Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍କ୍ରିପସନ୍, ଲାଗୁ ହେବ ‘ୱାନ୍ ନେସନ, ୱାନ୍ ହେଲ୍ଥ’
Browsing Category
Today’s Highlight
ନିଲମ୍ବନ ହଟିଲା ପରେ ଗୃହ ବିଭାଗର ଓଏସଡି ହେଲେ ଡିଏସ୍ କୁଟ୍ଟେ
ଭୁବନେଶ୍ବର: ଆଇପିଏସ୍ ଡିଏସ୍ କୁଟ୍ଟେଙ୍କ ଉପରୁ ନିଲମ୍ବନ ଆଦେଶକୁ ଆଜି ରାଜ୍ୟ ସରକାର ପ୍ରତ୍ୟାହାର କରିଛନ୍ତି। ବିଜେଡି ସରକାରରେ ପାୱାରଫୁଲ୍ ଥିବା ଡିଏସ୍ କୁଟ୍ଟେଙ୍କୁ ଗୃହ ବିଭାଗର ଓଏସଡି ଭାବେ ନିଯୁକ୍ତି ଦେଇଛନ୍ତି ନୂଆ ସରକାର। ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ!-->…
Read More...
Read More...
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଦକ୍ଷିଣ ଓଡ଼ିଶା ଉପକୂଳ ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ର ତତସଂଲଗ୍ନ ଉତ୍ତର-ପଶ୍ଚିମ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୭.୬ କିଲୋମିଟର ଯାଏଁ ବ୍ୟାପିଛି। ଏହାର ପ୍ରଭାବ ଓଡିଶା ଉପରେ କେତେ ରହିବା ତାହା ସ୍ପଷ୍ଟ!-->…
Read More...
Read More...
କଡ଼ା ଚେତାବନୀ ସତ୍ତ୍ୱେ ରଥ ଉପରକୁ ଫୋନ୍ ନେଇ ଭିଡିଓ କଲେ ସେବାୟତ
ପୁରୀ: କଡ଼ା ଚେତାବନୀ ସତ୍ତ୍ୱେ ମଧ୍ୟ ସୁଧୁରୁନାହାଁନ୍ତି ସେବାୟତ। ବାରମ୍ବାର କଡ଼ା ଚେତାବନୀ ସତ୍ତ୍ୱେ ମଧ୍ୟ ବାହୁଡ଼ା ଯାତ୍ରାରେ ସେବାୟତମାନେ ରଥ ଉପରେ ମୋବାଇଲ ଧରି ଭିଡିଓ କରୁଥିବାର ଦେଖିବାକୁ ମିଳିଛି। ଜଣେ କି ଦୁଇଜଣ ନୁହେଁ ଅନେକ ସେବାୟତ ରଥ ଉପରେ ମୋବାଇଲ ଧରି ଭିଡିଓ କରିବାର ଚିତ୍ର!-->…
Read More...
Read More...
ରଥରେ ଥିବା ଅଣସେବାୟତଙ୍କ ହାତ ଧରି ବାହାରେ ଛାଡିଲେ ମୁଖ୍ୟ ପ୍ରଶାସକ
ପୁରୀ: ଆଡପ ପହଣ୍ଡି ଅଘଟଣ ପରେ ଆକ୍ସନମୋଡରେ ଶ୍ରୀମନ୍ଦିର ପ୍ରଶାସନ। ନୀତିକାନ୍ତି ଓ ସେବା ପୂଜା ଆଳରେ ରଥ ଉପରେ ଚଢୁଥିବା ଅଣସେବାୟତଙ୍କ ଉପରେ କଡା ନଜର ରଖାଯାଇଛି। ଆଜି ପହଣ୍ଡି ବେଳେ ତିନିରଥରେ ଚଢିଥିବା ଅଣସେବାୟତଙ୍କୁ ଚିହ୍ନଟ କରି ବାହାରକୁ କାଢ଼ିଛନ୍ତି ନିଜେ ଶ୍ରୀମନ୍ଦିର ମୁଖ୍ୟ!-->…
Read More...
Read More...
ନେପାଳର ନୂତନ ପ୍ରଧାନମନ୍ତ୍ରୀ ହେଲେ କେ.ପି.ଶର୍ମା ଓଲି
ନେପାଳ: ନେପାଳର ନୂତନ ପ୍ରଧାନମନ୍ତ୍ରୀ ଭାବେ କେ.ପି.ଶର୍ମା ଓଲି ନିଯୁକ୍ତ।ନେପାଳ ରାଷ୍ଟ୍ରପତି କାର୍ଯ୍ୟାଳୟ ପକ୍ଷରୁ ଏହି ନିଯୁକ୍ତି ମିଳିଛି। ଓଲି ସୋମବାର ପୂର୍ବାହ୍ନ ୧୧ଟା ବେଳେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଓଲି ୧୧ ଅକ୍ଟୋବର ୨୦୧୫ରୁ ୩ ଅଗଷ୍ଟ ୨୦୧୬!-->…
Read More...
Read More...
ପୁଣି ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ
ବାରିପଦା: ପୁଣି ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ। ବାରିପଦାରେ ଟାଉନ୍ ଥାନା ଅନ୍ତର୍ଗତ ସାଇ ହସ୍ପିଟାଲରେ ଏହି ଅଗ୍ନିକାଣ୍ଡ ଘଟିଛି । ଆଜି ଭୋର୍ ସମୟରେ ଦ୍ଵିତୀୟ ମହଲାର ଆଇସିୟୁ ଡ୍ୟୁଟି ରୁମରେ ନିଆଁ ଲାଗିଥିବା ସୂଚନା ମିଳିଛି।
ଅନୁମାନ କରାଯାଉଛି କି ଏହି ନିଆଁ ଏସିରୁ!-->!-->!-->…
Read More...
Read More...
ଆଜି ପବିତ୍ର ବାହୁଡ଼ା ରଥରେ ବିରାଜିଲେ ତିନି ଠାକୁର
ପୁରୀ: ସରିଲା ଜନ୍ମବେଦୀରେ ଲୀଳାଖେଳା। ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ। ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାବାହୁ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିଜେ କରିଥିଲେ।!-->…
Read More...
Read More...
ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରୁ ବାଦ ପଡ଼ିଲା ତ୍ରିସା ହସ୍ପିଟାଲ
କଟକ: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ତାଲିକାରୁ ବାଦ୍ ପଡ଼ିଲା ‘ତ୍ରିଶା’ ହସ୍ପିଟାଲ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ‘ତ୍ରିଶା’ ହସ୍ପିଟାଲ ବାଦ୍ କରିଦେଇଛନ୍ତି ରାଜ୍ୟ ସରକାର। ଗତକାଲି କଟକ ‘ତ୍ରିଶା’ ହସ୍ପିଟାଲରେ ନିଆଁ ଲାଗିଥିଲା। ଯାଞ୍ଚ ପ୍ରକ୍ରିୟା ଜାରି ଥିବାରୁ!-->…
Read More...
Read More...
କମ୍ୱିଂ ଅପରେସନରେ ୫ ମାଓବାଦୀ ଗିରଫ
ଛତିଶଗଡ: କମ୍ବିଂ ଅପରେଶନ ବେଳେ ପୋଲିସକୁ ମିଳିଛି ବଡ ସଫଳତା । ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସ ରବିବାର ୫ଜଣ ମାଓବାଦୀଙ୍କୁ ଗିରଫ କରିଛି। ସେମାନେ ହେଲେ ମସାୟୀ ମଙ୍ଗୁ ଓରଫ ମଙ୍ଗୁ କୁଞ୍ଜାମ, ମହେଶ କୁରସମ୍ ଓରଫ ମନକୁ, ଲାଲୁ ପୋଟାମ, ଫୁଲ୍ଲୀ ପୁନେମ ଓରଫ!-->…
Read More...
Read More...
ମଣିପୁରରେ ଉଗ୍ରବାଦୀଙ୍କ ଆକ୍ରମଣରେ ଯବାନ ସହିଦ
ମଣିପୁର: ମଣିପୁରରେ ଥମୁନି ହିଂସା। ମଣିପୁର ହିଂସାରେ ପୁଣି ଜଣେ ଯବାନ ସହିଦ ହୋଇଛନ୍ତି।ଏଠାରେ ପୋଲିସ ସହିତ ମିଳିତ ପାଟ୍ରୋଲିଂ ଦଳ ସନ୍ଦିଗ୍ଧ ଉଗ୍ରବାଦୀଙ୍କ ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ)ର ଜଣେ ଯବାନ ଶହୀଦ ହୋଇଥିବାବେଳେ ପୋଲିସ!-->…
Read More...
Read More...