Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ
Browsing Category
Today’s Highlight
ଶ୍ରୀମନ୍ଦିରରେ ଲାଗିବ ଏଆଇ କ୍ୟାମେରା
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପ୍ରସଙ୍ଗ । ଉନ୍ନତ ଜ୍ଞାନ କୌଶଳ ପ୍ରୟୋଗ କରାଯାଇ ଭିଡ଼ ନିୟନ୍ତ୍ରଣ କରାଯିବା ସହିତ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ଏଆଇ କ୍ୟାମେରା!-->…
Read More...
Read More...
ସ୍ୱାଧୀନତା ଦିବସ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ରାତି ପାହିଲେ ସାରା ଦେଶ ପାଳିବ ୭୮ତମ ସ୍ବାଧୀନତା ଦିବସ। ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ବୁଧବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି। ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧିତ କରି କହିଛନ୍ତି!-->…
Read More...
Read More...
ଗଞ୍ଜେଇ ମାଫିଆଙ୍କ ସହ ଡିଲ୍ କରି ୯ ପୋଲିସ୍ କର୍ମଚାରୀ ନିଲମ୍ବିତ
ଲମତାପୁଟ: ଗଞ୍ଜେଇ ମାଫିଆଙ୍କୁ ଛାଡ଼ିବା ଓ ସେମାନଙ୍କ ସହ ଡିଲ୍ କରିବା ପଡ଼ିଲା ମହଙ୍ଗା। ୧୧ ପୋଲିସ୍ କର୍ମଚାରୀଙ୍କୁ ନିଲମ଼୍ବନ ଆଦେଶ ଦେଇଛନ୍ତି ଏସ୍ପି । ଏହି କର୍ମଚାରୀ ଗଞ୍ଜେଇ ମାଫିଆଙ୍କୁ ପିଛା କରି ସେମାନଙ୍କ ସହ ଡିଲ କରିଥିବା ଅଭିଯୋଗ ହୋଇଥିଲା । ନିଲମ୍ବିତ ପୋଲିସ କର୍ମଚାରୀଙ୍କ!-->…
Read More...
Read More...
ଅରବିନ୍ଦ କେଜରିୱାଲଙ୍କ ଅନ୍ତରୀଣ ଜାମିନ ଖାରଜ
ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅନ୍ତରୀଣ ଜାମିନକୁ ଅଗ୍ରାହ୍ୟ କରିଛନ୍ତି ସୁପ୍ରିମକୋର୍ଟ। ଏହି ମାମଲାରେ ସୁପ୍ରିମକୋର୍ଟ ସିବିଆଇର ଉତ୍ତର ଚାହିଁବା ସହ ମାମଲାର ଶୁଣାଣିକୁ ଆସନ୍ତା ଅଗଷ୍ଟ ୨୩ ଯାଏ ସ୍ଥଗିତ ରଖିଛନ୍ତି।!-->…
Read More...
Read More...
ଓଡ଼ିଶାର ୧୩ ଜଣଙ୍କୁ ପୋଲିସ ମେଡାଲ
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସାହସିକତା ଓ ସେବା ମେଡାଲ ଘୋଷଣା କରାଯାଇଛି। ଓଡ଼ିଶାର ୧୩ ଜଣଙ୍କୁ ମିଳିବ ପୋଲିସ ମେଡାଲ। ଉଲ୍ଲେଖନୀୟ ସେବା ପାଇଁ ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପୋଲିସ ପଦକ। ଏଡିଜି ସୁରେଶ ଦେବ ଦତ୍ତ ସିଂହ, ଡିଏସପି ସଚିଦାନନ୍ଦ ରଥଙ୍କୁ ମିଳିବ ମେଡାଲ।
!-->!-->!-->…
Read More...
Read More...
ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ହେଲେ ମନୋଜ ଆହୁଜା
ପୁରୀ: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଦିଆଗଲା ନୂଆ ଦାୟିତ୍ଵ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟ ସଚିବ ସହିତ ଅତିରିକ୍ତ ଭାବେ ସେ ଏହି ଦାୟିତ୍ୱ ତୁଲାଇବେ।ଆଇନ!-->…
Read More...
Read More...
ମାଟିତଳୁ ମିଳିଲା ନକ୍ସଲ ଲୁଚାଇଥିବା ୩୮ ଲକ୍ଷ ଟଙ୍କା
ଛତିଶଗଡ: ଛତିଶଗଡ ଗରିଆବନ୍ଧ ପୋଲିସର ବଡ ସଫଳତା। ମାଟି ତଳେ ପୋତା ଯାଇଥିଲା ୩୮ ଲକ୍ଷ ଟଙ୍କା। ଗାତ ଖୋଳି ସେହି ଟଙ୍କାକୁ ଜବତ କରିଛି ସିଆର୍ପିଏଫ୍ ଯବାନ ଓ ଛତିଶଗଡ଼ ପୁଲିସ୍। ଏଥିସହ ବିପୁଳ ପରିମାଣରେ ମାରଣାସ୍ତ୍ର ଜବତ କରାଯାଇଛି। ନକ୍ସଲମାନେ ସେହି ଟଙ୍କା ଓ ମାରଣାସ୍ତ୍ର ପୋତି ରଖିଥିବା!-->…
Read More...
Read More...
ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’
ଭୁବନେଶ୍ବର: ରାଜ୍ୟ ସରକାର ‘ଭାଙ୍ଗ’କୁ ମାଦକ ଦ୍ରବ୍ୟ ଭାବେ ଘୋଷଣା ଘୋଷଣା କରିଛନ୍ତି। ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦ ର ୨୦୧୩) ର ଧାରା ୨ (ଟି) ଦ୍ୱାରା ଦିଆଯାଇଥିବା କ୍ଷମତାକୁ ବ୍ୟବହାର କରି ରାଜ୍ୟ!-->…
Read More...
Read More...
ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆସିଲା ପୋଷ୍ଟମର୍ଟମ ରିପୋର୍ଟ
କଲିକତା: ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଡାକ୍ତରୀ ପିଜି ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପୋଷ୍ଟମର୍ଟମ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ଯ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଟ୍ରେନି ମହିଳା ଡାକ୍ତରଙ୍କୁ ଅତି ନିର୍ମମ ଭାବେ ପିଟିବା ପରେ ତାଙ୍କ ସହ ଦୁଷ୍କର୍ମ କରାଯାଇଥିଲା।!-->…
Read More...
Read More...
ପରଲୋକରେ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା
ବରଗଡ଼: ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ। ୭୦ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ ସେ ଦର୍ଶକଙ୍କ!-->…
Read More...
Read More...