Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍କ୍ରିପସନ୍, ଲାଗୁ ହେବ ‘ୱାନ୍ ନେସନ, ୱାନ୍ ହେଲ୍ଥ’
Browsing Category
Today’s Highlight
ସୋଆ ଏବଂ ଏଭିଏନ୍ଏଲ୍ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
ଭୁବନେଶ୍ୱର: ଯୁଗ୍ମ ଗବେଷଣା, ପରାମର୍ଶ, ଶିକ୍ଷା, ପ୍ରଶିକ୍ଷଣ ଓ ପ୍ରକଳ୍ପ କାର୍ଯ୍ୟ ନିମନ୍ତେ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ ଆର୍ମୋର୍ଡ ଭେହିକିଲ୍ସ ନିଗମ ଲିମିଟେଡ୍ (ଏଭିଏନ୍ଏଲ୍) ଓ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ମଧ୍ୟରେ ଶୁକ୍ରବାର ଏଠାରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଯାଇଛି।ସୋଆ!-->…
Read More...
Read More...
ଆସ୍ଥା ଭୋଟ୍ ହାରିଲେ ନେପାଳ ପ୍ରଧାନମନ୍ତ୍ରୀ ପ୍ରଚଣ୍ଡ
ନୂଆଦିଲ୍ଲୀ: ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ଓରଫ ପ୍ରଚଣ୍ଡ। ପ୍ରଚଣ୍ଡଙ୍କ ପାଇଁ ଏକ ଖରାପ ଦିନ ବୋଲି ପ୍ରମାଣିତ ହୋଇଛି ସେ ସଂସଦରେ ଆସ୍ଥା ଭୋଟରେ ହାରି ଯାଇଛନ୍ତି। ଯାହା ପରେ ଏବେ ପ୍ରଶ୍ନ ଉଠିଛି ଯେ ନେପାଳର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବେ।
ନେପାଳର ପ୍ରଧାନମନ୍ତ୍ରୀ!-->!-->!-->…
Read More...
Read More...
ରଥ ଉପରକୁ ମୋବାଇଲ ମନା
ପୁରୀ: ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ବଳଭଦ୍ର ପଡ଼ିଯିବା ଘଟଣା ଏବେ ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ହୋଇଛି। ଅଭିଜ୍ଞ ନଥିବା ଯୁବ ସେବାୟତ ରଥରେ ଗହଳି କରି ମୋବାଇଲରେ ବ୍ୟସ୍ତ ରହୁଥିବା ଅଭିଯୋଗ ହେଉଛି। ଆବଶ୍ୟକ ନଥିବା ତଥା ରଥ ଉପରେ ଭିଡ଼ ଜମେଇବା ଏଭଳି ଅଘଟଣର ଏକ ପ୍ରମୁଖ କାରଣ ବୋଲି!-->…
Read More...
Read More...
ରାଜଭବନ କର୍ମଚାରୀଙ୍କୁ ମାଡମାରିଲେ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ
ପୁରୀ: ଏଏସଓଙ୍କୁ ମାଡମାରି ଅଡୁଆରେ ରାଜ୍ୟପାଳଙ୍କ ପୁଅ ! ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ନାଁରେ ସାଂଘାତିକ ଅଭିଯୋଗ । ରାଜଭବନ କର୍ମଚାରୀ ଡ୍ୟୁଟିରେ ଥିବା ସମୟରେ ତାଙ୍କୁ ମାଡ଼ ମାରିବା ସହ ଗାଳି ଗୁଳଜ କରିଥିବା ଅଭିଯୋଗ ସାମ୍ନାକୁ ଆସିଛି । ଏନେଇ ରାଜ୍ୟପାଳ ଓ ରାଜ୍ୟପାଳଙ୍କ!-->…
Read More...
Read More...
ସପ୍ତମ ବାଟାଲିୟନ ଭିତରେ ସିପାହୀଙ୍କ ଝୁଲନ୍ତା ମୃତଦେହ
ଭୁବନେଶ୍ୱର: ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରୁ ଜଣେ ଯବାନଙ୍କ ଝୁଲନ୍ତା ମୃତଦେହ ବୁଧବାର ଜବତ ହୋଇଛି। ମୃତ ଯବାନ ଜଣଙ୍କ ହେଲେ ଦୁର୍ଯ୍ୟୋଧନ ମହାନ୍ତି। ଗଛରେ ରଶି ଲଗାଇ ଦୁର୍ଯ୍ୟୋଧନ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି ।ଦୁର୍ଯ୍ୟୋଧନ୨୦୦୨ ବ୍ୟାଚର ସିପାହୀ ଥିଲେ ।ଭୁବନେଶ୍ୱର ସପ୍ତମ!-->…
Read More...
Read More...
ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ସଭାପତି ହେଲେ ସମୀର ଦେ
କଟକ: ଫୁଟବଲ ଆସୋସିଏସନ ଅଫ୍ ଓଡ଼ିଶା (ଫାଓ)ର ସଭାପତି ଭାବେ ନିଯୁକ୍ତ ହେଲେ ସମୀର ଦେ ।ଏହା ପୂର୍ବରୁ ପୂର୍ବରୁ ବିଜେଡି ନେତା ଦେବାଶିଷ ସାମନ୍ତରାୟ ସଭାପତି ଥିଲେ। କୌଣସି ପ୍ରତିଦ୍ୱନ୍ଦୀ ନଥିବାରୁ ନିର୍ବାଚନ ପୂର୍ବରୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ସମୀର ଦେ । ଏହା ସହିତ ସମ୍ପାଦକ ଭାବେ!-->…
Read More...
Read More...
ବାପାର ବୋମା ମାଡ଼ରେ ପୁଅର ମୃତ୍ୟୁ
ଖୋର୍ଦ୍ଧା: ବାପାର ବୋମା ମାଡ଼ରେ ସାନ ପୁଅର ମୃତ୍ୟୁ। ଖୋର୍ଦ୍ଧା ଜିଲା ବାଲୁଗାଁ ବାଣପୁର ଥାନା ସାହାସପୁର ଶାନ୍ତିନଗରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଦିବ୍ୟସିଂହ!-->…
Read More...
Read More...
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ ହେଲେ ଅରବିନ୍ଦ ପାଢ଼ୀ
ଭୁବନେଶ୍ବର: ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ବିକ୍ରମ ଯାଦବଙ୍କୁ ଏହି ପଦରୁ ହଟାଇ ୧୯୯୬ ବ୍ୟାଚର ଆଇଏଏସ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ସରକାର। ଆଇନ ବିଭାଗ ତରଫରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।!-->…
Read More...
Read More...
ନିଟ୍ ପେପର ଲିକର ମାଷ୍ଟର ମାଇଣ୍ଡ ଗିରଫ
ବିହାର: ସିବିଆଇ କବଜାରେ ନିଟ୍ ପେପର ଲିକର ମାଷ୍ଟର ମାଇଣ୍ଡ । ଏନ୍ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍ର କିଙ୍ଗ୍ପିନ୍ଙ୍କୁ ସିବିଆଇ ପାଟନା ନିକଟରୁ ଗିରଫ କରିଛି। ନାଳନ୍ଦାର ରାକେଶ ରଞ୍ଜନ ଓରଫ ରକି ପ୍ରଶ୍ନପତ୍ର ଲିକ୍ ଘଟଣାର ମାଷ୍ଟରମାଇଣ୍ଡ ବୋଲି କୁହାଯାଉଛି। ସିବିଆଇ ତାଙ୍କୁ ଗୁରୁବାର!-->…
Read More...
Read More...
ସାଉଦି ବିମାନରେ ଲାଗିଲା ନିଆଁ
ପାକିସ୍ତାନ: ପାକିସ୍ତାନର ପେଶାୱାର ବିମାନବନ୍ଦରରେ ସାଉଦି ଏୟାରଲାଇନ୍ସର ବିମାନ ନମ୍ବର ଏସଭି-୭୯୨ ଗୁରୁବାର ଅଗ୍ନିକାଣ୍ଡ ଘଟିଛି । ଏହି ବିମାନଟି ସାଉଦି ଆରବର ରାଜଧାନୀ ରିୟାଦରୁ ପେଶାୱାର ଆସିଥିଲା।ସୂଚନା ଅନୁଯାୟୀ, ବିମାନର ଲ୍ୟାଣ୍ଡିଂ ଗିଅରରେ କୌଣସି କାରଣବଶତଃ ଧୂଆଁ ବାହାରୁଥିବା!-->…
Read More...
Read More...