Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
କୋଚିଂ ସେଣ୍ଟରରେ ସ୍ଵେରେଜ ପାଣି ପଶିଯିବାରୁ ୩ ଛାତ୍ର ମୃତ
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଘଟିଛି ଏକ ହୃଦୟ ବିଦାରକ ଘଟଣା। ଦିଲ୍ଲୀର ଏକ କୋଚିଂ ସେଣ୍ଟରର ବେସମେଣ୍ଟରେ ସ୍ଵେରେଜ ପାଣି ପଶିଯିବାରୁ ୩ ଛାତ୍ରଙ୍କର ମୃତ୍ୟୁ ହୋଇଥିବା ବେଳେ କିଛି ଛାତ୍ର ଭାସିଯାଇଛନ୍ତି। ଘଟଣାସ୍ଥଳରେ ଏନଡିଆରଏଫ ଟିମ୍ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଅନ୍ୟ ନିଖୋଜ!-->…
Read More...
Read More...
ପାଣି ଉଠାଇବା ବେଳେ ବୁଡ଼ିଗଲେ ଦୁଇ କାଉଡ଼ିଆ
କଟକ: କଟକ ଗଡଗଡିଆ ଘାଟରେ ଘଟିଛି ଏକ ଅଘଟଣ। କାଲି ଶ୍ରାବଣ ମାସର ଦ୍ୱିତୀୟ ସୋମବାର। ଏନେଇ ରବିବାର ନଦୀ, ପୋଖରୀ ଘାଟରୁ ପାଣି ଉଠାଇ ମହାଦେବଙ୍କ ନିକଟରେ ଜଳ ଲାଗି କରିବାକୁ ସବୁଠି କାଉଡିଆଙ୍କ ଭିଡ଼ ଜମିଛି। ଏଭଳି ସ୍ଥିତିରେ କଟକ ଗଡ଼ଗଡ଼ିଆ ଘାଟରେ ମଧ୍ୟ କାଉଡିଆଙ୍କ ଭିଡ଼ ଲାଗିଛି।
!-->!-->!-->…
Read More...
Read More...
ଓଡ଼ିଆ ଭାଷାର ବ୍ୟବହାର ନେଇ କାଲି ରିପୋର୍ଟ ଦେବେ ସଚିବ
ଭୁବନେଶ୍ବର: ଓଡିଆ ଅସ୍ମିତାକୁ ଅସ୍ତ୍ର କରି ଏଥର ଶାସନ ଗାଦି ହାତେଇଛି ବିଜେପି ସରକାର। ସେଥିପାଇଁ ସବୁ କ୍ଷେତ୍ରରେ ଓଡିଆ ଅସ୍ମିତାକୁ ପ୍ରଧାନ୍ୟ ଦେଉଛନ୍ତି ମୋହନ ସରକାର। କ୍ଷମତାକୁ ଆସିବା ପରେ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟର ନଥିପତ୍ର ଓଡିଆରେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଜାରି!-->…
Read More...
Read More...
ଅର୍ଥ ବିଭାଗର ପ୍ରମୁଖ ସଚିବ ହେଲେ ଶାଶ୍ୱତ ମିଶ୍ର
ଭୁବନେଶ୍ବର: ଆଇଏଏସ୍ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ। ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ତାଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ଓଏସ୍ଏସ୍ଏସ୍ସି ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିଭଳି ଆଇଏଏସ୍ ଅଫିସର ଏନ୍.ବି.ଏସ୍. ରାଜପୁତଙ୍କୁ ଶାଶ୍ୱତଙ୍କ!-->…
Read More...
Read More...
ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତର ପ୍ରଥମ ପଦକ ଆଣିଲେ ମନୁ ଭାକର
ପ୍ୟାରିସ୍: ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତକୁ ମିଳିଛି ପ୍ରଥମ ପଦକ। ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ଶୁଟର ମନୁ ଭାକର ୧୦ ମିଟର ଏୟାର ପିସ୍ତଲ ମହିଳା ଏକକ ବର୍ଗରେ ଫାଇନାଲ୍ରେ ଜିଛନ୍ତି ବ୍ରୋଞ୍ଜ ମେଡାଲ। ଗତ ୨୦ ବର୍ଷରେ ଏକ ବ୍ୟକ୍ତିଗତ ଇଭେଣ୍ଟରେ ଅଲିମ୍ପିକ୍ସ ଫାଇନାଲରେ ପ୍ରବେଶ!-->…
Read More...
Read More...
ଖୋଲିଲା ହୀରାକୁଦର ୨୦ଟି ଗେଟ୍
ଭୁବନେଶ୍ବର: ଖୋଲିଲା ହୀରାକୁଦ ଡ୍ୟାମ ଗେଟ୍। ଆଜି ହୀରାକୁଦରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯାଇଛି। ସକାଳ ୯ ଟାରେ ପ୍ରଥମେ ପରମ୍ପରା ମୁତାବକ ପୂଜାର୍ଚ୍ଚନା ପରେ ୭ଟି ଗେଟ୍ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଥିଲା। ପରେ ୧୪ ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ। ଆଜି ସକାଳେ!-->…
Read More...
Read More...
ସମ୍ବଲପୁରୀ ଶାଢୀର ପ୍ରଶଂସା କରିଛନ୍ତି ମୋଦି
ନୂଆଦିଲ୍ଲୀ: ଆଜି ୧୧୨ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ସାରା ଦେଶ ବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି ମୋଦି। ତାଙ୍କ ତୃତୀୟ କାର୍ଯ୍ୟକାଳ ମଧ୍ୟରେ ଦ୍ୱିତୀୟ ମନ୍ କି ବାତ୍ କାର୍ଯ୍ୟକ୍ରମ। ଏବେ ଅଲିମ୍ପିକ ଚାଲିଥିବାରୁ ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ!-->…
Read More...
Read More...
୧୦ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ
ନୂଆଦିଲ୍ଲୀ: ୧୦ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ନୂତନ ରାଜ୍ୟପାଳ ନିଯୁକ୍ତ। ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ। ରାଜସ୍ଥାନ,ତେଲେଙ୍ଗାନା, ସିକ୍କିମ, ଝଡଖଣ୍ଡ, ଛତିଶଗଡ, ମେଘାଳୟ, ମହାରାଷ୍ଟ୍ର, ଚଣ୍ଡିଗଡ, ପଣ୍ଡିଚେରୀ, ମଣିପୁରରରେ ନୂତନ ରାଜ୍ୟପାଳ!-->…
Read More...
Read More...
ମିଲ୍କି ମୁ’ କ୍ଷୀର ପ୍ଲାଣ୍ଟରେ ପହଁଚିଲେ ମନ୍ତ୍ରୀ
ପୁରୀ: ରାଜ୍ୟ ଖାଦ୍ୟଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ନିମାପଡା ଗସ୍ତ କରି ଗୋପସ୍ଥିତ ‘ମିଲ୍କି ମୁ’ କ୍ଷୀର ପ୍ଲାଣ୍ଟରେ ଅଚାନକ ପରିଦର୍ଶନ କରିବା ସହ ଏଠାରେ ବ୍ୟବହୃତ କ୍ଷୀରର ମାନ ଯାଞ୍ଚ କରିଛନ୍ତି।
ସୂଚନା ମୁତାବକ ଏହି ଘରୋଇ ଦୁଗ୍ଧ କମ୍ପାନୀରେ ନିମ୍ନ!-->!-->!-->…
Read More...
Read More...
ମୁମ୍ବାଇରେ ବର୍ଷା ତାଣ୍ଡବ
ମୁମ୍ବାଇ: ବର୍ଷାରେ ମୁମ୍ବାଇର ଅବସ୍ଥା ନ କହିବା ଭଲ। ଚାରି ଆଡେ ଜଳମଗ୍ନ। ଲଗାତାର ଦୀର୍ଘ ୧୫ ଦିନ ହେବ ବର୍ଷ ଛାଡିବାର ନାଁ ଧରୁନି। କେଉଁଠି ଘରେ ପାଣି ପଶିଲାଣି ତ ଆଉ କେଉଁଠି ଗଛ ଓ ଘର ଧସେଇ ପଡିଲାଣି। ଆଜି ବଡି ଭୋରୁ ମଧ୍ୟ ସେହି ସମାନ ପରିସ୍ଥିତି ଦେଖାଦାଇଛି। ମୁମ୍ବାଇ ସହରର!-->…
Read More...
Read More...