Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍କ୍ରିପସନ୍, ଲାଗୁ ହେବ ‘ୱାନ୍ ନେସନ, ୱାନ୍ ହେଲ୍ଥ’
Browsing Category
Today’s Highlight
ବାହୁଡା ଯାତ୍ରା ଓ ସୁନା ବେଶ ସରିବା ପରେ ହେବ ଭଣ୍ଡାର ଅଳଙ୍କାର ଗଣନା : ଅରବିନ୍ଦ ପାଢ଼ୀ
ପୁରୀ: ଖୋଲିଲା ମହାପ୍ରଭୁଙ୍କ ରତ୍ନଭଣ୍ଡାର। ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ମାର୍ଗଦର୍ଶିକାକୁ ପାଳନ କରି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୧ ଜଣିଆ ଉଚ୍ଚସ୍ତରୀୟ କମିଟି ତତ୍ତ୍ୱାବଧାନରେ ଆଜି ଦୀର୍ଘ ୪୬ ବର୍ଷ ପରେ ‘ରତ୍ନଭଣ୍ଡାର’ ଖୋଲାଯାଇଛି। ଉଭୟ ବାହାର ଓ ଭିତର ଭଣ୍ଡାର!-->…
Read More...
Read More...
କଟକ ନର୍ସିଂହୋମ୍ ଅଗ୍ନିକାଣ୍ଡ ଘଟଣାରେ ଆଖି ବୁଜିଲା ୧୧ ଦିନର ଶିଶୁ
କଟକ: କଟକର ଘରୋଇ ନର୍ସିଂହୋମ୍ ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଆଖି ବୁଜିଲା ୧୧ ଦିନର ଶିଶୁ। ଶିଶୁ ଭବନରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ଶିଶୁଟିର ମୃତ୍ୟୁ ଘଟିଛି। ମୃତ ଶିଶୁଟି ଭଦ୍ରକ ଚାନ୍ଦବାଲି ଅଞ୍ଚଳର ବୋଲି ଜଣାପଡ଼ିଛି। ଶିଶୁ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ଶିଶୁ ଭବନ!-->…
Read More...
Read More...
ବିଦ୍ୟୁତ୍ କରେଣ୍ଟ ଲାଗି ୧୦ ଶିଶୁ ଗୁରୁତର
ଦିଗପହଣ୍ଡି: ଗଞ୍ଜାମ ଜିଲା ଦିଗପହଣ୍ଡିର ଫାଶିଗୁଡ଼ାରେ ଏକ ଅଘଟଣ ଘଟିଛି। ବିଦ୍ୟୁତ୍ କରେଣ୍ଟ ଲାଗି ୧୦ ଶିଶୁ ଗୁରୁତର ହୋଇଛନ୍ତି। ଫାଶିଗୁଡ଼ା ଗାଁରେ ମନ୍ଦିର ପ୍ରତିଷ୍ଠା ପାଇଁ ରାମାୟଣ ନାଟକ ମଞ୍ଚସ୍ଥ ହେଉଥିବା ବେଳେଷ୍ଟେଜ ନିକଟରେ ବିଦ୍ୟୁତ ଆଘାତରେ ଶିଶୁମାନେ ଗୁରୁତର ହୋଇଛନ୍ତି। ଗୁରୁତର!-->…
Read More...
Read More...
ଆଜି ଖୋଲିବ ରତ୍ନଭଣ୍ଡାର
ପୁରୀ: ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିବ ରତ୍ନଭଣ୍ଡାର। ସେଥିପାଇଁ ଶୁଭ ମୁହୂର୍ତ୍ତ ଧାର୍ଯ୍ୟ ହୋଇସାରିଛି। ରତ୍ନଭଣ୍ଡାର ଖୋଲିବା ପାଇଁ ଦିନ ୧ଟା ୨୮ ମିନିଟ ହେଉଛି ଶୁଭ ମୁହୂର୍ତ୍ତ। ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏହି ସୂଚନା ଦେଇଛନ୍ତି।
ଜଷ୍ଟିସ ବିଶ୍ୱନାଥ!-->!-->!-->…
Read More...
Read More...
ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଗୁଳିମାଡ଼
ପେନସିଲଭେନିଆ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଗୁଳିମାଡ଼। ଏଥିରେ ସେ ସାମାନ୍ୟ ଆହତ ହୋଇଛନ୍ତି। ଗୁଳିଟି ତାଙ୍କ ଡାହାଣ କାନର ଉପର ଭାଗରେ ବାଜି ପଳାଇଥିଲା। ତେଣୁ ସେ ଅଳ୍ପକେ ବର୍ତ୍ତି ଯାଇଥିଲେ। ତେବେ ଏହି ଗୁଳିମାଡ଼ ଘଟଣାରେ ଜଣେ ସାଧାରଣ ନାଗରିକଙ୍କର ମୃତ୍ୟୁ!-->…
Read More...
Read More...
ବାରିପଦା ବସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବାରିପଦା: ଆଜି ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍ ବାରିପଦା ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଓ ୬ ଜଣ ଗୁରୁତର ଆହତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏଥିସହିତ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା!-->…
Read More...
Read More...
ନନ୍ଦନକାନନ ଆସିଲେ ନୂଆ ଅତିଥି
ଭୁବନେଶ୍ୱର: ନନ୍ଦନକାନନ ଆସିଲେ ନୂଆ ଅତିଥି। ଜୀବଜନ୍ତୁଙ୍କ ବଂଶ ବୃଦ୍ଧି ପାଇଁ ଯୋଜନା କରାଯାଇ ନନ୍ଦନକାନନକୁ ରାଞ୍ଚି ଚିଡିଆଖାନାରୁ ଆସିଲେ ମହାବଳ ବାଘ ସମେତ ଏକାଧିକ ଜୀବଜନ୍ତୁ। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଞ୍ଚିର ଭଗବାନ ବିର୍ସା ଜୀବ ଉଦ୍ୟାନ ମଧ୍ୟରେ ବନ୍ୟଜନ୍ତୁ ବିନିମୟ!-->…
Read More...
Read More...
ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର
ପୁରୀ: ଆସନ୍ତାକାଲି ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ ହେବାନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରତ୍ନଭଣ୍ଡାର ଖୋଲିବା ନେଇ ମୁଖ୍ଯମନ୍ତ୍ରୀ ଚୂଡ଼ାନ୍ତ ଅନୁମୋଦନ ଦେବାପରେ ଏସଓପିକୁ ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି ।
ମିଳିଥିବା ସୂଚନା!-->!-->!-->…
Read More...
Read More...
୭ ରାଜ୍ୟର ଉପ ନିର୍ବାଚନରେ ବିଜେପିକୁ ଶକ୍ତ ଝଟକା
୭ ରାଜ୍ୟର ୧୩ ବିଧାନସଭା ଆସନରେ ବିଜେପିକୁ ମିଳିଲା ମାତ୍ର ୨୧୦ ଆସନରେ ଇଣ୍ଡି ମେଣ୍ଟ ବାଜି ମାରିଲା
୧ ଆସନରେ ସ୍ଵାଧୀନ ପ୍ରାର୍ଥୀ
ନୂଆଦିଲ୍ଲୀ: ୭ ରାଜ୍ୟର ୧୩ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନର ଭୋଟ ଗଣତି ଜାରି ଶେଷ ହୋଇଛି। ୧୩ ଆସନ ମଧ୍ୟରୁ ୧୦ ଆସନରେ ଇଣ୍ଡି ମେଣ୍ଟ ବାଜି!-->!-->!-->!-->!-->!-->!-->…
Read More...
Read More...
ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା; ୩ ମୃତ, ୨୦ ଆହତ
ବାରିପଦା: ଶନିବାର ଏକ ବଡ ଦୁର୍ଘଟଣା ଘଟିଛି । ବାରିପଦା ସ୍ଥିତ ବୁଢିଖାମାର ଦେଇଯାଇଥିବା ୧୮ ନମ୍ବର ଜାତୀୟ ରାଜପଥରେ ଏକ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି। ପ୍ରାୟ ସାଢ଼େ ୫ଟାବେଳେ!-->…
Read More...
Read More...