Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
Today’s Highlight
କାଳବୈଶାଖୀ ତାଣ୍ଡବରେ ୨ ମୃତ: ୧୦ରୁ ଅଧିକ ଆହତ
ମୟୁରଭଞ୍ଜ: ମୟୁରଭଞ୍ଜ କରଞ୍ଜିଆ ବ୍ଲକ୍ କିଆ ଗାଁରେ ରବିବାର ତାଣ୍ଡବ ରଚିଛି କାଳବୈଶାଖୀ। ପୂରା ଗାଁ ଛାରଖାର ହୋଇଯାଇଛି। ଘର ଭାଙ୍ଗିଛି। ଗଛ ଭାଙ୍ଗିଛି। ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ି ଯାଇଛି। ତା’ସହିତ ଜୀବନହାନି ହୋଇଛି।
ରବିବାର ଅପରାହ୍ନ ସାଢେ ୪ଟାରେ ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଳକ!-->!-->!-->…
Read More...
Read More...
ଆସାମରେ ୨୦୯୦ କୋଟି ଟଙ୍କାର ବିକାଶ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ସ୍ୱରାଷ୍ଟ୍ରମନ୍ତ୍ରୀ
ଆସାମ: କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଆଜି ଆସାମର ଗୁଆହାଟୀରେ ୨୦୯୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି।
ଏହି ଅବସରରେ ସେ କହିଛନ୍ତି ଯେ, ସାର୍ବଜନୀନ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ପ୍ରୋଟନ ଥେରାପି ମେସିନ ପ୍ରଚଳନ!-->!-->!-->…
Read More...
Read More...
ପଶ୍ଚିମବଙ୍ଗ, ଆସାମ, କେରଳ, ତାମିଲନାଡୁ ଓ ପୁଡୁଚେରୀ ପାଇଁ ନିର୍ବାଚନ ତାରିଖ ଘୋଷଣା
ନୂଆଦିଲ୍ଲୀ: ଚଳିତ ବର୍ଷ ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ନିର୍ବାଚନ ହେବାକୁ ଯାଉଛି। ଏନେଇ ଆଜି ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାର ତାରିଖ ଘୋଷଣା କରିସାରିଛନ୍ତି।ନିର୍ବାଚନ କମିଶନ ଆଜି ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଏବଂ ପୁଡୁଚେରୀ ପାଇଁ ନିର୍ବାଚନ ତାରିଖ!-->…
Read More...
Read More...
ବିବାହ ବନ୍ଧନରେ ବାନ୍ଧି ହେଲେ କ୍ରିକେଟର କୁଲଦୀପ ଯାଦବ
ଉତ୍ତରାଖଣ୍ଡ: ଭାରତୀୟ କ୍ରିକେଟ ଦଳର ପ୍ରମୁଖ ସ୍ପିନର କୁଲଦୀପ ଯାଦବ ତାଙ୍କ ପିଲାଦିନର ବନ୍ଧୁ ଓ ଦୀର୍ଘଦିନର ସାଥୀ ଭାଂଶିକାଙ୍କୁ ବିବାହ କରିଛନ୍ତି। ଗତ ୧୪ ମାର୍ଚ୍ଚରେ ଉତ୍ତରାଖଣ୍ଡର ମସୁରୀ ସ୍ଥିତ ଏକ ଆଲିଶାନ ହୋଟେଲରେ ରାଜକୀୟ ଆୟୋଜନ ମଧ୍ୟରେ ଏହି ବିବାହ ସମ୍ପନ୍ନ ହୋଇଥିଲା।ହିମାଳୟ!-->…
Read More...
Read More...
ହର୍ମୁଜ ପ୍ରଣାଳୀ ପାର କରି ଭାରତ ଆସୁଛି ଏଲପିଜି ବୋଝେଇ ୨ ଜାହାଜ
ନ୍ୟୁଜ୍ ବ୍ୟୁରୋ: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ପରିପ୍ରେକ୍ଷୀରେ ବିଶ୍ୱ ତୈଳ ଓ ଗ୍ୟାସ ଯୋଗାଣ ନେଇ ଚିନ୍ତା ବଢ଼ୁଥିବା ବେଳେ ଭାରତ ପାଇଁ ଏକ ଆଶ୍ୱାସନଦାୟକ ଖବର ସାମ୍ନାକୁ ଆସିଛି। ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ଅତିକ୍ରମ କରି ଭାରତ!-->…
Read More...
Read More...
ଜେଲ୍ ଭିତରେ କଏଦୀର ଝୁଲନ୍ତା ମୃତଦେହ ଉଦ୍ଧାର
ବଲାଙ୍ଗିର: ବଲାଙ୍ଗିର ଜେଲ ଭିତରେ କଏଦୀଙ୍କ ସନ୍ଦେହ ଜନକ ମୃତ୍ୟୁ। ମୃତ କଏଦୀ ବଲାଙ୍ଗିର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ ଓରଫ ଗୋପାଳ। ଆଜି ଜେଲ ଭିତରେ ଝୁଲନ୍ତା ଅବସ୍ଥାରେ ଭୀଷ୍ମଦେବଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି ଅଭିଯୋଗ କରି!-->!-->!-->…
Read More...
Read More...
ଜିନ୍ଦଲ ପାନ୍ଥର ପକ୍ଷରୁ ‘ଶାନ୍ତ ସିଟି, ସେଫ୍ ସିଟି’ ଅଭିଯାନର ଶୁଭାରମ୍ଭ
ଏକ ସର୍ଭେ ଅନୁସାରେ ଭୁବନେଶ୍ୱରର ୮୭% ବାସିନ୍ଦା ଟ୍ରାଫିକ୍ ଶବ୍ଦକୁ ଏକ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ବୋଲି ଭାବନ୍ତି
୭୧% ଲୋକ ଶବ୍ଦ ପ୍ରଦୁଷଣଜନିତ ବିଭ୍ରାଟ ଯୋଗୁଁ ଦୁର୍ଘଟଣା ବା ଦୁର୍ଘଟଣାରୁ ଅଳ୍ପକେ ବର୍ତି ଥିବା ପ୍ରକାଶ କରିଛନ୍ତି।
ପ୍ରାୟ ୯୪% ଲୋକ ଏହା ଦ୍ଵାରା ବିରକ୍ତିଭାବ!-->!-->!-->!-->!-->…
Read More...
Read More...
ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଯାତ୍ରାରେ ବଡ଼ଦାଣ୍ଡରେ ରନ୍ଧାଖାଦ୍ୟ ମନା
ପୁରୀ: ୨୦୨୬ ରଥଯାତ୍ରା ପାଇଁ ପୁରୀ ମ୍ୟୁନିସିପାଲିଟିର ଡ୍ରାଫ୍ଟ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହୋଇଛି। ଚଳିତ ବର୍ଷ ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଯାତ୍ରା ସମୟରେ ବଡ଼ଦାଣ୍ଡରେ ରନ୍ଧା ଖାଦ୍ୟ ନ ବାଣ୍ଟିବାକୁ ନିଆଯାଇଛି ନିଷ୍ପତ୍ତି। ଫଳରେ ବଡ଼ଦାଣ୍ଡରେ ଅଇଁଠା ପତ୍ର, ପାଣି ବୋତଲ ପଡ଼ିବନି। ବଡ଼ଦାଣ୍ଡ!-->…
Read More...
Read More...
୩୦୦ ସ୍କୁଲ ଓ ୩୦ ହସ୍ପିଟାଲ ଗଢ଼ିବ ଆଦାନୀ ଗ୍ରୁପ୍
ନୂଆଦିଲ୍ଲୀ: ଦେଶର ସାମାଜିକ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆଦାନୀ ଗ୍ରୁପ୍ ବଡ଼ ନିବେଶ ଯୋଜନା ଘୋଷଣା କରିଛି। ଆଗାମୀ ଦଶ ବର୍ଷ ମଧ୍ୟରେ ସାରା ଦେଶରେ ୩୦୦ଟି ସ୍କୁଲ ଓ ୩୦ଟି ଆଧୁନିକ ହସ୍ପିଟାଲ ନିର୍ମାଣ ପାଇଁ ପ୍ରାୟ ୬୦ ହଜାର କୋଟି ଟଙ୍କାର ସାମାଜିକ ନିବେଶ କରିବାକୁ ଗୋଷ୍ଠୀ ପକ୍ଷରୁ!-->…
Read More...
Read More...
ରାଜ୍ୟରେ କଂଗ୍ରେସର ଏପରି ସ୍ଥିତି ପାଇଁ କେବଳ ବିଜେଡି ଦାୟୀ: ସୋଫିଆ
ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ଆଗରୁ ଖୋଲା ଅସନ୍ତୋଷ ଝାଡିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ୍। ବିଜେଡି ସହ ବୁଝାମଣାକୁ ନେଇ ବିଷୋଦଗାର କରିଛନ୍ତି ସେ। ରାଜ୍ୟସଭା ପାଇଁ ପ୍ରାର୍ଥୀ ଚୟନ ପୂର୍ବରୁ କାହାସହ ଆଲୋଚନା ହୋଇନି। ବିଧାୟକମାନଙ୍କ ସହ ଆଲୋଚନା ହୋଇଥିଲେ ଭଲ ହୋଇଥାନ୍ତା।!-->…
Read More...
Read More...