Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍କ୍ରିପସନ୍, ଲାଗୁ ହେବ ‘ୱାନ୍ ନେସନ, ୱାନ୍ ହେଲ୍ଥ’
Browsing Category
Today’s Highlight
ଜମ୍ମୁ-କାଶ୍ମୀର ଏନକାଉଣ୍ଟରରେ ୪ ଆତଙ୍କବାଦୀ: ୨ ଯବାନ ଶହୀଦ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର କୁଲଗାମରେ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଦକ୍ଷିଣ କଶ୍ମିର କୁଲଗାମ ଜିଲାରେ ସେନା ଏବଂ ଆତଙ୍କବାଦୀ ମଧ୍ୟରେ ଏନକାଉଣ୍ଟରରେ ଦୁଇ ଯବାନ ଶହୀଦ ହୋଇଛନ୍ତି। ସେନାର ପ୍ରତିଜବାବରେ ୪ ଆତଙ୍କୀ ମଧ୍ୟ ନିପାତ ହୋଇଛନ୍ତି। ଆଉ ୪ ଆତଙ୍କବାଦୀ!-->…
Read More...
Read More...
ଶୌର୍ଯ୍ୟଚକ୍ର ସମ୍ମାନରେ ସମ୍ମାନୀତ ହେଲେ ଓଡ଼ିଆ ପୁଅ
ନୂଆଦିଲ୍ଲୀ: ସାହସିକତା ପାଇଁ ଓଡ଼ିଆ ପୁଅ ତଥା ନୌସେନାରେ କାର୍ଯ୍ୟରତ ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ପ୍ରଦାନ କରାଯାଇଛି ଶୌର୍ଯ୍ୟଚକ୍ର ସମ୍ମାନ।।ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ତାଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
୨୦୨୩!-->!-->!-->…
Read More...
Read More...
ଜୁଲାଇ ୨୨ରୁ ଆରମ୍ଭ ହେବ ଅଧିବେଶନ
ନୂଆଦିଲ୍ଲୀ: ଦେଶର ସାଧାରଣ ବଜେଟ ଆଗତ ହେବ ଜୁଲାଇ ୨୩ରେ। ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ନିର୍ମଳା ସୀତାରମଣ। ଏନେଇ ଶନିବାର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ!-->…
Read More...
Read More...
ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭାରତୀୟ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ଵରରେ ପହଞ୍ଚିଲେ ମହାମହିମ। ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ମହାମହିମ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି ରାଜ୍ୟପାଳ ରଘୁବର!-->…
Read More...
Read More...
ଚାବିରେ ନ ଖୋଲିଲେ ଭଙ୍ଗାଯିବ ରତ୍ନଭଣ୍ଡାର ତାଲା
ପୁରୀ: ପୁଣି ଝୁଲିକି ରହିଲା ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି। ରତ୍ନଭଣ୍ଡାର ଖୋଲିବା ନେଇ ବାହାରି ପାରିଲାନି କୌଣସି ନିଷ୍କର୍ସ। ଆସନ୍ତା ୯ ତାରିଖରେ ପୁଣି ବସିବ ତଦାରଖ କମିଟି ବୈଠକ। ସରକାରଙ୍କ ଅନୁମତି ପରେ ସବ କମିଟି ଗଠନ କରାଯିବ। ଏହାପରେ ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ନିଆଯିବ!-->…
Read More...
Read More...
ଆସନ୍ତା ବର୍ଷରୁ ଦିଘାରୁ ଗଡ଼ିବ କାଳିଆ ରଥ
ପଶ୍ଚିମବଙ୍ଗ: ଦିଘାରେ ହେବ ରଥଯାତ୍ରା। ଆସନ୍ତା ବର୍ଷଠାରୁ ପଶ୍ଚିମବଙ୍ଗ ଦିଘାରେ ହେବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା। ଦିଘାରେ ଏକ ଭବ୍ୟ ମନ୍ଦିର ନିର୍ମାଣ ଜାରି ରହିଥିବା ବେଳେ ଏହା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏହି ମନ୍ଦିରକୁ ପଶ୍ଚିମବଙ୍ଗ ଗୃହ ଓ ନଗର ଉନ୍ନୟନ ନିଗମ ନିର୍ମାଣ!-->…
Read More...
Read More...
ଏବେ ସରୋଗେସି ମା’ଙ୍କୁ ମିଳିବ ମାତୃକାଳୀନ ଛୁଟି
କଟକ: ସରୋଗେସି ମାଧ୍ୟମରେ ମାଆ ହୋଇଥିବା କର୍ମଚାରୀଙ୍କୁ ଏଣିକି ମିଳିବ ୧୮୦ ଦିନର ପ୍ରସବ କାଳୀନ ଛୁଟି। ପ୍ରାକୃତିକ ଉପାୟରେ ମାଆ ହୋଇଥିବା ମହିଳାଙ୍କ ପରି ସରୋଗେସି ମାଧ୍ୟମରେ ମାଆ ହୋଇଥିବା କର୍ମଚାରୀଙ୍କୁ ଏହି ପ୍ରସବକାଳୀନ ଛୁଟି ଭଳି ସୁବିଧା ଯୋଗାଇବା ସପକ୍ଷରେ ରାୟ ପ୍ରଦାନ!-->…
Read More...
Read More...
ନିଟ ୟୁଜି କାଉନସିଲିଂ ସ୍ଥଗିତ
ନୂଆଦିଲ୍ଲୀ: ପେପର ଲିକ୍ କାରଣରୁ ବିବାଦରେ ଥିବା ନିଟ ୟୁଜି ପରୀକ୍ଷା ପ୍ରକ୍ରିୟାରେ ପୁଣି ଭିନ୍ନ ମୋଡ। ଆରମ୍ଭ ହେବା ପୂର୍ବରୁ ଅନିର୍ଦ୍ଦିଷ୍ଟ ସମୟ ପାଇଁ ସ୍ଥଗିତ ରହିଲା ‘ନିଟ-ୟୁଜି’ କାଉନସିଲିଂ। ଆଜିଠାରୁ (ଶନିବାର) ଅର୍ଥାତ୍ ୬ ଜୁଲାଇରୁ ଏହି କାଉନସିଲିଂ ପ୍ରକ୍ରିୟା ଆରମ୍ଭ ହେବାର!-->…
Read More...
Read More...
ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମଙ୍ଗଳବାର ପର୍ଯ୍ୟନ୍ତ ସେ ଭୁବନେଶ୍ୱର ଓ ପୁରୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଗସ୍ତ ସମୟରେ ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ମହାମହିମ। ଆଜି ସନ୍ଧ୍ୟା ସମୟରେ!-->…
Read More...
Read More...
ଘୂର୍ଣ୍ଣିବଳୟ ପ୍ରଭାବ ରେ ବଢିବ ବର୍ଷା
ଭୁବନେଶ୍ବର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ / ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବ ରେ ରାଜ୍ୟ ରେ ମୌସୁମୀ ବାୟୁ ସକ୍ରିୟ ରହିବା ସହ ଆସନ୍ତା ୫ ଦିନ ଯାଏଁ ରାଜ୍ୟ ରେ!-->…
Read More...
Read More...