Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
ପିଏମ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାର ଟଙ୍କାର ସହାୟତା
ଭୁବନେଶ୍ୱର: ପିଏମ ସୂର୍ଯ୍ୟଘର ଯୋଜନା ନେଇ ରାଜ୍ୟ ସରକାର ବଡ଼ ସୂଚନା ଦେଇଛନ୍ତି। ଏଥିପାଇଁ ୭୮ ହଜାର ଟଙ୍କାର ସହାୟତା ମିଳିବ ବୋଲି ଘୋଷଣା ହୋଇଛି। ବିଜେଡି ନେତା ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଶକ୍ତିମନ୍ତ୍ରୀ କେଭି ସିଂଦେଓ ବିଧାନସଭାରେ ଏପରି ଉତ୍ତର ରଖିଛନ୍ତି।
ମନ୍ତ୍ରୀ କହିଛନ୍ତି,!-->!-->!-->…
Read More...
Read More...
ଜବତ ହେବ ଫିଟନେସ୍ ନଥିବା ଗାଡ଼ି : ପରିବହନ ମନ୍ତ୍ରୀ
ଭୁବନେଶ୍ୱର: ସଡ଼କ ସୁରକ୍ଷା ନିୟମକୁ କଡ଼ାକଡ଼ି ଭାବେ ପାଳନ ପାଇଁ ପରିବହନ ମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ କହିଛନ୍ତି, ବିନା ଫିଟନେସରେ ଚାଲୁଥିବା ଗାଡ଼ି ଗୁଡ଼ିକୁ କେବଳ ଜରିମାନା ନୁହେଁ, ଆଇନ ଅନୁଯାୟୀ ଜବତ କରାଯିବା ସହ ମାମଲା ରୁଜୁ କରାଯିବ। ଫିଟନେସ୍ ନଥିବା ଗାଡ଼ି ବିରୋଧରେ ରାଜ୍ୟବ୍ୟାପି ହେବ!-->…
Read More...
Read More...
କାଠମାଣ୍ଡୁ ବିମାନରେ ଅଗ୍ନିକାଣ୍ଡ
କାଠମାଣ୍ଡୁ: କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନରେ ଘଟିଛି ବଡ ଧରଣର ଅଗ୍ନିକାଣ୍ଡ । ନେପାଳର କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦର (ଟିଆଇଏ)ରେ ଉଡ଼ାଣ ଭରିବା ସମୟରେ ସୌରିଆ ଏୟାରଲାଇନ୍ସର ଏକ ବିମାନ ୯ଏନ୍-ଏଏମଇ (ସିଆରଜେ ୨୦୦) ଦୁର୍ଘଟଣାଗ୍ରସ୍ତ ହୋଇଛି। ଟେକ୍ ଅଫ୍!-->…
Read More...
Read More...
ଅପରାଜିତା ଷଡ଼ଙ୍ଗୀ ହେଲେ ଆଇପିୟୁର ଉପସଭାପତି
ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟିର ଏମ୍ପି ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ ଗ୍ରୁପ ଆଇପିୟୁର ଉପସଭାପତି। ଅପରାଜିତା ଆଇପିୟୁର କାର୍ଯ୍ୟକାରୀ କମିଟି ଦ୍ବାରା ମନୋନୀତ ହୋଇଥିବା ସୂଚନା ମିଳିଛି। ତେବେ ସେ ବାଚସ୍ପତି ଓମ ବିର୍ଲାଙ୍କ ମାଧ୍ୟମରେ ସୂଚନା ପାଇଥିବା ସୋସିଆଲ ମିଡିଆ!-->…
Read More...
Read More...
ଶାସ୍ତ୍ରୀୟ ମାନ୍ୟତା ତାଲିକାରେ ଓଡ଼ିଆ ଭାଷା
ନୂଆଦିଲ୍ଲୀ: ୬ଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ତାଲିକାରେ ଓଡ଼ିଆ ଭାଷା ସ୍ଥାନ ପାଇଛି। କେନ୍ଦ୍ର ସଂସସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ୍ କହିଛନ୍ତି, ୬ଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ଦିଆଯାଇଛି। ଲୋକସଭାରେ ଏକ ଲିଖିତ ଉତ୍ତରରେ ମନ୍ତ୍ରୀ ଶ୍ରୀ!-->…
Read More...
Read More...
୩ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ନାହିଁ
ନୂଆଦିଲ୍ଲୀ: ଏଥର ୨୦୨୪-୨୫ ବଜେଟରେ ବ୍ୟକ୍ତିଗତ ଆୟକର ସୀମା ଘୋଷଣା କଲେ ଅର୍ଥମନ୍ତ୍ରୀ। ୩ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ନାହିଁ। ନୂଆ ବ୍ୟବସ୍ଥା ଅନୁସାରେ ୩ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ଶୂନ ରହିଛି। ୩ ଲକ୍ଷରୁ ୭ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୫% ରହିଛି। ୭ ଲକ୍ଷରୁ ୧୦ ଲକ୍ଷ!-->…
Read More...
Read More...
ବେରୋଜଗାରୀ ଯୁବକଙ୍କୁ ପ୍ରତି ମାସରେ ମିଳିବ ୫ ହଜାର ଟଙ୍କା ଷ୍ଟାଇପେଣ୍ଟ
ନୂଆଦିଲ୍ଲୀ: ସଂସଦରେ ୨୦୨୪-୨୫ ବଜେଟ ଉପସ୍ଥାପିତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥରର ବଜେଟ୍ କୃଷକ, ଯୁବକ ଓ ମହିଳାଙ୍କୁ ଅଧିକ ଗୁରୁତ୍ୱ ଦେଇଛି। ରୋଜଗାରଠାରୁ ଆରମ୍ଭ କରି କୃଷି, ଶିକ୍ଷା, ଉଦ୍ୟୋଗ, ମାନବ ସମ୍ବଳ ବିକାଶ, ଦକ୍ଷତା ବୃଦ୍ଧି ଇତ୍ୟାଦିକୁ ନେଇ ୯ଟି କ୍ଷେତ୍ରକୁ!-->…
Read More...
Read More...
ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ
ଭୁବନେଶ୍ବର: ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏଥର ସବୁ ଜିଲାରେ ହେବ ମେଡିକାଲ କଲେଜ। ଏନେଇ ଗୃହରେ ବିବୃତ୍ତି ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସବୁ ଜିଲାରେ ମେଡିକାଲ କଲେଜ କରିବା ମୋଦିଙ୍କ ଗ୍ୟାରେଣ୍ଟି ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ତେବେ ବିଧାନସଭାରେ ବିବୃତ୍ତି!-->…
Read More...
Read More...
ରାଜଧାନୀରେ ନକଲି ଟମାଟୋ ସସ୍ ଫ୍ୟାକ୍ଟ୍ରି ଠାବ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ନକଲି ଟମାଟୋ ସସ୍ ଫ୍ୟାକ୍ଟ୍ରିରେ ବଡ଼ ଧରଣର ରେଡ଼। ରେଡ କଲା କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ୱାଡ। ଭୁବନେଶ୍ୱର ଭୀମଟାଙ୍ଗୀ ଅଞ୍ଚଳରେ ଖାଦ୍ୟ ସୁରକ୍ଷା ବିଭାଗ ସହାୟତାରେ ଚଢ଼ାଉ କରିଛି ସ୍ପେଶାଲ ସ୍କ୍ୱାଡ। ଚଢ଼ାଉ ବେଳେ ବିପୁଳ ପରିମାଣର ନକଲି ସସ୍,!-->…
Read More...
Read More...
ବଜେଟରେ ବିହାର ଓ ଆନ୍ଧ୍ରପ୍ରଦେଶରକୁ ପୁରସ୍କାର, ଓଡିଶାକୁ ଅଣଦେଖା
ନୂଆଦିଲ୍ଲୀ: ଚଳିତ ଲୋକସଭା ନିର୍ବାଚନରେ ବିଜେପି ଦୁଇ ପ୍ରମୁଖ ସହଯୋଗୀ ଦଳର ସମର୍ଥନରେ କେନ୍ଦ୍ରରେ କ୍ଷମତାର ତୃତୀୟ ପାଳି ଆରମ୍ଭ କରିଛି। ଏକକ ବହୁମତଠାରୁ ପଛରେ ଥିବା ଭାରତୀୟ ଜନତା ପାର୍ଟି ସରକାର ଗଠନ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ!-->…
Read More...
Read More...