Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍କ୍ରିପସନ୍, ଲାଗୁ ହେବ ‘ୱାନ୍ ନେସନ, ୱାନ୍ ହେଲ୍ଥ’
Browsing Category
Today’s Highlight
ଏଥର ପ୍ୟାରିସ ଅଲିମ୍ପିକ୍ସରେ ସାମିଲ ହେବେ ଓଡ଼ିଆ ପୁଅ କିଶୋର
ଭୁବନେଶ୍ବର: ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ପ୍ୟାରିସ ଅଲିମ୍ପିକ୍ସ। ଏଥର ଏହି ଅଲିମ୍ପିକ୍ସରେ ଚମକିବେ ଜଣେ ଓଡ଼ିଆ ପୁଅ । ସେ ହେଲେ ବ୍ରହ୍ମଗିରିର କିଶୋର ଜେନା। ଓଡ଼ିଶା ଜାଭେଲିନ ଫିଙ୍ଗାଳି କିଶୋର କୁମାର ଜେନା ପ୍ୟାରିସ ଅଲିମ୍ପିକ୍ସ ଖେଳିବାକୁ ଯାଉଛନ୍ତି । ଏସିଆନ ଗେମ୍ସରେ!-->…
Read More...
Read More...
ସ୍କୁଲ ଯିବାର ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର
ଭୁବନେଶ୍ବର: ବିଦ୍ୟାଳୟରେ ଉପସ୍ଥାନ ବଢାଇବା ପାଇଁ ଆରମ୍ଭ ହେଲା ନିଆରା ବ୍ୟବସ୍ଥା। ୩୦ ଜିଲ୍ଲାର ୩୫ ହଜାର ୭୬ ଜଣ ଛାତ୍ରଛାତ୍ରୀ ପାଇବେ ଏହି ସୁବିଧା। ରାଜ୍ୟର ବିଭିନ୍ନ ଜିଲ୍ଲାରେ ସରକାରୀ ବିଦ୍ୟାଳୟ ଜନବସତିରୁ ବହୁ ଦୂର ଥିବାରୁ ଛାତ୍ରଛାତ୍ରୀମାନେ ଅଧାରେ ପାଠପଢା ଛାଡ଼ିଦିଅନ୍ତି। ଏହି!-->…
Read More...
Read More...
ଏବେ ଓଡ଼ିଆରେ ପଢ଼଼ା ହେବ ଡାକ୍ତରୀ ପାଠ
ଭୁବନେଶ୍ବର: ଓଡିଆ ଭାଷାରେ ପଢ଼଼ା ହେବ ଡାକ୍ତରୀ ପାଠ। ରାଜ୍ୟରେ ଓଡ଼ିଆ ଭାଷାରେ ମିଳିବ ଡାକ୍ତରୀ ବହି। ଓଡ଼ିଆରେ ଏମ୍ ବିବିଏସ୍ ପାଠ୍ୟପୁସ୍ତକ ପାଇଁ ଏକ କମିଟି ଗଠନ ହୋଇଛି। ଏଥିପାଇଁ ଡାକ୍ତରୀ ପାଠ୍ୟ ପୁସ୍ତକର ଓଡିଆ ଅନୁବାଦ କରାଯିବ। ଏହା ସହିତ ଅନ୍ୟାନ୍ୟ ପ୍ରକ୍ରିୟା ନିର୍ଦ୍ଧାରଣ କରିବା!-->…
Read More...
Read More...
ସରକାରୀ କର୍ମଚାରୀଙ୍କର ବଢ଼ିଲା ମହଙ୍ଗା ଭତ୍ତା
ଗୁଜୁରାଟ: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଉପହାର ଦେଇଛନ୍ତି। ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସେ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସପ୍ତମ ବେତନ ଆୟୋଗ ଅଧୀନରେ ଥିବା!-->…
Read More...
Read More...
ରତ୍ନଭଣ୍ଡାର ପାଇଁ ଗଠନ ହେଲା ୧୬ ଜଣିଆ କମିଟି
ଭୁବନେଶ୍ବର: ରତ୍ନଭଣ୍ଡାର ପାଇଁ ଗଠନ ହେଲା ୧୬ ଜଣିଆ କମିଟି। ୧୬ ଜଣିଆ କମିଟିର ଅଧ୍ଯକ୍ଷ ରହିବେ ଜଷ୍ଟିସ ବିଶ୍ବନାଥ ରଥ । ସଦସ୍ଯ ରହିବେ- ଡାକ୍ତର ସିବିକେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ ସାହୁ, ଅବସରପ୍ରାପ୍ତ ଆଇଏଏସ ଜଗଦୀଶ ମହାନ୍ତି, ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର,!-->…
Read More...
Read More...
ବିଟ୍ରେନରେ ସରିଲା ସୁନକ ରାଜ: ବିଜୟ ଧ୍ୱଜା ଉଡାଇଲା ଲେବର ପାର୍ଟି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ଘୋଷଣା କରିଛନ୍ତି ଋଷି ସୁନକ। କନଜରଭେଟିଭ ପାର୍ଟିକୁ ମାତ୍ ଦେଇ ବ୍ରିଟେନରେ ବିଜୟ ଧ୍ୱଜା ଉଡାଇଛି ଲେବର ପାର୍ଟି। ଏହାସହ ଲେବର ପାର୍ଟିର ନେତା କେୟର ଷ୍ଟାରମରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଋଷି ସୁନକ। ପରାଜୟ ପାଇଁ ନିଜକୁ ଦାୟୀ କଲେ ଋଷି!-->…
Read More...
Read More...
ପୂର୍ବତନ ବିଧାୟକ ସୁରେନ୍ଦ୍ର ନାୟକଙ୍କ ପରଲୋକ
ଭୁବନେଶ୍ବର: ପରଲୋକରେ ବରିଷ୍ଠ ନେତା ସୁରେନ୍ଦ୍ର ନାୟକ। ଭୁବନେଶ୍ୱର ସ୍ଥିତ ବାସଭନରେ କାକଟପୁରର ପୂର୍ବତନ ବିଧାୟକ ୯୩ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିଲେ। ତେବେ ବାର୍ଦ୍ଧକ୍ୟଜନିତ ରୋଗରେ ସେ ପୀଡିତ ଥିଲେ ବୋଲି ସୂଚନା ମିଳିଛି। ସେ କାକଟପୁର ନିର୍ବାଚନ ମଣ୍ଡଳୀରୁ!-->…
Read More...
Read More...
ଚାଷୀଙ୍କ ପାଇଁ ବଡ ଘୋଷଣା କଲେ ସରକାର
ଭୁବନେଶ୍ବର: ଚାଷୀଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର। ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସୁବିଧା ମଧ୍ୟ ମିଳିବ। ଏନେଇ ରାଜ୍ୟ ସମବାୟ!-->…
Read More...
Read More...
ହାଥରସ୍ ଦଳାଚକଟା ଘଟଣାରେ ୬ ଗିରଫ
ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ହାଥରସ୍ରେ ଘଟିଥିବା ଦଳାଚକଟା ମାମଲାରେ ଆୟୋଜନକାରୀ କମିଟିର ୬ ଜଣଙ୍କୁ ଗୁରୁବାର ଗିରଫ କରିଛି ପୋଲିସ। ଦଳାଚକଟା ଘଟଣାର ୭୨ ଘଣ୍ଟା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ୬ ଜଣ ଗିରଫ ହୋଇଥିଲେ ବି ମୁଖ୍ୟ ଅଭିଯୁକ୍ତ ଭୋଲେ ବାବା ଚମ୍ପଟ ମାରିଛନ୍ତି। ୬!-->…
Read More...
Read More...
ରଥଯାତ୍ରା ପାଇଁ ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୮ ତାରିଖରେ ବନ୍ଦ ରହିବ।। ରଥଯାତ୍ରା ପାଇଁ ସରକାରୀ ଛୁଟିଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ଗୁରୁବାର ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ସୂଚନା ଦେଇଛି।
ସୂଚନାଯୋଗ୍ୟ, ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ!-->!-->!-->…
Read More...
Read More...