Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
ସୋଆରେ ଭିଏତନାମର ସାଂସ୍କୃତିକ ଦଳ ପରିବେଷଣ କରିବେ ନିଜ ଦେଶର କଳା ସଂସ୍କୃତି
ଭୁବନେଶ୍ୱର, ୨୩/୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ପହଂଚିଛନ୍ତି ଭିଏତନାମର ନିନ୍ ଥୁଆନ୍ ପ୍ରଦେଶର ଏକ ସାଂସ୍କୃତିକ ଦଳ। ନୃତ୍ୟ ଓ ସଂଗୀତ ମାଧ୍ୟମରେ ନିଜ ଦେଶର ପ୍ରାଚୀନ କଳା ଓ ସଂସ୍କୃତି ସୋଆରେ ପରିବେଷଣ କରିବେ ଏହି ଦଳ। ଭିଏତନାମର ନିନ୍ ଥୁଆନ୍ ପ୍ରଦେଶର!-->…
Read More...
Read More...
ବଜେଟ୍ ୨୦୨୪-୨୫: ଆହୁରି ୫ ବର୍ଷ ମିଳିବ ମାଗଣା ରାସନ
ନୂଆଦିଲ୍ଲୀ: ସଂସଦରେ ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ବଜେଟରେ ବିଶେଷକରି ଗରିବ, ମହିଳା, ଯୁବବର୍ଗ, କୃଷକଙ୍କ ବିକାଶ ଉପରେ ଫୋକସ୍ କରାଯାଇଛି। କୃଷି କ୍ଷେତ୍ରରେ ଉତ୍ପାଦନ ବଢାଇବାକୁ ଗୁରୁତ୍ବ। ନିଯୁକ୍ତି ଓ ଦକ୍ଷତା ବିକାଶ ଉପରେ ବିଶେଷ!-->…
Read More...
Read More...
ବଜେଟ୍ ୨୦୨୪-୨୫: ସୁନା, ରୁପା, ମୋବାଇଲ ହେବ ଶସ୍ତା
ନୂଆଦିଲ୍ଲୀ: ମୋଦି ସରକାରର ତୃତୀୟ ପାଳିର ପ୍ରଥମ ସାଧାରଣ ବଜେଟ୍ ଉପସ୍ଥାପିତ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ ବେଳେ ବଡ଼ ଘୋଷଣା କରିଛନ୍ତି। ବଜେଟରେ ଏଥର ଯୁବ, ଶିକ୍ଷା, କୃଷି ଏବଂ!-->…
Read More...
Read More...
ଆର୍. ସନ୍ଥଗୋପାଳନ ହେଲେ ରାଜ୍ୟର ନୂଆ ସିଇଓ
ଭୁବନେଶ୍ବର: ରାଜ୍ୟର ନୂଆ ସିଇଓ ହେଲେ ଆଇଏଏସ ଅଫିସର ଆର୍ ସନ୍ଥଗୋପାଳନ। ୨୦୦୧ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ହେଉଛନ୍ତି ସନ୍ଥଗୋପାଳନ। ସନ୍ଥଗୋପାଳନଙ୍କ ନିଯୁକ୍ତି ନେଇ ବିଧିବଦ୍ଧ ଭାବରେ ଇସିଆଇ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଇସିଆଇ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ କରାଯାଇ!-->…
Read More...
Read More...
ଉପ ବାଚସ୍ପତି ପ୍ରାର୍ଥୀ ପାଇଁ ନାମାଙ୍କନ ଦାଖଲ କଲେ ଭବାନୀ ଶଙ୍କର
ନୂଆଦିଲ୍ଲୀ; ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେବା ପରେ ଉପ ବାଚସ୍ପତି ପଦ ଖାଲି ପଡ଼ିଥିଲା। ବିଜେପିର ଉପ ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ। ବିଧାନସଭା ସଚିବଙ୍କୁ ନିଜ ନାମାଙ୍କନ ପତ୍ର ପ୍ରଦାନ କରିଛନ୍ତି ଭବାନୀ। ତେବେ ଆସନ୍ତାକାଲି!-->…
Read More...
Read More...
ଅର୍ଥମନ୍ତ୍ରୀଙ୍କୁ ଦହି ଚିନି ଖୁଆଇ ବଜେଟକୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ ଟିମ୍ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଥିଲେ। ବଜେଟ ଉପସ୍ଥାପନ!-->…
Read More...
Read More...
ନୂତନ ଆଡଭୋକେଟ ଜେନେରାଲ ଭାବେ କାର୍ଯ୍ୟରେ ଯୋଗ ଦେଲେ ପୀତାମ୍ବର ଆଚାର୍ଯ୍ୟ
ଭୁବନେଶ୍ବର: ଓଡ଼ିଶା ହାଇକୋର୍ଟରେ ନୂତନ ଆଡଭୋକେଟ ଜେନେରାଲ ଭାବେ କାର୍ଯ୍ୟରେ ଯୋଗ ଦେଲେ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ। କିଛି ଦିନ ପୂର୍ବରୁ ମୋହନ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ପୀତାମ୍ୱରଙ୍କୁ ନୂତନ ଏଜି ଭାବେ ନିଯୁକ୍ତି ଦିଆଯାଇଥିଲା। କାର୍ଯ୍ୟରେ ଯୋଗ ଦେବା ପରେ ରାଜ୍ୟ!-->…
Read More...
Read More...
ଯୁଦ୍ଧ ଜାହାଜରେ ନିଆଁ, ଜଣେ ନାବିକ ନିଖୋଜ
ମୁମ୍ବାଇ: ମୁମ୍ବାଇର ନୌସେନା ଡକ୍ୱାର୍ଡରେ ମରାମତି ଚାଲିଥିବା ଏକ ଭାରତୀୟ ନୌସେନା ଯୁଦ୍ଧ ଜାହାଜରେ ନିଆଁ ଲାଗିଯାଇଛି। ଏହି ଘଟଣାରେ ଜଣେ ଜୁନିଅର ନାବିକ ନିଖୋଜ ଅଛନ୍ତି ଏବଂ ଉଦ୍ଧାରକାରୀ ଦଳ ତାଙ୍କୁ ଖୋଜୁଥିବା ନେଇ ସେନା ପକ୍ଷରୁ ସୂଚନା ମିଳିଛି।
ଯୁଦ୍ଧ ଜାହାଜ ଆଇଏନଏସ ବ୍ରହ୍ମପୁତ୍ରରେ!-->!-->!-->…
Read More...
Read More...
ଦିନେ ଦୁଇ ଦିନ ମଧ୍ୟରେ ଭଣ୍ଡାର ଯାଞ୍ଚ କରିବ ଏଏସଆଇ ଟିମ୍
ଭୁବନେଶ୍ବର: ଆଗାମୀ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ଏଏସଆଇ) ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ଭିତର ରତ୍ନ ଭଣ୍ଡାରର ଭିତର ଅଂଶକୁ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବ। ଏନେଇ ସୋମବାର ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ତେବେ ସମସ୍ତ!-->!-->!-->…
Read More...
Read More...
ଏକ୍ସପାଏରୀ ଆଇରନ୍ ବଟିକା ଖାଇ ୩୦ ଛାତ୍ରୀଛାତ୍ର ଅସୁସ୍ଥ
ଜଗତସିଂହପୁର: ଏକ୍ସପାଏରୀ ବଟିକା ଖାଇ ୩୦ ଛାତ୍ରୀଛାତ୍ର ଅସୁସ୍ଥ। ଜଗତସିଂହପୁର ଜିଲା ଅଠରବାଙ୍କି ତଳଗଡ଼ ଯୁପି ସ୍କୁଲରେ ସୋମବାର ଏହି ଅଘଟଣ ଘଟିଛି। ସ୍କୁଲରେ ଦିଆଯାଇଥିବା ଆଇରନ୍ ବଟିକା ଖାଇ ୩୦ରୁ ଅଧିକ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡିଛନ୍ତି। ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ!-->…
Read More...
Read More...