!-->…
Read More...
Read More...
ଅତ୍ୟାଧୁନିକ କୌଶଳ ଉପଯୋଗରେ ହେବ ରତ୍ନଭଣ୍ଡାର ଯାଞ୍ଚ
ପୁରୀ: ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ବସିଥିବା ପରିଚାଳନା କମିଟି ବୈଠକ ଶେଷ ହୋଇଛି। ରତ୍ନଭଣ୍ଡାରର ସମ୍ପୂର୍ଣ୍ଣ ଯାଞ୍ଚ ପାଇଁ ନୂଆ ଏସଓପିକୁ ଅନୁମୋଦନ କଲା ଶ୍ରୀମନ୍ଦିର ପରିଚାଳ କମିଟି। ରାଜ୍ୟ ସରକାରଙ୍କ ଅନୁମତି ପରେ ଅତ୍ୟାଧୁନିକ ବୈଷୟିକ ଜ୍ଞାନ କୌଶଳ ଉପଯୋଗ କରାଯାଇ!-->…
Read More...
Read More...
ଅଜଣା ଟ୍ରକ ଧକ୍କାରେ ୩ ମୃତ
କେନ୍ଦୁଝର: ଅଜଣା ଟ୍ରକ ଧକ୍କାରେ ଦୁଇ ସ୍କୁଲ ଛାତ୍ର ସମେତ ଜଣଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ ଟାଟା ଡିଏଭି ସ୍କୁଲ ନିକଟରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ତିନି ଜଣଙ୍କ ପରିଚୟ ମିଳିଥିବା ବେଳେ ମୃତକ ହେଲେ କ୍ରିଷ୍ଣା ଭୂସାଲ୍(୪୦)ତାଙ୍କ ପୁଅ ନିକିତ!-->…
Read More...
Read More...
ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଶେଖ ହସିନା
ବାଂଲାଦେଶ: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ନେଇ ବଡ଼ ଖବର। ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଶେଖ ହସିନା। ହସିନା ଇସ୍ତଫା ଦେଇଥିବା ସ୍ପଷ୍ଟ କରିଛନ୍ତି ବାଂଲାଦେଶ ସେନା ମୁଖ୍ୟ। ଏହାପରେ ସେନା ହାତକୁ ଗଲା କ୍ଷମତା ଡୋରି। ହସିନା ଅପରାହ୍ନ ୨ .୩୦ଟା ସମୟରେ ସେ ବଙ୍ଗଭବନରୁ!-->…
Read More...
Read More...
ଯୋବ୍ରା ବ୍ୟାରେଜ୍ରୁ ମହାନଦୀକୁ ଡେଇଁ ଆତ୍ମହତ୍ୟା କଲେ ମହିଳା
କଟକ: କଟକସ୍ଥିତ ଯୋବ୍ରା ବ୍ୟାରେଜ୍ରୁ ଜଣେ ମହିଳା ମହାନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ ମହିଳାଙ୍କ ନାଁ କାମିନୀ ସ୍ଵାଇଁ ଏବଂ ସେ କଟକ ଅରିଲୋ ଅଞ୍ଚଳର ବୋଲି ଜଣାପଡ଼ିଛି।ସୂଚନାନୂସାରେ, ରବିବାର ଅପରାହ୍ନ ସମୟରେ କାମିନୀ ଯୋବ୍ରା ବ୍ୟାରେଜକୁ ଆସି ବ୍ରିଜ୍ ଉପରେ ନିଜ ବ୍ୟାଗ୍,!-->…
Read More...
Read More...