Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିଳ୍ପ ନିବେଶକୁ ବଡ଼ ପ୍ରୋତ୍ସାହନ, ୩୭ ପ୍ରକଳ୍ପ ପାଇଁ ଜମି ଆବଣ୍ଟନକୁ ମଞ୍ଜୁରି
ଓଡ଼ିଶାର ୧୪ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପଦୋନ୍ନତି
ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଗୁରୁ ଦିବସ
ଚେନ୍ନାଇରେ ହେବ ଅଲିମ୍ପିକ୍ ସିଟି ଓ ମୋଟୋରସ୍ପୋର୍ଟସ୍ ସିଟି, ଆସିବ ଫର୍ମୁଲା-୧ ରେସ୍
ସତ୍ୟେନ୍ଦ୍ର ଜୈନ୍ଙ୍କୁ STP ଘୋଟାଲା ମାମଲାରେ ଜାମିନ୍
ଡ୍ରାଫ୍ଟ ଭୋଟର ତାଲିକାରୁ ବାଦ ପଡିଲା ରାଘବ ଚଢ଼ାଙ୍କ ନାଁ
Browsing Category
Today’s Highlight
ଓଡିଆ ଉଦ୍ୟୋଗୀଙ୍କ ବିକାଶ କରିବାକୁ ହେଲେ ନିଜକୁ ଓଡିଆ ଶିଖିବାକୁ ପଡିବ
ଭୁବନେଶ୍ବର: ଓଡିଆ ଉଦ୍ୟୋଗୀଙ୍କ ବିକାଶ କରିବାକୁ ହେଲେ ଓଡିଆ ଭାଷା ଶିଖିବାକୁ ପଡିବ। କାରଣ ଓଡିଆ ଲୋକଙ୍କୁ ଓଡିଆ ଭାଷାରେ ହିଁ ଶିଖାଇବାକୁ ହେବ । ନହେଲେ ଗାଁ ଗହଳିରୁ ଆସିଥିବା ଲୋକ କେମିତି ବୁଝିବେ। ଓଡିଆରେ ପ୍ରଶିକ୍ଷଣ ଦେବାକୁ ହେଲେ ନିଜେ ଓଡିଆ ଶିଖିବାକୁ ପଡିବ ବୋଲି ଏମଏସଏମଇ ମନ୍ତ୍ରୀ!-->…
Read More...
Read More...
ବିଶ୍ୱର ସର୍ବବୃହତ ଷ୍ଟିଲ ପ୍ଲାଣ୍ଟ ହେବ ଅନୁଗୋଳ ଜିନ୍ଦଲ ପ୍ଲାଣ୍ଟ : ନବୀନ ଜିନ୍ଦଲ
ଭୁବନେଶ୍ବର: ଲୋକସଭା ସାଂସଦ ତଥା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର୍ (ଜେଏସପି) ର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଆଜି ଓଡ଼ିଶାର ନବନିଯୁକ୍ତ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭାରତୀୟ ଇସ୍ପାତ ସଂଘର ଏକ ପ୍ରତିନିଧି ଦଳସାକ୍ଷାତ କରିଛନ୍ତି। ଇସ୍ପାତ ନିର୍ମାତାମାନଙ୍କୁ ନେଇ!-->…
Read More...
Read More...
ସୁପ୍ରିମକୋର୍ଟଙ୍କ ବଡ ରାୟ: ଏବେ ଛାଡପତ୍ର ପରେ ମୁସଲମାନ ମହିଳାଙ୍କୁ ମିଳିବ ଭରଣପୋଷଣ
ନୂଆଦିଲ୍ଲୀ: ଛାଡପତ୍ର ମାମଲାରେ ମୁସଲିମ୍ ମହିଳାଙ୍କ ଅଧିକାର ସମ୍ପର୍କରେ ବଡ ରାୟ ଦେଇଛନ୍ତି ସର୍ବୋଚ୍ଚ କୋର୍ଟ। ଏଣିକି ମୁସଲମାନ ମହିଳା ପାଇପାରିବେ ଭରଣପୋଷଣ ଟଙ୍କା। ଯେକୌଣସି କାରଣରୁ ଛାଡପତ୍ର ହେବା ପରେ ମହିଳାଙ୍କୁ ଭରଣପୋଷଣ ବାବଦକୁ ସ୍ୱାମୀଙ୍କୁ ଅର୍ଥ ରାଶି ଦେବାକୁ ହେବ। କୌଣସି ଧର୍ମ!-->…
Read More...
Read More...
୫ଟି ପ୍ରସ୍ତାବ ଉପରେ ଲାଗିଲା କ୍ୟାବିନେଟ ମୋହର
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସବୁଠୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସର୍ବନିମ୍ନ ମଜୁରୀ ସଂଶୋଧନ ପ୍ରସ୍ତାବରେ ମୋହର ବାଜିଛି। ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି!-->…
Read More...
Read More...
ଗୈାତମ ଗମ୍ଭୀର ହେଲେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍
ନୂଆଦିଲ୍ଲୀ: ଗୈାତମ ଗମ୍ଭୀର ହେଲେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍। ବିସିସିଆଇ ସଂପାଦକ ଜୟ ଶାହ ଆଜି ଏହି ଘୋଷଣା କରିଛନ୍ତି। ଗମ୍ଭୀର ଟିମ ଇଣ୍ଡିଆର ନୂଆ କୋଚ ଭାବେ ଦାୟିତ୍ବ ନେବା ନେଇ ଏକ୍ସରେ ସୂଚନା ଦେଲେ ବିସିସିଆଇ ସଚିବ ଜୟ ଶାହା । ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ସରିଥିବାବେଳେ!-->…
Read More...
Read More...
ଗଭୀର ଖାଇରେ ଖସିଲା କାର୍: ୪ ମୃତ, ୨ ଆହତ
ଜମ୍ମୁ : ମଙ୍ଗଳବାର ସନ୍ଧ୍ୟାରେ ଜମ୍ମୁ-କଶ୍ମୀରର କିସ୍ତୱାର ଜିଲ୍ଲାର ଡାଚାନ ଅଞ୍ଚଳରେ ଏକ ମାରୁତି କାର୍ ଗଭୀର ଖାଇରେ ଖସିପଡ଼ିବାରୁ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।
ଏହି ଦୁର୍ଘଟଣା ସମ୍ପର୍କରେ ଜମ୍ମୁ-କଶ୍ମୀର!-->!-->!-->…
Read More...
Read More...
ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର
ପୁରୀ: ଆଡପ ପହଣ୍ଡିରେ ଘଟିଛି ବଡ଼ ଅଘଟଣ। ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର। ଠାକୁର ରଥର ସିଂହାସନରୁ ଓହ୍ଲାଇବା ପରେ ଟାହିଆ ଲାଗି ପହଣ୍ଡି ଆରମ୍ଭ ହୋଇଥିଲା। କିନ୍ତୁ ଠାକୁର କିଛିବାଟ ଆସିବା ପରେ ତଳକୁ ଖସି ପଡିଥିଲେ। ପାଖରେ ଥିବା ସେବକମାନେ ଠାକୁରଙ୍କୁ ସିଧା କରିବାକୁ!-->…
Read More...
Read More...
ରସୁଲଗଡ଼ରେ ମୁଖ୍ୟମନ୍ତ୍ରୀଙ୍କ ଗାଡିକୁ ଅଟକାଇଲେ ମହିଳା
ଭୁବନେଶ୍ୱର: ଭୁବନେଶ୍ୱର ରସୁଲଗଡ଼ ଛକରେ ଅଭାବନୀୟ ଦୃଶ୍ୟ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କାରକେଡ ଆଗରେ ହଙ୍ଗାମା କଲେ ମହିଳା। ରସୁଲଗଡ଼ ଛକରେ ହଠାତ ଜଣେ ମହିଳା ରାସ୍ତା ମଝିକୁ ଆସିଯାଇ କାରକେଡ ଅଟକାଇବାକୁ ଚେଷ୍ଟା କରିଥିଲେ । ମହିଳାଙ୍କ ପାଇଁ କିଛି ସମୟ ମୁଖ୍ୟମନ୍ତ୍ରୀଙ୍କ କାରକେଡ!-->…
Read More...
Read More...
ଓଡ଼ିଶା ଫୁଟୁବଲ ଆସୋସିଏସନ ସଭାପତି ପଦରୁ ଇସ୍ତଫା ଦେଲେ ଦେବାଶିଷ ସାମନ୍ତରାୟ
କଟକ: ଓଡ଼ିଶା ଫୁଟୁବଲ ଆସୋସିଏସନ(ଫାଓ) ସଭାପତି ପଦରୁ ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଇସ୍ତଫା ପତ୍ର ପୋଷ୍ଟ କରି ପଦ ଛାଡ଼ିବା ସୂଚନା ଦେଇଛନ୍ତି। ବ୍ୟସ୍ତତା ଓ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଉଛି ବୋଲି (ଫାଓ) ସମ୍ପାଦକଙ୍କୁ ଚିଠିରେ!-->…
Read More...
Read More...
ଗୁଳି କରି ୧୨ ଲକ୍ଷ ଲୁଟ୍
ଗୁଳି କରି ବ୍ୟାଙ୍କ ସମ୍ମୁଖରୁ ୧୨ ଲକ୍ଷ ଲୁଟ୍
ବାଇକ୍ରେ ଆସି ପେଟ୍ରୋଲ୍ ପମ୍ପ କର୍ମଚାରୀଙ୍କୁ ଗୁଳି କଲେ ୬ ଦୁର୍ବୃତ୍ତ
ସୋର: ବାଲେଶ୍ୱର ଜିଲା ସୋରରେ ଦିବାଲୋକରେ ମଙ୍ଗଳବାର ବଡ ଧରଣର ଲୁଟ୍ ହୋଇଛି। କୁପାରୀ ଆଗରପଡା ରାସ୍ତା ବର୍ତନା ବ୍ୟାଙ୍କ ନିକଟରୁ ଏହି ଲୁଟ୍ ହୋଇଛି। ପେଟ୍ରୋଲ!-->!-->!-->!-->!-->!-->!-->…
Read More...
Read More...