Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ
Browsing Category
Today’s Highlight
ନେପାଳରେ ନଦୀକୁ ବସ ଖସି ୧୪ ଭାରତୀୟ ମୃତ
ନେପାଳରେ ନଦୀକୁ ବସ ଖସି ୧୪ ଭାରତୀୟଙ୍କ ମୃତ୍ୟୁ ହୋଇଛି। ୪୦ଜଣ ଯାତ୍ରୀଙ୍କୁ ଧରି ପୋଖରାର କାଠମାଣ୍ଡୁକୁ ଯାଉଥିବା ବେଳେ ମାର୍ସିଆଙ୍ଗଡି ନଦୀରେ ବସ୍ଟି ଖସି ପଡିଛି । ଫଳରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ସମସ୍ତ ଯାତ୍ରୀ ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ନେପାଳ ସେନା ଦ୍ୱାରା!-->…
Read More...
Read More...
ଜାରି ରହିବ କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନା
ଭୁବନେଶ୍ୱର: ବିଧାନସଭାରେ ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା ଯୋଜନା ଜାରି ରହିବ ବୋଲି ସ୍ପଷ୍ଟ କରିଛନ୍ତି ।ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,!-->…
Read More...
Read More...
ଜିଲ୍ଲା ପରିଷଦ ନିର୍ବାଚନରେ ବାଜି ମାରିଲା ବିଜେଡି
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନରେ ବିଜେଡିର ବିଜୟ । ଜିଲ୍ଲା ପରିଷଦ ନିର୍ବାଚନରେ ବାଜି ମାରିଲା ବିଜେଡି । ବିଜେଡି ପ୍ରାର୍ଥୀ ଲିଲିତା ଦାସ ନିର୍ନ୍ଦ୍ୱନ୍ଦରେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ଅଧ୍ୟକ୍ଷା ନିର୍ବାଚିତ ହୋଇଛନ୍ତି । ତାଙ୍କ ବିପକ୍ଷରେ ଅନ୍ୟ!-->…
Read More...
Read More...
ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଗଞ୍ଜାମ: ଗଞ୍ଜାମ ସମ୍ବରଝୋଳ ଠାରେ ଆଜି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା!-->…
Read More...
Read More...
ଓଡ଼ିଶାରେ ଅଛି ସୁନା ଖଣି : ଖଣି ମନ୍ତ୍ରୀ
ଭୁବନେଶ୍ୱର: ଆଜି ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ତୃତୀୟ ଦିନରେ ବି ଚାଲିପାରିଲାନି ଗୃହକାର୍ଯ୍ୟ । ପ୍ରଥମରୁ ମଦମୃତ୍ୟୁ ଓ ଇଡି ପ୍ରସଙ୍ଗକୁ ନେଇ ଗୃହରେ ହଙ୍ଗାମା କରିଥିଲେ କଂଗ୍ରେସ ବିଧାୟକ। ଗୃହ ମଝିକୁ ଆସି ହୋହାଲ୍ଲା କରିଥିଲେ ତାରା ବାହିନୀପତି ଓ ଅନ୍ୟ ବିଧାୟକ। ଏହାରି!-->…
Read More...
Read More...
ସୋଆରେ ର୍ୟାଗିଙ୍ଗ ବିରୋଧ ସପ୍ତାହ ପାଳିତ
ଭୁବନେଶ୍ୱର, ୨୧/୦୮ : ର୍ୟାଗିଙ୍ଗ ବିରୋଧରେ ଫ୍ୟାକଲ୍ଟି, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଅଗଷ୍ଟ ୧୪ ରୁ ୧୮ ତାରିଖ ମଧ୍ୟରେ ର୍ୟାଗିଙ୍ଗ ବିରୋଧ ସପ୍ତାହ ପାଳିତ ହୋଇଯାଇଛି ।ୟୁଜିସିର ନିୟମାବଳୀ ଅନୁଯାୟୀ ସୋଆର!-->…
Read More...
Read More...
ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କଲେ ଜଗନ୍ନାଥ ପ୍ରଧାନ
ଭୁବନେଶ୍ବର: ରାଜ୍ୟ ସଭା ପାଇଁ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗନ୍ନାଥ ପ୍ରଧାନ। ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ବିଜେପି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ବିଜେପି ସମର୍ଥକଙ୍କ ସହ ରାଜ୍ୟସଭା ପ୍ରାର୍ଥୀ ଭାବରେ ନାମାଙ୍କନ ଦାଖଲ କରିଛନ୍ତି । ଗତକାଲି ମମତା!-->…
Read More...
Read More...
ଦୁଇ ଦିନିଆ ପୋଲାଣ୍ତ ଗସ୍ତରେ ମୋଦି
ନୂଆଦିଲ୍ଲୀ: ଓ୍ବାର୍ସକୁ ଦୁଇ ଦିନିଆ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦୁଇ ଦିନିଆ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ପୋଲାଣ୍ଡର ଓ୍ବାର୍ସରେ ପହଞ୍ଚିଛନ୍ତି। ପୋଲାଣ୍ଡ ପରେ ମୋଦୀ ମଧ୍ୟ ୟୁକ୍ରେନ ଗସ୍ତ କରିବେ। ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ!-->…
Read More...
Read More...
୯ଲକ୍ଷ ହିତାଧିକାରୀଙ୍କୁ ମିଳିବ ରାସନକାର୍ଡ : କୃଷ୍ଣ ଚନ୍ଦ୍ର ପାତ୍ର
ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ୩ କୋଟି ୨୫ ଲକ୍ଷ ୯୩ ହଜାର ୮୭୫ ଜଣଙ୍କୁ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ୧୦ ଲକ୍ଷ ହଜାର ୨ ହଜାର ୧୪୪ ଜଣ ହିତାଧିକାରୀଙ୍କୁ ଚାଉଳ ଯୋଗାଇ ଦିଆଯାଉଛି ।ରାଜ୍ୟରେ ଯୋଗାଣ ବିଭାଗ ଦ୍ୱାରା ଖାଦ୍ୟ ସୁରକ୍ଷା ଯୋଜନାରେ!-->…
Read More...
Read More...
ବଢିବ ମଧ୍ୟାହ୍ନ ଭୋଜନ ସହାୟତା ରାଶି
ଭୁବନେଶ୍ବର: ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ସହାୟତା ରାଶି ବୃଦ୍ଧି କରାଯିବ । ପ୍ରତି ମିଲ୍ ପିଛା ୧ ଟଙ୍କା ବୃଦ୍ଧି କରାଯିବ । ତେବେ ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଦରଦାମ!-->…
Read More...
Read More...