Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିଳ୍ପ ନିବେଶକୁ ବଡ଼ ପ୍ରୋତ୍ସାହନ, ୩୭ ପ୍ରକଳ୍ପ ପାଇଁ ଜମି ଆବଣ୍ଟନକୁ ମଞ୍ଜୁରି
ଓଡ଼ିଶାର ୧୪ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପଦୋନ୍ନତି
ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଗୁରୁ ଦିବସ
ଚେନ୍ନାଇରେ ହେବ ଅଲିମ୍ପିକ୍ ସିଟି ଓ ମୋଟୋରସ୍ପୋର୍ଟସ୍ ସିଟି, ଆସିବ ଫର୍ମୁଲା-୧ ରେସ୍
ସତ୍ୟେନ୍ଦ୍ର ଜୈନ୍ଙ୍କୁ STP ଘୋଟାଲା ମାମଲାରେ ଜାମିନ୍
ଡ୍ରାଫ୍ଟ ଭୋଟର ତାଲିକାରୁ ବାଦ ପଡିଲା ରାଘବ ଚଢ଼ାଙ୍କ ନାଁ
Browsing Category
Today’s Highlight
ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ ଆଉ ୩ଟି ମେଡିକାଲ କଲେଜ : ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ବର: ଡାକ୍ତରୀ ଛାତ୍ରୀଛାତ୍ର ମାନଙ୍କ ପାଇଁ ଖୁସି ଖବର। ରାଜ୍ୟରେ ଖୁବ୍ଶୀଘ୍ର ଆଉ ୩ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ ରହିଛି। ଆଗାମୀ ଦିନରେ ଯାଜଯୁର, କନ୍ଧମାଳ ଓ ତାଳଚେରରେ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି ଶୁକ୍ରବାର କଟକ!-->…
Read More...
Read More...
ବାଲୁକା କଳା ଚାମ୍ପିଅନସିପରେ ସୁଦର୍ଶନ ଜିତିଲେ ସ୍ୱର୍ଣ୍ଣ ପଦକ
ଭୁବନେଶ୍ବର: ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ସ୍ୱର୍ଣ୍ଣ ପଦକ। ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ପାଇଛନ୍ତି ସୁଦର୍ଶନ ପଟ୍ଟନାୟକ। ପିଟର ଓ ପଲ୍ ଦୁର୍ଗର ବାଲୁକା ପ୍ରତିମୂର୍ତ୍ତି ନିର୍ମାଣ କରି ଏହି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଋଷିଆର!-->…
Read More...
Read More...
ରୌପ୍ୟ ପଦକ ବିଜୟୀ ରୋନିତ୍ଙ୍କୁ ଜିଲ୍ଲାପାଳଙ୍କ ଶୁଭେଛା
କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାର ଉଦୀୟମାନ ପାୱାର ଲିଫ୍ଟିଙ୍ଗ୍ ତାରକା ରୋନିତ୍ ରୋସନ ସ୍ୱାଇଁଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ମଧ୍ୟପ୍ରଦେଶର ଉଜ୍ଜୟିନୀଠାରେ ସଦ୍ୟ ସମାପ୍ତ ଜାତୀୟ ପାୱାର୍ ଲିଫ୍ଟିଙ୍ଗ୍!-->…
Read More...
Read More...
ସେବାୟତଙ୍କ ବିବାଦ ପାଇଁ ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିପାରିନି ପତିତପାବନ ବାନା
ପୁରୀ: ପୁରୀରେ ରଥଯାତ୍ରା ଚାଲିଥିବା ବେଳେ ଗୋଟିଏ ପରେ ଗୋଟିଏ ବିଭ୍ରାଟ ସାମ୍ନାକୁ ଆସୁଛି। ନିକଟରେ ପହଣ୍ଡି ବେଳେ ବଳଭଦ୍ରଙ୍କ ବିଗ୍ରହ ରଥରୁ ଖସି ତଳକୁ ମୁହଁ ମାଡ଼ି ପଡ଼ିଯିବା ପରେ ବିବାଦ ସୃଷ୍ଟି ହୋଇଥିଲା। କେଉଁ କାରଣରୁ ଏପରି ଘଟଲା ତାହା ତର୍ଜମା କରିବା ପାଇଁ ଏକ ୩ ଜଣିଆ କମିଟି ମଧ୍ୟ!-->…
Read More...
Read More...
ବାହୁଡ଼ାରେ ସୃଷ୍ଟି ହୋଇପାରେ ଲଘୁଚାପ, ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଜୁଲାଇ ୧୫ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଶୁକ୍ରବାର ସୋଆର ପରିବେଶ ଏବଂ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି। ଜୁଲାଇ ୧୪ରେ ସେହି ଅଂଚଳରେ ଏକ ଅପର୍ ଏୟାର ସାଇକ୍ଲୋନିକ୍!-->…
Read More...
Read More...
ସୁପ୍ରିମକୋର୍ଟରୁ ଜାମିନ ମିଳିଲା ପରେ ମଧ୍ୟ ଜେଲରୁ ବାହାରି ପାରିବେନି କେଜ୍ରିୱାଲ
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବଡ ଆଶ୍ଵସ୍ତି। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟରୁ ମିଳିଲା ଜାମିନ । ଆଜି ସର୍ବୋଚ୍ଚ କୋର୍ଟ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ତେବେ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଥିଲେ ମଧ୍ୟ ତିହାର!-->…
Read More...
Read More...
ସୋଆ ଏବଂ ଏଭିଏନ୍ଏଲ୍ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
ଭୁବନେଶ୍ୱର: ଯୁଗ୍ମ ଗବେଷଣା, ପରାମର୍ଶ, ଶିକ୍ଷା, ପ୍ରଶିକ୍ଷଣ ଓ ପ୍ରକଳ୍ପ କାର୍ଯ୍ୟ ନିମନ୍ତେ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ ଆର୍ମୋର୍ଡ ଭେହିକିଲ୍ସ ନିଗମ ଲିମିଟେଡ୍ (ଏଭିଏନ୍ଏଲ୍) ଓ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ମଧ୍ୟରେ ଶୁକ୍ରବାର ଏଠାରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଯାଇଛି।ସୋଆ!-->…
Read More...
Read More...
ଆସ୍ଥା ଭୋଟ୍ ହାରିଲେ ନେପାଳ ପ୍ରଧାନମନ୍ତ୍ରୀ ପ୍ରଚଣ୍ଡ
ନୂଆଦିଲ୍ଲୀ: ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ଓରଫ ପ୍ରଚଣ୍ଡ। ପ୍ରଚଣ୍ଡଙ୍କ ପାଇଁ ଏକ ଖରାପ ଦିନ ବୋଲି ପ୍ରମାଣିତ ହୋଇଛି ସେ ସଂସଦରେ ଆସ୍ଥା ଭୋଟରେ ହାରି ଯାଇଛନ୍ତି। ଯାହା ପରେ ଏବେ ପ୍ରଶ୍ନ ଉଠିଛି ଯେ ନେପାଳର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବେ।
ନେପାଳର ପ୍ରଧାନମନ୍ତ୍ରୀ!-->!-->!-->…
Read More...
Read More...
ରଥ ଉପରକୁ ମୋବାଇଲ ମନା
ପୁରୀ: ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ବଳଭଦ୍ର ପଡ଼ିଯିବା ଘଟଣା ଏବେ ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ହୋଇଛି। ଅଭିଜ୍ଞ ନଥିବା ଯୁବ ସେବାୟତ ରଥରେ ଗହଳି କରି ମୋବାଇଲରେ ବ୍ୟସ୍ତ ରହୁଥିବା ଅଭିଯୋଗ ହେଉଛି। ଆବଶ୍ୟକ ନଥିବା ତଥା ରଥ ଉପରେ ଭିଡ଼ ଜମେଇବା ଏଭଳି ଅଘଟଣର ଏକ ପ୍ରମୁଖ କାରଣ ବୋଲି!-->…
Read More...
Read More...
ରାଜଭବନ କର୍ମଚାରୀଙ୍କୁ ମାଡମାରିଲେ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ
ପୁରୀ: ଏଏସଓଙ୍କୁ ମାଡମାରି ଅଡୁଆରେ ରାଜ୍ୟପାଳଙ୍କ ପୁଅ ! ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ନାଁରେ ସାଂଘାତିକ ଅଭିଯୋଗ । ରାଜଭବନ କର୍ମଚାରୀ ଡ୍ୟୁଟିରେ ଥିବା ସମୟରେ ତାଙ୍କୁ ମାଡ଼ ମାରିବା ସହ ଗାଳି ଗୁଳଜ କରିଥିବା ଅଭିଯୋଗ ସାମ୍ନାକୁ ଆସିଛି । ଏନେଇ ରାଜ୍ୟପାଳ ଓ ରାଜ୍ୟପାଳଙ୍କ!-->…
Read More...
Read More...