Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
ସମ୍ବଲପୁର ରେଳ ଫ୍ଲାଏଓଭର ପାଇଁ ୨୮୮.୬୧ କୋଟି ଟଙ୍କା ମଞ୍ଜୁରୀ
ସମ୍ବଲପୁର: ସମ୍ବଲପୁର ଷ୍ଟେସନରୁ ସମ୍ବଲପୁର ସିଟି ଷ୍ଟେସନକୁ ରେଳ ଚଳାଚଳ କ୍ଷେତ୍ରରେ ପ୍ରତିବନ୍ଧକ ଦୂର କରିବା ଉଦେଶ୍ୟରେ ୮ .୧୦ କିଲୋମିଟର ଦୂରତା ବିଶିଷ୍ଟ ଏକ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ରେଳ ମନ୍ତ୍ରଣାଳୟ ୨୮୮.୬୧ କୋଟି ଟଙ୍କା ମଞ୍ଜୁର କରିଛି।
ଏହି ପ୍ରକଳ୍ପ ଟିଟିଲାଗଡ,!-->!-->!-->…
Read More...
Read More...
ଜଗତପୁରରୁ ନକଲି ଚା’ ପତି କାରଖାନା ଠାବ
କଟକ: ବେଆଇନ ସରକାରୀ ଜମି ଜବରଦଖଲ ଉଚ୍ଛେଦ ଚାଲିଥିବା ବେଳେ କଟକ ଜଗତପୁର ଲକ୍ଷ୍ମଣପୁରରେ ନକଲି ଚା’ ପତି କାରଖାନା ଠାବ। ବିପୁଳ ପରିମାଣ ଚା’ ପତି ସହ ମେସିନ ଜବତ କଲା ସିଏମସି ଟିମ୍।
ସୂଚନା ଅନୁସାରେ, ଦୀର୍ଘ ଦିନ ଧରି ଜଗତପୁର ଲକ୍ଷ୍ମଣପୁର କେନାଲ ବନ୍ଧରେ ଠାରେ ଥିବା ଏକ ନିର୍ଜନ!-->!-->!-->…
Read More...
Read More...
ସୋଆରେ ଜଳବାୟୁ ପରିବର୍ତନ ସମ୍ପର୍କିତ ତିନି ଦିନିଆ ଆନ୍ତର୍ଜାତୀକ ସମ୍ମିଳନୀ ଉଦ୍ଘାଟିତ
ଭୁବନେଶ୍ୱର, ୧୮/୦୭: କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ‘ସଷ୍ଟେନେବୁଲ ଏଗ୍ରିକଲ୍ଚରାଲ ଡେଭଲେପ୍ମେଂଟ ୱିଥ୍!-->…
Read More...
Read More...
ବନ୍ଦ ହେବନି ଆହାର ଯୋଜନା: ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ବର: ଜନସାଧାରଣଙ୍କ ପାଇଁ ଖୁସି ଖବର। ବନ୍ଦ ହେବନି ଆହାର ଯୋଜନା। ତେବେ ବଦଳି ପାରେ ଆହାର କେନ୍ଦ୍ରର ନାଁ । ପୂର୍ବ ସରକାରଙ୍କ ସମୟରେ ଆରମ୍ଭ ହୋଇଥିବା ଲୋକପ୍ରିୟ ଆହାର ଯୋଜନା ବନ୍ଦ କରାଯିବନି। ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କ୍ୟାପିଟାଲ ହସ୍ପିଟାଲ ଆହାର!-->…
Read More...
Read More...
ସରିଲା ଭିତର ରତ୍ନଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତର
ପୁରୀ: ଭିତର ରତ୍ନଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତର ଶେଷ ହୋଇଛି। ଭଣ୍ଡାର ଘରୁ ସମସ୍ତ ଅଳଙ୍କାର ଖଟଶେଯ ଗୃହରେ ହୋଇଥିବା ଅସ୍ଥାୟୀ ଭଣ୍ଡାର ଘରକୁ ସ୍ଥାନାନ୍ତର କରାଯାଇଛି। ସମସ୍ତ ଅଳଙ୍କାର ସ୍ଥାନାନ୍ତର ପରେ ତଦାରଖ ଟିମ୍ ଭଣ୍ଡାର ଘରୁ ବାହାରିବା ପରେ ଉଭୟ ଭିତର ଓ ବାହାର ରତ୍ନଭଣ୍ଡାରକୁ ଲକ୍!-->…
Read More...
Read More...
ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ର କେନ୍ଦ୍ରୀୟ ଭାଗ ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି କ୍ଷେତ୍ର ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହେବା ସହ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ରେ ଚିହ୍ନିତ ଲଘୁଚାପ/ ଅବପାତ ର ରୂପ ନେଇପାରେ। ଏହି କ୍ଷେତ୍ର ଟି ଉତ୍ତର ପଶ୍ଚିମ ତତ୍ ସଂଲଗ୍ନ!-->…
Read More...
Read More...
ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱର ପୀଠରେ ପ୍ଲାଷ୍ଟିକ୍ ମନା
କଟକ: ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱର ପୀଠରେ ଆଉ ବ୍ୟବହାର ହୋଇ ପାରିବନି ପ୍ଲାଷ୍ଟିକ୍ ସାମଗ୍ରୀ। ପ୍ଲାଷ୍ଟିକ କଳସ, ପ୍ଲାଷ୍ଟିକ ତିଆରି ଅନ୍ୟ ସାମଗ୍ରୀକୁ ସଂପୂର୍ଣ୍ଣ ବ୍ୟାନ କରିଛି ମନ୍ଦିର ପ୍ରଶାସନ। ଦେବୋତ୍ତର ବିଭାଗ ଓ ପୂଜକ କମିଟି ଦ୍ବାରା ବସିଥିବା ବୈଠକରେ କିଛି ଏମିତି କଡା ନିଷ୍ପତ୍ତି!-->…
Read More...
Read More...
ଲାଇନଚ୍ୟୁତ ହୋଇଛି ଚଣ୍ଡିଗଡ଼-ଦିବ୍ରୁଗଡ଼ ଏକ୍ସପ୍ରେସ
ଉତ୍ତରପ୍ରଦେଶ: ପୁଣି ଏକ ଟ୍ରେନ ଦୁର୍ଘଟଣା। ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଉତ୍ତରପ୍ରଦେଶର ଗୋଣ୍ଡାରେ ଗୁରୁବାର ଦ୍ୱିପହରରେ ପୁଣି ଏକ ଟ୍ରେନ୍ ଦୁର୍ଘଟଣା ଦେଖିବାକୁ ମିଳିଛି। ଗୋରଖପୁର ଦେଇ ଚଣ୍ଡୀଗଡରୁ ଆସାମର!-->…
Read More...
Read More...
ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ
କଟକ: ଡାକ୍ତରଖାନାରେ ଭର୍ତ୍ତି ହେଲେ ପଦ୍ମଶ୍ରୀ କମଳା ପୂଜାରୀ। କଟକ ଏସସିବି ମେଡିକାଲରେ ଭର୍ତ୍ତି ହେଲେ କମଳା ପୂଜାରୀ। ସେ କିଡନୀ ଜନିତ ସମସ୍ୟା ସହ ଜ୍ୱର ରୋଗରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ଏସସିବି ମେଡିକାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଏସ୍ସିବି ମେଡିସିନ୍ ବିଭାଗର ପ୍ରଫେସର!-->…
Read More...
Read More...
ଖୋଲିଲା ଶ୍ରୀମନ୍ଦିରର ଭିତର ରତ୍ନ ଭଣ୍ଡାର
ପୁରୀ: ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ, ଆଜି ପୂର୍ବାହ୍ନ ୯ଟା ୫୧ ମିନିଟ୍ରେ ଖୋଲିଛି ଶ୍ରୀମନ୍ଦିରର ଭିତର ରତ୍ନ ଭଣ୍ଡାର। ପ୍ରାୟ ୫ ଦଶନ୍ଧି ପରେ ଭିତର ରତ୍ନଭଣ୍ଡାରର ଦିବ୍ୟ ଅଳଙ୍କାରକୁ ବାହାର କରାଯାଇ ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମ୍କୁ ନିଆ ଯାଇଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ!-->…
Read More...
Read More...