ପ୍ରମୁଖ ଖବର

କଳାହାଣ୍ଡି: ରଙ୍ଗ ଖେଳି ଗାଧୋଇବା ବେଳେ ନଦୀରେ ବୁଡ଼ି ଯୁବକ ମୃତ
କନ୍ଧମାଳରୁ ୭୩ କେଜି ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
ହୋଲିରେ ଅଘଟଣ, ରାଜଧାନୀ ଭୁବନେଶ୍ବରରେ ୨ ଜଣଙ୍କୁ ହତ୍ୟା
Browsing Category

Today’s Highlight

ସୈଫ୍ ଅଲ୍ଲୀ ଖାନଙ୍କୁ ଛୁରାମାଡ଼

ମୁମ୍ବାଇ: ବଲିଉଡରୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଖବର। ଅଭିନେତା ସୈଫ୍ ଅଲ୍ଲୀ ଖାନଙ୍କ ଉପରେ ଛୁରୀରେ ଆକ୍ରମଣ ହୋଇଛି। ଘରେ ପଶି ଜଣେ ଚୋର ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ କରିଥିଲା। ସୈଫଙ୍କୁ ଗୁରୁତର ଅବସ୍ଥାରେ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବୁଧବାର ରାତି ୨.୩୦ରେ
Read More...

ବଦଳିଲା କଂଗ୍ରେସ ଠିକଣା

ନୂଆଦିଲ୍ଲୀ: ଦେଶର ସର୍ବପୁରାତନ ଦଳ କଂଗ୍ରେସର ଠିକଣା ବଦଳିଯାଇଛି। ପ୍ରାୟ ପାଞ୍ଚ ଦଶନ୍ଧି ପରେ କଂଗ୍ରେସ ପାଇଲା ନୂଆ ଠିକଣା। ୪୭ ବର୍ଷ ପରେ କଂଗ୍ରେସ ପାଇଲା ନୂଆ ମୁଖ୍ୟାଳୟ। ନୂଆଦିଲ୍ଲୀର ୯-ଏ କୋଟଲା ରୋଡ୍‌ ଏବେ କଂଗ୍ରେସର ନୂଆ ଠିକଣା ପାଲଟିଛି। ଏହା ପୂର୍ବରୁ କଂଗ୍ରେସ ମୁଖ୍ୟାଳୟ ଆକବର
Read More...

ସ୍କୁଲ ସ୍ତରରେ ଲାଗୁ ହେଲା ଜାତୀୟ ଶିକ୍ଷାନୀତି-୨୦୨୦

ଭୁବନେଶ୍ବର; ସ୍କୁଲ ସ୍ତରରେ ଲାଗୁହେଲା ଜାତୀୟ ଶିକ୍ଷାନୀତି-୨୦୨୦। ଏହି ‘ଜାତୀୟ ଶିକ୍ଷାନୀତି’ ୨୦୨୪-୨୫ରୁ ଲାଗୁ କରିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶ କଲା ଗଣଶିକ୍ଷା ବିଭାଗ। ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦
Read More...

ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ହେଲେ ଓଏଏସ୍ ଆଲୋକ କୁମାର ପ୍ରଧାନ

ଭୁବନେଶ୍ବର: ଓଡ଼ିଶା ସରକାର ବରିଷ୍ଠ ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ତଥା ଜନ ଅଭିଯୋଗ ବିଭାଗ ବିଜ୍ଞପ୍ତି ପ୍ରକାଶ ପାଇଛି। ସବ-କଲେକ୍ଟର ଭାବରେ ଖୋର୍ଦ୍ଧାକୁ ବଦଳି ହୋଇଥିବା
Read More...

ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ବାର୍‌କୋଡ୍‌

କଟକ: ମାଟ୍ରିକ୍‌ ପରୀକ୍ଷା ପ୍ରଶ୍ନୋତ୍ତର ଖାତାରେ ବାର୍‌କୋଡ୍‌। ମାଟ୍ରିକ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷ ନୂତନ ପଦକ୍ଷେପ ନିଆଯାଇଛି। ଏଥର ମାଟ୍ରିକ୍‌ ପରୀକ୍ଷା ପ୍ରଶ୍ନୋତ୍ତର ଖାତାରେ ବାର୍‌କୋଡ୍‌ ରହିବ, ଯଦ୍ୱାରା
Read More...

ଶିମିଳିପାଳରୁ ବିରଳ କଳାବାଘ ଛାଲ ଜବତ

ଶିମିଳିପାଳ: ଶିମିଳିପାଳ ଅଭୟାରଣ୍ୟରୁ ଏକ କଳାବାଘର ଚମଡ଼ା ଜବତ କରାଯାଇଛି। ଏହି ବାଘ ଛାଲଟି ଦୁଇ ତିନି ମାସ ପୂର୍ବରୁ ଶିକାର କରାଯାଇଥିବା ନେଇ ସୂଚନା ରହିଛି । ଏନେଇ ଏଥିରେ ସମ୍ପୃକ୍ତ ୪ ଜଣ ଶିକାରୀଙ୍କୁ ଗିରଫ କରିଛି ବନ ବିଭାଗ। ଶିମିଳିପାଳରେ ଦେଖାଯାଉଥିବା ବିଶ୍ବର ବିରଳ କଳା ମହାବଳ
Read More...

ନାମାଙ୍କନ ଭରିଲେ କେଜ୍ରିଓ୍ବାଲ

ନୂଆଦିଲ୍ଲୀ: ଫେବୃଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଦିଲ୍ଲୀ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆପ୍ ନୂଆଦିଲ୍ଲୀ ପ୍ରାର୍ଥୀ ଅରବିନ୍ଦ କେଜ୍ରିଓ୍ବାଲ। ଆଜି ନିଜର ଦଳୀୟ ନେତାଙ୍କ ସମର୍ଥନରେ ଯାଇ ଇସିଙ୍କୁ ନିଜର ନାମାଙ୍କନ ପତ୍ର
Read More...

ଶ୍ରୀମନ୍ଦିର ରତ୍ନସିଂହାସନ ନିକଟରେ ଟଳିପଡ଼ିଲେ ସେବାୟତ

ପୁରୀ: ଶ୍ରୀମନ୍ଦିରରେ ଘଟିଛି ଅଘଟଣ। ସେବା କାର୍ଯ୍ୟ ବେଳେ ଟଳିପଡ଼ିଲେ ସେବାୟତ। ବୁଧବାର ଦ୍ବିପ୍ରହର ଧୂପ ପାଇଁ ରତ୍ନ ସିଂହାସନ ନିକଟରେ ପାଣି ପକାଉଥିବାବେଳେ ସୁଆରବଡୁ ସେବାୟତ ଜଗନ୍ନାଥ ମେକାପ ଟଳିପଡ଼ିଥିଲେ। ଶ୍ରୀମନ୍ଦିରରେ ଦ୍ୱିପ୍ରହର ଧୂପ ପାଇଁ ସିଂହାସନରେ ପାଣି ପକାଉଥିବା ସମୟରେ
Read More...

କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଠାରେ ଏକ ନବ ନିର୍ମିତ ସେତୁର ଉଦଘାଟନ କରିଛନ୍ତି। ଜାନୁଆରୀ ୨୮ ଓ ୨୯ରେ ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ସମୟରେ କେନ୍ଦୁଝରର ବିକାଶ ପାଇଁ ଏମଓୟୁ ସ୍ୱାକ୍ଷର
Read More...

ଗୁଡ଼ିସୂତାରେ କଟି ୨ ଜଣ ଆହତ

କଟକ: ମକରରେ ଗୁଡ଼ିଉଡ଼ାକୁ ନେଇ ପୁଣି ଘଟିଛି ଅଘଟଣ।ପୁଣି ଗୁଡ଼ି ସୂତା ଲାଗି ଦୁଇ ଜଣ ଆହତ। ଗୁଡ଼ିସୂତା ଲାଗି ଦୁଇଜଣଙ୍କ ବେକ ଓ ନାକ କଟିଛି। କଟକ ନୂଆ ବଜାର ରେଲୱେ ଓଭରବ୍ରିଜ ଉପରେ ଘଟିଛି ଏହି ଅଘଟଣ। ଏହି ଓଭରବ୍ରିଜ୍‌ରେ ବାଇକ୍‌ରେ ଯାଉଥିବା ବେଳେ ପ୍ଲାଷ୍ଟିକ ଚାଇନା ଗୁଡ଼ିସୂତା ଦୁଇ ବାଇକ
Read More...