Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
ରାଜ୍ୟପାଳଙ୍କ ପୁଅ ଏଏସ୍ଓଙ୍କୁ ମାଡ଼ ମାରିବା ଘଟଣାରେ ରାଜ୍ୟ ସରକାରଙ୍କୁ ଘେରିଲା ବିଜେଡି
ଭୁବନେଶ୍ବର: ରାଜ୍ୟପାଳଙ୍କ ପୁଅ ଏଏସ୍ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ବିଜେଡି ରାଜ୍ୟ ସରକାରଙ୍କୁ ଘେରିଛି। ଏଏସଓଙ୍କୁ ମାଡମାରିବା ଘଟଣାକୁ ପାଖାପାଖି ୮ ଦିନ ବିତିଯାଇଥିଲେ ମଧ୍ୟ ଏନେଇ କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ କରିନାହିଁ ପ୍ରଶାସନ। ମଙ୍ଗଳବାର ଲେଖାଶ୍ରୀ!-->…
Read More...
Read More...
ଆସନ୍ତା ୧୮ ତାରିଖରେ ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର
ପୁରୀ: ଆସନ୍ତା ୧୮ରେ ଖୋଲିବ ଭିତର ରତ୍ନଭଣ୍ଡାର। ଏଥିପାଇଁ କମିଟି ବୈଠକରେ ନିଷ୍ପତ୍ତି ହୋଇସାରିଛି। ଏନେଇ ସୂଚନା ଦେଇଛନ୍ତି ଯାଞ୍ଚ କମିଟିର ଅଧ୍ୟକ୍ଷ ପୂର୍ବତନ ଜଷ୍ଟିସ୍ ବିଶ୍ବନାଥ ରଥ। ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ତଦାରଖ କମିଟିର ବୈଠକରେ ଅଧ୍ୟକ୍ଷ ଜଷ୍ଟିସ ରଥଙ୍କ ଅଧ୍ୟକ୍ଷତାରେ!-->…
Read More...
Read More...
ଆତଙ୍କବାଦୀ ଆକ୍ରମଣରେ ୪ ଜଣ ଯବାନ ସହିଦ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀର ଆତଙ୍କବାଦୀଙ୍କ ଆକ୍ରମଣରେ ଶହୀଦ ହୋଇଯାଇଛନ୍ତି ୪ ଭାରତୀୟ ଯବାନ। ଗତକାଲି ସନ୍ଧ୍ୟାରେ ଡୋଡା ଜିଲ୍ଲାର ଡେସା ଜଙ୍ଗଲରେ ଆତଙ୍କବାଦୀ ଓ ସୁରକ୍ଷାବାହିନୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ସେନା ଅଧିକାରୀଙ୍କ ସମେତ ୪ ଜଣ ଯବାନଙ୍କ ଦେହରେ ଗୁଳି!-->…
Read More...
Read More...
ଆସନ୍ତା ୧୯ରେ ଓଡ଼ିଶା ଆସିବେ ଜେପି ନଡ୍ଡା
ନୂଆଦିଲ୍ଲୀ: ଓଡିଶା ରେ ରେ ଭାରତୀୟ ଜନତା ପାଟିର ବିପୁଳ ବିଜୟ ପରେ ପ୍ରଥମ ଥର ଓଡିଶା ଆସୁଛନ୍ତି ଜେପି ନଡ୍ଡା। ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି, ଯେଉଁଥିରେ ନଡ୍ଡା ଯୋଗ ଦେବେ ବୋଲି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ!-->…
Read More...
Read More...
ସୁନାବେଶ ପାଇଁ ପୁରୀକୁ ଗଡିବ ସ୍ୱତନ୍ତ୍ର ଟ୍ରେନ୍
ପୁରୀ: ରାଜ୍ୟର ବିଭିନ୍ନ ସ୍ଥାନରୁ ପୁରୀକୁ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍। ଭକ୍ତ ମାନଙ୍କର ସୁବିଧା ପାଇଁ ପୁରୀକୁ ନିୟମିତ ଟ୍ରେନ୍ ବ୍ୟତୀତ, ସୁନାବେଶ ପାଇଁ ୪୩ଟି ସ୍ୱତନ୍ତ୍ର ଟ୍ରେନ୍ ଏବଂ ଅଧରପଣା ପାଇଁ ୩୩ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଯାଉଛି। ପ୍ରଥମ ଥର ପାଇଁ ପୂର୍ବତଟ ରେଳପଥ!-->…
Read More...
Read More...
ଓଏଏସ୍ ସ୍ତରରେ ଅଦଳ ବଦଳ
ଭୁବନେଶ୍ବର: ଓଡ଼ିଶା ପ୍ରଶାସନିକ ସେବାର ୬ ଜଣ ଅଧିକାରୀଙ୍କୁ ରାଜ୍ୟ ସରକାର ବଦଳି କରି ସେମାନଙ୍କୁ ବ୍ୟକ୍ତିଗତ ସଚିବ ଓ ବିଭିନ୍ନ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏଏସଡି ଭାବେ ନିଯୁକ୍ତି ଦେଇଛନ୍ତି। ମୋହନ ସରକାରରକୁ ମାସେ ପୂରଣ ହୋଇଛି। ଏହାରି ଭିତରେ ପ୍ରଶାସନିକ ସ୍ତରରେ ଅଦଳ ବଦଳ କରି!-->…
Read More...
Read More...
ନିଲମ୍ବନ ହଟିଲା ପରେ ଗୃହ ବିଭାଗର ଓଏସଡି ହେଲେ ଡିଏସ୍ କୁଟ୍ଟେ
ଭୁବନେଶ୍ବର: ଆଇପିଏସ୍ ଡିଏସ୍ କୁଟ୍ଟେଙ୍କ ଉପରୁ ନିଲମ୍ବନ ଆଦେଶକୁ ଆଜି ରାଜ୍ୟ ସରକାର ପ୍ରତ୍ୟାହାର କରିଛନ୍ତି। ବିଜେଡି ସରକାରରେ ପାୱାରଫୁଲ୍ ଥିବା ଡିଏସ୍ କୁଟ୍ଟେଙ୍କୁ ଗୃହ ବିଭାଗର ଓଏସଡି ଭାବେ ନିଯୁକ୍ତି ଦେଇଛନ୍ତି ନୂଆ ସରକାର। ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ!-->…
Read More...
Read More...
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଦକ୍ଷିଣ ଓଡ଼ିଶା ଉପକୂଳ ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ର ତତସଂଲଗ୍ନ ଉତ୍ତର-ପଶ୍ଚିମ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୭.୬ କିଲୋମିଟର ଯାଏଁ ବ୍ୟାପିଛି। ଏହାର ପ୍ରଭାବ ଓଡିଶା ଉପରେ କେତେ ରହିବା ତାହା ସ୍ପଷ୍ଟ!-->…
Read More...
Read More...
କଡ଼ା ଚେତାବନୀ ସତ୍ତ୍ୱେ ରଥ ଉପରକୁ ଫୋନ୍ ନେଇ ଭିଡିଓ କଲେ ସେବାୟତ
ପୁରୀ: କଡ଼ା ଚେତାବନୀ ସତ୍ତ୍ୱେ ମଧ୍ୟ ସୁଧୁରୁନାହାଁନ୍ତି ସେବାୟତ। ବାରମ୍ବାର କଡ଼ା ଚେତାବନୀ ସତ୍ତ୍ୱେ ମଧ୍ୟ ବାହୁଡ଼ା ଯାତ୍ରାରେ ସେବାୟତମାନେ ରଥ ଉପରେ ମୋବାଇଲ ଧରି ଭିଡିଓ କରୁଥିବାର ଦେଖିବାକୁ ମିଳିଛି। ଜଣେ କି ଦୁଇଜଣ ନୁହେଁ ଅନେକ ସେବାୟତ ରଥ ଉପରେ ମୋବାଇଲ ଧରି ଭିଡିଓ କରିବାର ଚିତ୍ର!-->…
Read More...
Read More...
ରଥରେ ଥିବା ଅଣସେବାୟତଙ୍କ ହାତ ଧରି ବାହାରେ ଛାଡିଲେ ମୁଖ୍ୟ ପ୍ରଶାସକ
ପୁରୀ: ଆଡପ ପହଣ୍ଡି ଅଘଟଣ ପରେ ଆକ୍ସନମୋଡରେ ଶ୍ରୀମନ୍ଦିର ପ୍ରଶାସନ। ନୀତିକାନ୍ତି ଓ ସେବା ପୂଜା ଆଳରେ ରଥ ଉପରେ ଚଢୁଥିବା ଅଣସେବାୟତଙ୍କ ଉପରେ କଡା ନଜର ରଖାଯାଇଛି। ଆଜି ପହଣ୍ଡି ବେଳେ ତିନିରଥରେ ଚଢିଥିବା ଅଣସେବାୟତଙ୍କୁ ଚିହ୍ନଟ କରି ବାହାରକୁ କାଢ଼ିଛନ୍ତି ନିଜେ ଶ୍ରୀମନ୍ଦିର ମୁଖ୍ୟ!-->…
Read More...
Read More...