ପ୍ରମୁଖ ଖବର

କଳାହାଣ୍ଡି: ରଙ୍ଗ ଖେଳି ଗାଧୋଇବା ବେଳେ ନଦୀରେ ବୁଡ଼ି ଯୁବକ ମୃତ
କନ୍ଧମାଳରୁ ୭୩ କେଜି ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
ହୋଲିରେ ଅଘଟଣ, ରାଜଧାନୀ ଭୁବନେଶ୍ବରରେ ୨ ଜଣଙ୍କୁ ହତ୍ୟା
Browsing Category

Today’s Highlight

ଶିମିଳିପାଳ ଜଗିବେ ପୋଲିସ ଫୋର୍ସ

ମୟୂରଭଞ୍ଜ: ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୁଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟାୟରେ ମୁତୟନ ହେବେ ଏକ ପ୍ଲାଟୁନ ପୁଲିସ ଫୋର୍ସ। ଜଏଣ୍ଟ ଟାସ୍କ ଫୋର୍ସ ସହ ମିଶି ପାଟ୍ରୋଲିଂ ଓ ଚଢ଼ାଉ କରିବେ ବୋଲି ମୟୂରଭଞ୍ଜ ଏସପି ସୂଚନା ଦେଇଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି
Read More...

ଡାଲମିଆ ସିମେଣ୍ଟ କମ୍ପାନୀରେ ବଡ଼ ଦୁର୍ଘଟଣା

ରାଜଗାଙ୍ଗପୁର: ସୁନ୍ଦରଗଡ ରାଜଗାଙ୍ଗପୁରରେ ଥିବା ଡାଲମିଆ ସିମେଣ୍ଟ କଂପାନୀରେ ବଡ଼ ଦୁର୍ଘଟଣା। ଷ୍ଟକ ରଖାଯାଉଥିବା କୋଇଲା ହପ୍ପର ଭୁଶୁଡ଼ି ପଡ଼ିଥିବା ସୂଚନା ମିଳିଛି। କୋଇଲା ହପ୍ପର ଭୁଶୁଡ଼ି ପଡ଼ିବାରୁ ୩ରୁ୪ ଶ୍ରମିକ ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ଘଟଣାକୁ ନେଇ କାରଖାନା
Read More...

୧୮ରୁ ଚିଲିକା ଓ ଭିତରକନିକାରେ ପକ୍ଷୀ ଗଣନା

ଭୁବନେଶ୍ବର: ଚଳିତମାସ ୧୮ ତାରିଖରୁ ଚିଲିକା ଓ ଭିତରକନିକାରେ ପକ୍ଷୀଗଣନା ଆରମ୍ଭ ହେବ। ୫ଟି ରେଞ୍ଜରେ ସକାଳ ୬ରୁ ୧୨ଟା ପର୍ଯ୍ୟନ୍ତ ପକ୍ଷୀଗଣନା କରାଯିବ। ରମ୍ଭା, ବାଲୁଗାଁ, ଟାଙ୍ଗୀ, ସାତପଡ଼ା, ଚିଲିକାରେ ପକ୍ଷୀଗଣନା ହେବ। ଏହି ଗଣନା ପାଇଁ ୨୧ଟି ଟିମ୍‌, ପ୍ରତି ଟିମ୍‌ରେ ୪ରୁ ୫ ଜଣ ରହିବେ
Read More...

ଲ୍ୟାଣ୍ଡମାଇନ ବିସ୍ଫୋରଣ: ୨ ଯବାନ ଗୁରୁତର

ଛତିଶଗଡ: ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଛି। ଛତିଶଗଡ଼ର ବିଜାପୁର ଜିଲାରେ ପୁଣି ଥରେ ନକ୍ସଲଙ୍କ ଦ୍ଵାରା ଖଞ୍ଜା ଯାଇଥିବା ଆଇଇଡି ସଂସ୍ପର୍ଶରେ ଆସି ଆହତ ହୋଇଛନ୍ତି ଯବାନ। ବିସ୍ଫୋରଣରେ ସୁରକ୍ଷାବାହିନୀର ୨ ଜଣ ଯବାନ ଆହତ ହୋଇଛନ୍ତି।ଆହତଙ୍କୁ ଚିକିତ୍ସା
Read More...

ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

ନୂଆଦିଲ୍ଲୀ: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଚଳିତ ଜାନୁଆରୀ ମାସରୁ
Read More...

ଭାରସାମ୍ୟ ହରାଇ ପୋଖରୀକୁ ଓଲଟିଲା କାର, ୨ ମୃତ

ପୁରୀ: ଭାରସ୍ୟାମ ହରାଇ ପୋଖରୀ ଭିତରକୁ ପଶିଗଲା କାର୍। ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ବର୍ତ୍ତିଗଲେ ଅନ୍ୟ ୨ ଯାତ୍ରୀ। କୋଣାର୍କ ନିମାପଡ଼ା ରାସ୍ତା ଜୁଣେଇ ଶଙ୍ଖଠାରେ ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା। କୋଣାର୍କରୁ ନିମାପଡ଼ା ଅଭିମୁଖେ ଯାଉଥିବା ବେଳେ କାରଟି ଭାରସ୍ୟାମ
Read More...

ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା। ରାଜ୍ୟରେ ସର୍ବାଧିକ ସକ୍ଷମ ହେବ ଅଙ୍ଗନବାଡି କେନ୍ଦ୍ର। ଏନେଇ ବଡ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତି ପରିଡା। ଖୁବଶୀଘ୍ର ଅଙ୍ଗନବାଡି କର୍ମୀଙ୍କ ଦରମା ବଢାଯିବ ବୋଲି କହିଛନ୍ତି
Read More...

୮ମ ବେତନ ଆୟୋଗକୁ ପ୍ରଧାନମନ୍ତ୍ରୀଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଜେଟ୍‌ ପୂର୍ବରୁ ଦେଇଛନ୍ତି ବଡ ଉପହାର। ୮ମ ବେତନ ଆୟୋଗ ପାଇଁ ମଞ୍ଜୁରୀ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନଶନଭୋଗୀମାନେ ଅଷ୍ଟମ ବେତନ କମିଶନ ପାଇଁ ଉତ୍ସାହର ସହିତ
Read More...

ନବ ଦାସ ହତ୍ୟା ଘଟଣାରେ ସିବିଆଇ ତଦନ୍ତ ଦାବି କଲେ ଦୀପାଳି ଦାସ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ପ୍ରସ୍ତାବ ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଚାଲିଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ ବିଧାୟିକା ଦୀପାଳି ଦାସ
Read More...

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ମାତୃବିୟୋଗ

ପୁରୀ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ ହୋଇଛି। ୮୯ ବର୍ଷ ବୟସରେ ତାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ମୃତ୍ୟୁ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମିଳିଥିବା ସୂଚନା ଅନୁସାରେ ଲୋଭାବତୀ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ସେ କଟକରେ ଏକ
Read More...