Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍କ୍ରିପସନ୍, ଲାଗୁ ହେବ ‘ୱାନ୍ ନେସନ, ୱାନ୍ ହେଲ୍ଥ’
Browsing Category
Today’s Highlight
ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ
ଭୁବନେଶ୍ବର: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ଅନେକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଥିବା ଦୁର୍ବଳ ଥିବା ନଦୀବନ୍ଧ ଏବଂ ଅତୀତରେ ସୃଷ୍ଟି ହୋଇଥିବା ଘାଇକୁ ତୁରନ୍ତ ମରାମତି ପାଇଁ!-->…
Read More...
Read More...
ହାଇକୋର୍ଟ ଗଲେ ଏଲିନା
ଧର୍ମଶାଳା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ। ଧର୍ମଶାଳାର ‘ବଲେ ବଲେ ଢାବା’ ତାଙ୍କ ନାଁରେ ନ ଥିବା ସେ କହିଛନ୍ତି। ମିଡିଆ ଓ ସୋସିଆଲ ମିଡିଆ ଖବର ଉପରେ ରୋକ ପାଇଁ ଏଲିନା ଆବେଦନ କରିବା ସହ ଢାବା ସହ ମୋର କି ଆମ ପରିବାରର କୌଣସି ସମ୍ପୃକ୍ତି ନାହିଁ ବୋଲି ସେ!-->…
Read More...
Read More...
ଟ୍ରକ୍କୁ ପଛରୁ ପିଟିଲା କାର, ସ୍ୱାମୀ ସ୍ତ୍ରୀ ମୃତ୍ୟୁ, ୨ ଆହତ
ଯାଜପୁର: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନଂ ଜାତୀୟ ରାଜପଥର ପାଣିକୋଇଲି ଛକ ଶର୍ମା ପେଟ୍ରୋଲ ପମ୍ପ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଟ୍ରକ୍ ପଛରେ କାର ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ!-->…
Read More...
Read More...
ଆଜି ସନ୍ଧ୍ୟା ୫ ଟାରେ ଶପଥ ନେବେ ହେମନ୍ତ ସୋରେନ
ଝାଡଖଣ୍ଡ: ରାଜନୀତି ମଇଦାନକୁ ଫେରିଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଆଜି ସନ୍ଧ୍ୟା ୫ ଟାରେ ମୁଖ୍ୟମନ୍ତ୍ରୀ ଶପଥ ନେବେ ହେମନ୍ତ ସୋରେନ। ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ସହ ସାରା ରାଜ୍ୟ ଏବେ ତାଙ୍କର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି।!-->…
Read More...
Read More...
ଏବେ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ
ଭୁବନେଶ୍ବର: ଏଣିକି ସମସ୍ତ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ ହେବ। ସରକାରୀ ଓ ବେସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସରଳ ଓ ସୁଗମ କରାଯିବ। ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା!-->…
Read More...
Read More...
ଆସନ୍ତା ୮ ତାରିଖରେ ଖୋଲିବନି ରତ୍ନଭଣ୍ଡାର
ପୁରୀ: ଆସନ୍ତା ୮ ତାରିଖରେ ଖୋଲିବନି ରତ୍ନଭଣ୍ଡାର। ସେଦିନ ରଥଯାତ୍ରା ଥିବାରୁ ରତ୍ନଭଣ୍ଡାର ଖୋଲିବାର ସମ୍ଭାବନା ନାହିଁ ବୋଲି କହିଛନ୍ତି ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ।ଭୁବନେଶ୍ବରରେ ପହଞ୍ଚିବା ପରେ ଏନେଇ ସ୍ପଷ୍ଟ କରିଛନ୍ତି।
ବିମାନବନ୍ଦରରେ!-->!-->!-->…
Read More...
Read More...
୭ ଜୁଲାଇ ବେଳକୁ ବଙ୍ଗୋପସାଗର ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା
ଭୁବନେଶ୍ବର: ଆସନ୍ତା ୬ ଜୁଲାଇ ପରେ ରାଜ୍ୟ ରେ ବର୍ଷା ବଢିବ। ଆସନ୍ତା ୭ ଜୁଲାଇ ବେଳକୁ ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓଡ଼ିଶା ଉପକୂଳ ରେ ଏକ ଘୂର୍ଣ୍ଣିବଳୟ /ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ର ପ୍ରଭାବ ରେ ୭ ତାରିଖ ରୁ ୧୦!-->…
Read More...
Read More...
ପୁଣି ହସ୍ପିଟାଲରେ ଭର୍ତ୍ତି ହେଲେ ଲାଲକୃଷ୍ଣ ଆଡଭାନୀ
ନୂଆଦିଲ୍ଲୀ: ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ଥରେ ଖରାପ ହୋଇଛି। ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବରିଷ୍ଠ ନ୍ୟୁରୋଲୋଜିଷ୍ଟ ଡାକ୍ତର ବିନୀତ ସୁରିଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା!-->…
Read More...
Read More...
ମୁଣ୍ଡିଆ ମାରି ଲୋକସେବା ଭବନ କାର୍ଯ୍ୟାଳୟରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ବର: କାର୍ଯ୍ୟ ଆରମ୍ଭ କରିବାର ଦୀର୍ଘ ୨୦ ଦିନ ପରେ ଆଜି ସରକାରୀ କାର୍ଯ୍ୟାଳୟକୁ ବିଧିବଦ୍ଧ ଭାବେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ!-->…
Read More...
Read More...
ଆସନ୍ତା ୮ତାରିଖ ଦିନ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ
ରାଜ୍ୟ ସରକାରଙ୍କ ରାଜସ୍ବ ଓ ମାଜିଷ୍ଟ୍ରେଟ୍ଙ୍କ କୋର୍ଟ ମଧ୍ୟ ବନ୍ଦ ରହିବ
ସୋମବାର ଦିନ ରାଜ୍ୟର ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍ ପ୍ରତିଷ୍ଠାନ ଛୁଟି
ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖ (ସୋମବାର) ଦିନ ଓଡ଼ିଶା ସରକାରଙ୍କ ସମସ୍ତ!-->!-->!-->!-->!-->!-->!-->…
Read More...
Read More...