Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡିଶା
ଭୁବନେଶ୍ୱର: ସୋମବାର ଆରମ୍ଭ ହୋଇଯାଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣ ପରେ ଆରମ୍ଭ ହୋଇଛି ବିଧାନସଭାର ବଜେଟ୍ ଅଧିବେଶନ । ରାଜ୍ୟପାଳ ରଘୁବର ଦାସ ପ୍ରଥମେ ବିଧାନସଭାରେ ପହଞ୍ଚିବା ପରେ ତାଙ୍କୁ ବାଚସ୍ପତି ସୁରମା ପାଢୀ ସ୍ବାଗତ କରିବା ସହିତ!-->…
Read More...
Read More...
ଦୋକାନୀଙ୍କ ପରିଚୟପତ୍ର ଲେଖିବା ଘଟଣାରେ ଯୋଗୀ ସରକାରଙ୍କୁ ବଡ ଝଟକା
ଉତ୍ତରପ୍ରଦେଶ: କାଉଡି ଯାତ୍ରା ରୁଟ୍ ଦେଇ ପଡିଥିବା ଦୋକାନରେ ଦୋକାନୀଙ୍କ ନାମ ଲେଖିବା ପାଇଁ ଯୋଗୀ ସରକାରଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ଉପରେ କୋର୍ଟ ରୋକ ଲଗାଇଛନ୍ତି। ଏହା ସହିତ ଏନେଇ ସୁପ୍ରିମକୋର୍ଟ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଏବଂ ମଧ୍ୟପ୍ରଦେଶ ସରକାରଙ୍କୁ ନୋଟିସ୍ ଜାରି!-->…
Read More...
Read More...
ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଉପରେ ଗବେଷଣା କରିବେ ଶିଭାଜିତ
ବୀରମହାରାଜପୁର: ସଂଘର୍ଷ କଲେ ସଫଳତାର ଶୀର୍ଷରେ ପହଞ୍ଚିବାର ସୁଯୋଗ ମିଳେ। ଏମିତି କିଛି କରି ଉଦାହରଣ ସୃଷ୍ଟି କରିଛନ୍ତି, ବୀରମହାରାଜପୁରର ଜଣେ ଯୁବକ। ସଫଳତାର ଶିଖରକୁ ପହଞ୍ଚିବାକୁ ପ୍ରୟାସ କରିଥିବା ଯୁବକ ଜଣକ ହେଉଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରର ଶିଭାଜିତ ଚାନ୍ଦ। ବାପା!-->…
Read More...
Read More...
ଆସନ୍ତାକାଲି ବିଧାନସଭା ଆରମ୍ଭ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିସିପି ପ୍ରତୀକ ସିଂହ
ଭୁବନେଶ୍ବର: ଆସନ୍ତା କାଲିଠାରୁ ଆରମ୍ଭ ହେବକୁ ଯାଉଛି ସପ୍ତଦଶ ବିଧାନସଭା। ଆସନ୍ତାକାଲି ବିଧାନସଭାର ବଜେଟ୍ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ସେପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନରେ ମୋଟ ୨୭ଟି କାର୍ଯ୍ୟଦିବସ ଥିବାବେଳେ!-->…
Read More...
Read More...
ହାଉସ୍ କମିଟିରେ ସ୍ଥାନ ପାଇଲେ ଅପରାଜିତା ଷଡ଼ଙ୍ଗୀ
ନୂଆଦିଲ୍ଲୀ; ହାଉସ୍ କମିଟିରେ ସ୍ଥାନ ପାଇଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ୧୨ ଜଣିଆ ହାଉସ୍ କମିଟିରେ ସ୍ଥାନ ଦେଲେ ବାଚସ୍ପତି ଓମ୍ ବିର୍ଲା। ଡ. ମହେଶ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିରେ ସ୍ଥାନ ପାଇଲେ ଅପରାଜିତା। ଏହି ୧୨ ଜଣିଆ ହାଉସ୍ କମିଟିରେ ଅଛନ୍ତି, କଲ୍ୟାଣ ବାନାର୍ଜୀ, ସୁଧୀର!-->…
Read More...
Read More...
ଆଇଏଏସ ଉଷା ପାଢ଼ୀଙ୍କ ନାମରେ ସାଇବର ଠକେଇ ଉଦ୍ୟମ
ଭୁବନେଶ୍ବର: ବରିଷ୍ଠ ଆଇଏଏସ ଅଧିକାରୀ ତଥା ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ନାମରେ ସାଇବର ଠକେଇ ଉଦ୍ୟମ ହୋଇଛି। କେହି ସାଇବର ଠକ୍ ଉଷା ପାଢୀଙ୍କ ନାଁରେ ଫେକ୍ ଆଇଡି ଖୋଲି ଟଙ୍କା ମାଗୁଛନ୍ତି। ଶ୍ରୀମତି ପାଢ଼ୀଙ୍କ ନାମରେ ହ୍ବାଟ୍ସଆପରେ ନକଲି!-->…
Read More...
Read More...
ଉତ୍ତରାଖଣ୍ଡରେ ଭୂସ୍ଖଳନ ଘଟି ୩ ମୃତ ୮ ଆହତ
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲ୍ଲାର ଚିଡୱାସା ନିକଟରେ ରବିବାର ଦିନ ହୋଇଥିବା ଭୂସ୍ଖଳନରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି।ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରିଥିଲେ। ମୃତ୍ୟୁବରଣ!-->…
Read More...
Read More...
ପଞ୍ଚଭୂତରେ ଲୀନ ହେଲେ କମଳା ପୂଜାରୀ
ଜୟପୁର: ପଞ୍ଚଭୂତରେ ଲୀନ ହେଲେ କମଳା ପୂଜାରୀ। ରାଷ୍ଟ୍ରିୟ ମର୍ଯ୍ୟାଦା ସହ ସମ୍ପର୍ଣ୍ଣ ହେଲା ପଦ୍ମଶ୍ରୀ କମଳା ପୂଜାରୀଙ୍କ ଅନ୍ତିମ ସଂସ୍କାର। ଶୋଭାଯାତ୍ରାରେ କମଳା ପୂଜାରୀଙ୍କ ମରଶରୀରକୁ ନିଆଯାଇଥିଲା। ଜୟପୁର ସ୍ଥିତ ଜନ୍ମମାଟି ପାତ୍ରପୁଟ ଗାଁ ଶ୍ମଶାନରେ ଦିଆଯାଇଥିଲା ଗାର୍ଡ ଅଫ ଅନର।!-->…
Read More...
Read More...
କ୍ରୀଡା ପୁରସ୍କାରରୁ ବିଜୁ ବାବୁଙ୍କ ନାଁ ହଟିବ ନାହିଁ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଶନିବାର କ୍ରୀଡା ବିଭାଗ ପକ୍ଷରୁ ଆସିଥିବା ବଡ ନିଷ୍ପତ୍ତିକୁ ଖଣ୍ଡନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କ୍ରୀଡା ପୁରସ୍କାରରୁ ବିଜୁ ବାବୁଙ୍କ ନାଁ ହଟିବ ନାହିଁ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମରେ ହେବନି କୌଣସି!-->…
Read More...
Read More...
ସର୍ବଦଳୀୟ ବୈଠକ ପାଇଁ ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ସର୍ବଦଳୀୟ ବୈଠକ ପାଇଁ ନବୀନ ନିବାସରେ ନବୀନଙ୍କୁ ନିମନ୍ତ୍ରଣ। ସୋମବାର ଠାରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟ ବଜେଟ ଅଧିବେଶନ। ଏହା ପୂର୍ବରୁ ସଂସଦୀୟ ପରମ୍ପରା ଅନୁସାରେ ଆସନ୍ତାକାଲି ପୂର୍ବାହ୍ନରେ ସର୍ବଦଳୀୟ ବୈଠକ ବସିବ। ଏଥିରେ ସାମିଲ ହେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା!-->…
Read More...
Read More...