Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍କ୍ରିପସନ୍, ଲାଗୁ ହେବ ‘ୱାନ୍ ନେସନ, ୱାନ୍ ହେଲ୍ଥ’
Browsing Category
Today’s Highlight
ଗୁଣ୍ଡିଚା ଦିନ ଭୋକ ଉପାସରେ ଥିଲେ ମହାପ୍ରଭୁ : ମୁଖ୍ୟ ବାଡଗ୍ରାହୀ
ପୁରୀ: ଆଡପ ପହଣ୍ଡି ବେଳେ ବଡ ଠାକୁର ବଳଭଦ୍ର ଖସିପଡିବା ଘଟଣାରେ ଶେଷରେ ମୁହଁ ଖୋଲିଛନ୍ତି ବଳଭଦ୍ରଙ୍କର ମୁଖ୍ୟ ବାଡଗ୍ରାହୀ ହଳଧର ଦାସ ମହାପାତ୍ର। ହଳଧର କହିଛନ୍ତି ଯେ, ଗୋଟିଏ ଦିନରେ ଗୁଣ୍ଡିଚା ଯାତ୍ରା , ନେତ୍ରୋତ୍ସବ ଏବଂ ନବଯୌବନ ଦର୍ଶନ ନୀତିକାନ୍ତି ଠିକ୍ ନୁହେଁ। ନୀତିକାନ୍ତିରେ ଭୁଲ୍!-->…
Read More...
Read More...
କଟକ ନର୍ସିଂହୋମ୍ରେ ଅଗ୍ନିକାଣ୍ଡ
କଟକ: କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍ର ତୃତୀୟ ମହଲାରେ ନିଆଁ ଲାଗିଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏଥିସହିତ ଆଇସିୟୁରେ ଥିବା ରୋଗୀମାନଙ୍କୁ!-->…
Read More...
Read More...
ଆସନ୍ତା ଆଠ ଦିନ ରେ ବଙ୍ଗୋପସାଗର ରେ ଦୁଇଟି ଲଘୁଚାପ !
ଭୁବନେଶ୍ବର: ଆସନ୍ତା ଆଠ ଦିନ ରେ ବଙ୍ଗୋପସାଗର ରେ ସୃଷ୍ଟି ହୋଇପାରେ ଦୁଇଟି ଲଘୁଚାପ କ୍ଷେତ୍ର। ଆସନ୍ତା ୧୫ ଜୁଲାଇ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ସୃଷ୍ଟି ହୋଇପାରେ ପ୍ରଥମ ଲଘୁଚାପ କ୍ଷେତ୍ର। ଏହି କ୍ଷେତ୍ର ଟି ପ୍ରଭାବ ରେ ୧୪ ତାରିଖ ରୁ ରାଜ୍ୟ ରେ ବର୍ଷା ସମ୍ଭାବନା ରହିଛି। ୧୫-୧୬!-->…
Read More...
Read More...
ଶିକ୍ଷା ମାଧ୍ୟମରେ ସଶକ୍ତ ହେବେ ଜନଜାତି ଛାତ୍ରଛାତ୍ରୀ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ବର: ଜନଜାତି ଛାତ୍ରଛାତ୍ରୀଙ୍କୁ ଯୋଗାଇ ଦିଆଯିବ ଇଂରାଜୀ ଶିକ୍ଷା। ଶିକ୍ଷା ମାଧ୍ୟମରେ ସଶକ୍ତ ହେବେ ଜନଜାତି ଛାତ୍ରଛାତ୍ରୀ। ଏଥି ପାଇଁ ଭିତ୍ତିଭୂମି ବିକାଶର ଆବଶ୍ୟକତା ଥିବା ବେଳେ ୪୫୦ଟି ଆବାସିକ ବିଦ୍ୟାଳୟରେ ହଷ୍ଟେଲ ନିର୍ମାଣ କରାଯାଉଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ!-->…
Read More...
Read More...
ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ ଆଉ ୩ଟି ମେଡିକାଲ କଲେଜ : ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ବର: ଡାକ୍ତରୀ ଛାତ୍ରୀଛାତ୍ର ମାନଙ୍କ ପାଇଁ ଖୁସି ଖବର। ରାଜ୍ୟରେ ଖୁବ୍ଶୀଘ୍ର ଆଉ ୩ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ ରହିଛି। ଆଗାମୀ ଦିନରେ ଯାଜଯୁର, କନ୍ଧମାଳ ଓ ତାଳଚେରରେ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି ଶୁକ୍ରବାର କଟକ!-->…
Read More...
Read More...
ବାଲୁକା କଳା ଚାମ୍ପିଅନସିପରେ ସୁଦର୍ଶନ ଜିତିଲେ ସ୍ୱର୍ଣ୍ଣ ପଦକ
ଭୁବନେଶ୍ବର: ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ସ୍ୱର୍ଣ୍ଣ ପଦକ। ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ପାଇଛନ୍ତି ସୁଦର୍ଶନ ପଟ୍ଟନାୟକ। ପିଟର ଓ ପଲ୍ ଦୁର୍ଗର ବାଲୁକା ପ୍ରତିମୂର୍ତ୍ତି ନିର୍ମାଣ କରି ଏହି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଋଷିଆର!-->…
Read More...
Read More...
ରୌପ୍ୟ ପଦକ ବିଜୟୀ ରୋନିତ୍ଙ୍କୁ ଜିଲ୍ଲାପାଳଙ୍କ ଶୁଭେଛା
କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାର ଉଦୀୟମାନ ପାୱାର ଲିଫ୍ଟିଙ୍ଗ୍ ତାରକା ରୋନିତ୍ ରୋସନ ସ୍ୱାଇଁଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ମଧ୍ୟପ୍ରଦେଶର ଉଜ୍ଜୟିନୀଠାରେ ସଦ୍ୟ ସମାପ୍ତ ଜାତୀୟ ପାୱାର୍ ଲିଫ୍ଟିଙ୍ଗ୍!-->…
Read More...
Read More...
ସେବାୟତଙ୍କ ବିବାଦ ପାଇଁ ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିପାରିନି ପତିତପାବନ ବାନା
ପୁରୀ: ପୁରୀରେ ରଥଯାତ୍ରା ଚାଲିଥିବା ବେଳେ ଗୋଟିଏ ପରେ ଗୋଟିଏ ବିଭ୍ରାଟ ସାମ୍ନାକୁ ଆସୁଛି। ନିକଟରେ ପହଣ୍ଡି ବେଳେ ବଳଭଦ୍ରଙ୍କ ବିଗ୍ରହ ରଥରୁ ଖସି ତଳକୁ ମୁହଁ ମାଡ଼ି ପଡ଼ିଯିବା ପରେ ବିବାଦ ସୃଷ୍ଟି ହୋଇଥିଲା। କେଉଁ କାରଣରୁ ଏପରି ଘଟଲା ତାହା ତର୍ଜମା କରିବା ପାଇଁ ଏକ ୩ ଜଣିଆ କମିଟି ମଧ୍ୟ!-->…
Read More...
Read More...
ବାହୁଡ଼ାରେ ସୃଷ୍ଟି ହୋଇପାରେ ଲଘୁଚାପ, ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଜୁଲାଇ ୧୫ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଶୁକ୍ରବାର ସୋଆର ପରିବେଶ ଏବଂ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି। ଜୁଲାଇ ୧୪ରେ ସେହି ଅଂଚଳରେ ଏକ ଅପର୍ ଏୟାର ସାଇକ୍ଲୋନିକ୍!-->…
Read More...
Read More...
ସୁପ୍ରିମକୋର୍ଟରୁ ଜାମିନ ମିଳିଲା ପରେ ମଧ୍ୟ ଜେଲରୁ ବାହାରି ପାରିବେନି କେଜ୍ରିୱାଲ
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବଡ ଆଶ୍ଵସ୍ତି। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟରୁ ମିଳିଲା ଜାମିନ । ଆଜି ସର୍ବୋଚ୍ଚ କୋର୍ଟ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ତେବେ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଥିଲେ ମଧ୍ୟ ତିହାର!-->…
Read More...
Read More...