Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍ ସହ ପଞ୍ଜାବ ପୁଲିସ୍ ଇନ୍ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
Browsing Category
Today’s Highlight
ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ। ରବିବାର ଭୁବନେଶ୍ୱରରେ ସେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ଏହି ସାକ୍ଷାତକାର ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥ୍ୱୀରାଜ!-->…
Read More...
Read More...
ସୋଆ ଦନ୍ତ ଚିକିତ୍ସା ଛାତ୍ରୀଙ୍କୁ ସମ୍ମାନଜନକ ଆଇସିଏମ୍ଆର୍ ଏମ୍ଡିଏସ୍ ଥେସିସ୍ ଗ୍ରାଂଟ
ଭୁବନେଶ୍ୱର, ସେପେ୍ଟମ୍ବର ୧୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ ସାଇନ୍ସେସ୍ (ଆଇଡିଏସ୍)ର ଦୁଇଜଣ ସ୍ନାତକୋତର ଛାତ୍ରୀ ୨୦୨୬ ପାଇଁ ଆଇସିଏମ୍ଆର୍ ଏମ୍ଡିଏସ୍ ଥେସିସ୍ ଗ୍ରାଂଟ ନିମନ୍ତେ ମନୋନୀତ ହୋଇଛନ୍ତି। ଏକାଡେମିକ୍ ଉତ୍କର୍ଷତା ଓ!-->…
Read More...
Read More...
ସୋଆର ଫ୍ୟାକଲ୍ଟି ଅଫ୍ ମ୍ୟାନେଜମେଂଟ ସାଇନସେସ୍ ଏବଂ ହୋଟେଲ୍ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ…
ଭୁବନେଶ୍ୱର, ୧୯/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍) ଓ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍)ର ଛାତ୍ରଛାତ୍ରୀଙ୍କ ନିମନ୍ତେ ଶନିବାର ଏକ ସ୍ୱତନ୍ତ୍ର ଗ୍ରାଜୁଏସନ୍ ଉତ୍ସବ!-->…
Read More...
Read More...
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକୁ କେବଳ ଲାଭ କମାଇବା ଉଦ୍ଦେଶ୍ୟରେ ବ୍ୟବସାୟିକ ଢାଞ୍ଚାରେ ଚଳାଇବାକୁ ଅନୁମତି ଦିଆଯାଇପାରିବ ନାହିଁ। ଶିକ୍ଷା ସମ୍ବନ୍ଧୀୟ ସାର୍ବଜନୀନ ଲକ୍ଷ୍ୟ ହାସଲ କରିବା ଏହି ସଂସ୍ଥାଗୁଡ଼ିକର ମୁଖ୍ୟ ଉଦ୍ଦେଶ୍ୟ ହେବା ଉଚିତ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏମିଟି!-->…
Read More...
Read More...
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ଭୁବନେଶ୍ବର: ଖୋର୍ଦ୍ଧା ଜଟଣୀସ୍ଥିତ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (NISER) କ୍ୟାମ୍ପସରେ ଅଘଟଣ। ଭାଗୀରଥୀ ହଷ୍ଟେଲ ଛାତରୁ ପଡ଼ି ଜଣେ ତୃତୀୟ ବର୍ଷ ଇଣ୍ଟିଗ୍ରେଟେଡ୍ ଏମ୍ଏସ୍ସି ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ମହାରାଷ୍ଟ୍ରର ନାଗପୁରର ବିନୟ ସନ୍ୟାସୀ!-->…
Read More...
Read More...
ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶରେ ଘଟିଛି ହୃଦୟବିଦାରକ ଦୁର୍ଘଟଣା। ପ୍ରବଳ ବର୍ଷା ପରେ ନାଳରେ ଉଛୁଳିଥିବା ପାଣିର ପ୍ରଖର ସ୍ରୋତରେ କାର ଭାସିଯିବାରୁ ୭ ଜଣ ଓଡ଼ିଆଙ୍କ ସମେତ ୮ ଜଣଙ୍କ ଜୀବନ ଚାଲିଯାଇଛି। ମୃତକଙ୍କ ମଧ୍ୟରେ ୩ ଜଣ ଶିଶୁ, ୨ ଜଣ ମହିଳା ଓ ୩ ଜଣ ପୁରୁଷ ରହିଛନ୍ତି। ସମସ୍ତ ଓଡ଼ିଆ ମୃତକ!-->…
Read More...
Read More...
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପାକିସ୍ତାନ: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର କୋହାଟ ଜିଲ୍ଲାରେ ଶୁକ୍ରବାର ଏକ ବଡ଼ଧରଣର ବିସ୍ଫୋରଣ ଘଟିଛି। ପୁଲିସ ଲାଇନ ନିକଟରେ ଲୋକମାନେ ପ୍ରାର୍ଥନା କରୁଥିବା ସମୟରେ ଏହି ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି। ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ!-->…
Read More...
Read More...
ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ଉତ୍ତରାଖଣ୍ଡ: ବହୁଚର୍ଚ୍ଚିତ ୨୦୦୬ ନିଠାରୀ ଗଣହତ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ରାୟରେ ଦୋଷମୁକ୍ତ ହୋଇଥିବା ସୁରେନ୍ଦ୍ର କୋଲି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଉତ୍ତରାଖଣ୍ଡର ହରିଦ୍ୱାରରେ ଥିବା ତାଙ୍କ ଚା’ ଦୋକାନରେ ଗତରାତିରେ ସେ ବେକରେ ଦଉଡ଼ି ଦେଇଥିବା ପୁଲିସ ସୂତ୍ରରୁ ସୂଚନା ମିଳିଛି।!-->…
Read More...
Read More...
କ୍ରସ୍ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନରେ ଦଳୀୟ ହ୍ୱିପ୍ ଅମାନ୍ୟ କରି କ୍ରସ୍ ଭୋଟିଂ କରିଥିବା ଅଭିଯୋଗରେ ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ପ୍ରସଙ୍ଗ ଏବେ ହାଇକୋର୍ଟରେ ପହଞ୍ଚିଛି। ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ପକ୍ଷରୁ ଦାଏର ମାମଲାକୁ ହାଇକୋର୍ଟ ବିଚାର ପାଇଁ ଗ୍ରହଣ!-->…
Read More...
Read More...
ତୃତୀୟ ଥର ପାଇଁ ଟାଟା ଚେୟାରମ୍ୟାନ ହେଲେ ଏନ.ଚନ୍ଦ୍ରଶେଖରନ୍
ନ୍ୟୁଜ୍ ବ୍ୟୁରୋ: ଟାଟା ଗ୍ରୁପ୍ର ଚେୟାରମ୍ୟାନ ଭାବେ ଏନ୍. ଚନ୍ଦ୍ରଶେଖରନଙ୍କୁ ପୁଣି ଥରେ ନିଯୁକ୍ତି ମିଳିଛି। ଗୁରୁବାର ଟାଟା ସନ୍ସର ବୋର୍ଡ ତାଙ୍କୁ ତୃତୀୟ ଥର ପାଇଁ ଅଧ୍ୟକ୍ଷ ଭାବେ ପୁନଃନିଯୁକ୍ତ କରିଛି। ଏହା ସହିତ ଟାଟା ଗ୍ରୁପ୍ର ପରବର୍ତ୍ତୀ ଚେୟାରମ୍ୟାନଙ୍କୁ ନେଇ ଚାଲିଥିବା!-->…
Read More...
Read More...