Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ
Browsing Category
Today’s Highlight
ଧୀରଜ ସେଠ୍ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ନୂଆଦିଲ୍ଲୀ: ଦେଶର ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍ଙ୍କୁ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର। ସେ ବର୍ତ୍ତମାନର ସ୍ଥଳସେନା ମୁଖ୍ୟ ଜେନେରାଲ୍ ଉପେନ୍ଦ୍ର ଦ୍ବିବେଦୀଙ୍କ ସ୍ଥାନ ନେବେ। ଜୁନ୍ ୩୦ରୁ ସେ ନୂଆ ଦାୟିତ୍ୱ ଗ୍ରହଣ କରିବେ ଏବଂ ୩୧ ଅଗଷ୍ଟ ୨୦୨୮!-->…
Read More...
Read More...
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା
୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଆସାମ: ଆସାମର ଜୋରହାଟ ବାୟୁସେନା ଷ୍ଟେସନରେ ଶନିବାର ଏକ ଭାରତୀୟ ବାୟୁସେନା (IAF)ର AN-32 ପରିବହନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୫ ଜଣ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ ହୋଇଥିବାବେଳେ ସହ-ପାଇଲଟ ଗୁରୁତର ଆହତ ହୋଇ!-->!-->!-->…
Read More...
Read More...
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା ବ୍ଲକ୍ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଜାମିନ୍ ମିଳିନଥିବାରୁ ଜେଲ୍ ପଠାଯାଇଛି। ଗିରଫ ପରେ ତାଙ୍କୁ ଏସଡିଜେମ୍ କୋର୍ଟରେ ହାଜର କରାଯାଇଥିଲା। ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ଶୁଣାଣି ପରେ ଜାମିନ୍ ଆବେଦନ ଖାରଜ ହେବାରୁ!-->…
Read More...
Read More...
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ
ଭୁବନେଶ୍ବର: ଓଡ଼ିଆ ଭାଷାର ଉଚ୍ଚାରଣ ଓ ସାଂସ୍କୃତିକ ପରିଚୟକୁ ସୁରକ୍ଷିତ ରଖିବା ଲକ୍ଷ୍ୟରେ ରାଜ୍ୟ କ୍ୟାବିନେଟ୍ ୨୬ଟି ଜିଲ୍ଲାର ୬୪ଟି ସ୍ଥାନର ଇଂରାଜୀ ନାମର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରି ଦେଇଛି। ଉପନିବେଶୀୟ ଅମଳରେ ପ୍ରଚଳିତ ହୋଇଥିବା ଅନେକ ଇଂରାଜୀ ନାମ ଓଡ଼ିଆ ଉଚ୍ଚାରଣ ସହ ସମଞ୍ଜସ ନ!-->…
Read More...
Read More...
ମାଗଣା ବସ୍ରେ ଯାତ୍ରା କରିବେ ନିଟ୍ ପରୀକ୍ଷାର୍ଥୀ
ଭୁବନେଶ୍ବର: ନିଟ୍ ୟୁଜି ପୁନଃପରୀକ୍ଷାକୁ ନେଇ ରାଜ୍ୟ ସରକାର ପରୀକ୍ଷାର୍ଥୀମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପରୀକ୍ଷା କେନ୍ଦ୍ରକୁ ଯିବା ପାଇଁ ନିଟ୍ ୟୁଜି ପରୀକ୍ଷାର୍ଥୀମାନେ ଓଏସଆରଟିସି (OSRTC) ବସ୍ରେ ସମ୍ପୂର୍ଣ୍ଣ ମାଗଣାରେ ଯାତ୍ରା କରିପାରିବେ। ଏନେଇ ବାଣିଜ୍ୟ ଓ ପରିବହନ!-->…
Read More...
Read More...
ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଲାଗୁ: ଏଣିକି ହିତାଧିକାରୀଙ୍କୁ ମିଳିବ ୧୦ କେଜି ମାଗଣା ଚାଉଳ
ଭୁବନେଶ୍ବର: ମୋହନ ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଘୋଷଣା କରିଛନ୍ତି ଯେ, ଆଜିଠାରୁ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଯ୍ୟକାରୀ ହେବ। ଏହି ଯୋଜନା ଅଧୀନରେ!-->…
Read More...
Read More...
ରାଜ୍ୟରେ KG ରୁ PG ପିଲା ପଢିବେ ମାଗଣା ପାଠ
ଭୁବନେଶ୍ବର: ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସେ ଘୋଷଣା କରିଛନ୍ତି ଯେ, ଓଡ଼ିଶାରେ କିଣ୍ଡରଗାର୍ଡେନ୍ (କେଜି ) ଠାରୁ ସ୍ନାତକୋତ୍ତର!-->…
Read More...
Read More...
ଜଗତସିଂହପୁରରେ ହେବ ସରକାରୀ ମେଡିକାଲ କଲେଜ,
ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର: ଜଗତସିଂହପୁର ଜିଲ୍ଲାରେ ବହୁ ପ୍ରତୀକ୍ଷିତ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମେଡିକାଲ କଲେଜ ନିର୍ମାଣ ପାଇଁ ଆବଶ୍ୟକ ଜମି ଅଧିଗ୍ରହଣ ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ଶୁକ୍ରବାର!-->!-->!-->…
Read More...
Read More...
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ପପୁ ମଲ୍ଲିକ ଆହତ
ଭଦ୍ରକ ଜିଲ୍ଲାରେ ପୋଲିସ ସହ ଗୁଳି ବିନିମୟ ବେଳେ କୁଖ୍ୟାତ ଅପରାଧୀ ପପୁ ମଲ୍ଲିକ ଗୁଳିବିଦ୍ଧ ହୋଇଛି। ପୋଲିସର ପାଲଟା କାର୍ଯ୍ୟାନୁଷ୍ଠାନରେ ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବା ବେଳେ, ଘଟଣାରେ ଜଣେ ଏଏସଆଇ, ଜଣେ କନଷ୍ଟେବଳ ଓ ଜଣେ ପୋଲିସ ଇନ୍ସପେକ୍ଟର ସମେତ ୩ ଜଣ ପୋଲିସ କର୍ମଚାରୀ ମଧ୍ୟ!-->…
Read More...
Read More...
ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ
ଭୁବନେଶ୍ବର; ରାଜ୍ୟସଭା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଛନ୍ତି। ଉପନିର୍ବାଚନ ପାଇଁ ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିବାରୁ ଭୋଟଗ୍ରହଣର ଆବଶ୍ୟକତା ପଡ଼ିନଥିଲା। ଏହା ପରେ ଗୁରୁବାର ତାଙ୍କୁ ନିର୍ଦ୍ୱନ୍ଦ୍ୱ ବିଜୟୀ!-->…
Read More...
Read More...