ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’
Browsing Category

Today’s Highlight

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସୋଆ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ

ଭୁବନେଶ୍ଵର, ଜୁଲାଇ ୩: ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ସୋଆ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ। ଏହି ଅବସରରେ ଏକ ବିକଶିତ ଓଡ଼ିଶା ନିର୍ମାଣ ନିମନ୍ତେ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟସେବା
Read More...

ପୁଣି ଥରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ

ଝାଡଖଣ୍ଡ: ହେମନ୍ତ ସୋରେନ ପୁଣି ଥରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ। ଆଜି ଇଣ୍ଡିଆ ମେଣ୍ଟର ବିଧାୟକମାନଙ୍କୁ ନେଇ ରାଞ୍ଚିରେ ଜରୁରୀ ବୈଠକ ବସିଥିଲା। ଏହି ବୈଠକରେ ମେଣ୍ଟ ଦଳର ନେତା ଭାବରେ ଚୟନ ହୋଇଛନ୍ତି। ତେବେ ସେ ମୁଖ୍ୟମନ୍ତ୍ରୀ ହେବା ନେଇ ସରକାରୀ ଘୋଷଣା ଖୁବ ଶୀଘ୍ର ହେବ । ହେମନ୍ତ
Read More...

ବଢ଼ିଲା କେଜ୍‌ରିୱାଲଙ୍କ ନ୍ୟାୟିକ ହେପାଜତର ଅବଧି

ନୂଆଦିଲ୍ଲୀ: ଦିନ କୁ ଦିନ ଅରବିନ୍ଦ କେଜ୍‌ରିୱାଲଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ନ୍ୟାୟିକ ହେପାଜତ ଜୁଲାଇ ୧୨ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାର ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ନ୍ୟାୟିକ ହେପାଜତର ଅବଧିକୁ ବଢାଇ ଦେଇଛନ୍ତି। ଅରବିନ୍ଦ
Read More...

ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ। ମଞ୍ଚେଶ୍ବର ରଙ୍ଗମାଟିଆର ଏକ ଆପାର୍ଟମେଣ୍ଟରେ ବିଭତ୍ସ ହତ୍ୟା। ମୃତଦେହ ଜବତ କରି ଛାନଭିନ୍ ଆରମ୍ଭ କରିଛି ମଞ୍ଚେଶ୍ବର ଥାନା ପୋଲିସ। ଅଭିଯୁକ୍ତ ପୁଅକୁ ଅଟକ। ମୃତକ ହେଲେ ସୁନୀଲ ଚୌଧୁରୀ। ଅଭିଯୁକ୍ତ
Read More...

ଡା. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ହେବେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ: ଓଡିଶା ହାଇକୋର୍ଟର ବିଚାରପତି ଡା. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ହେବେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଡିସେମ୍ବର ୨୭ ତାରିଖରେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ ଷଡଙ୍ଗୀଙ୍କ ନାଁ
Read More...

ମୋ ବସ ହେବ ଇଲେକ୍ଟ୍ରିକ ବସ

ଭୁବନେଶ୍ବର: ଆଗାମୀ ଦିନରେ ସବୁ ମୋ ବସ ଗୁଡିକ ଇଲେକ୍ଟ୍ରିକ ବସ ହେବ। ଏବେ ୪ଶହରୁ ଅଧିକ ଡିଜେଲ ଚାଳିତ ବସ ଚାଲୁଛି। ମୋ ବସ ଯାତ୍ରୀଙ୍କ ପାଇଁ ଉନ୍ନତ ମାନର ଅନଲାଇନ ପେମେଣ୍ଟ ସିଷ୍ଟମ ଉପରେ ଧ୍ୟାନ ଦିଆଯିବ। ୫ ବର୍ଷ ହେଲା ମୋ ବସ ଭଲ ପ୍ରଦର୍ଶନ କରୁଛି। ଏବେ ୪୬୩ ବସ ଚାଲୁଛି। ତା ମଧ୍ୟରୁ ୬୩ଟି
Read More...

୩ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କଲେ ଏସପି

ନୟାଗଡ: ନୟାଗଡ ସଦର ଥାନା ଗୋଳଗୋଳା ଗାଁରେ ସିରିଜ ଲୁଟ ଘଟଣାରେ ପୋଲିସ ନେଇଛି ବଡ଼ କାର୍ଯ୍ୟାନୁଷ୍ଠାନ। କର୍ତ୍ତବ୍ୟରେ ଅବହେଳା କରିଥିବା ସଦର ଥାନାର ୩ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି ନୟାଗଡ଼ ଏସପି। ନିଲମ୍ବିତ ୩ ପୋଲିସ କର୍ମଚାରୀ ହେଲେ ଏସଆଇ ହସିନା ପ୍ରଧାନ, ଏଏସଆଇ ରାଜେଶ୍ଵରୀ
Read More...

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନରେ ଏହି ବୈଠକ ଜାରି ରହିଛି। ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ସମେତ ଅଧିକାଂଶ ବିଭାଗର ମନ୍ତ୍ରୀମାନେ
Read More...

ଟ୍ରାଫିକ କନଷ୍ଟେବଳ ମଧୁସୂଦନଙ୍କ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରର ଜୟଦେବ ବିହାର ଫ୍ଲାଏ ଓଭର ନିକଟ ଏନ୍ଏଚ୍-୧୬ ରେ ଜଣେ ଟ୍ରାଫିକ୍ ପୋଲିସ୍ କନଷ୍ଟେବଳଙ୍କୁ ଗାଡି ଧକ୍କା ଦେବା ଘଟଣାରେ ମଙ୍ଗଳବାର ଦିନ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ। ଟ୍ରକ ଧକ୍କାରେ ଟ୍ରାଫିକ କନଷ୍ଟେବଳ ମଧୁସୂଦନ କିର୍ସାନୀଙ୍କ ମୃତ୍ୟୁ ଘଟଣାରେ
Read More...

ଛତିଶଗଡ଼ରେ ପୋଲିସ ସହ ଗୁଳି ବିନିମୟରେ ୫ ମାଓବାଦୀ ନିହତ

ଛତିଶଗଡ଼: ପୋଲିସକୁ ମିଳିଛି ଏକ ବଡ ସଫଳତା। ଛତିଶଗଡ଼ ନାରାୟଣପୁରରେ ପୋଲିସ ସହ ଗୁଳି ବିନିମୟରେ ମଙ୍ଗଳବାର ୫ ମାଓବାଦୀ ନିହତ ହୋଇଛନ୍ତି। ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡର ଘାମାଣ୍ଡି ଏବଂ କୁରେଭାଇ ଗ୍ରାମ ମଧ୍ୟରେ ଛତିଶଗଡ଼ର ୪ ଜିଲାରୁ ୧୦୦ରୁ ଊର୍ଦ୍ଧ୍ୱ ଏସ୍‌ଟିଏଫ୍‌, ଡିଆର୍‌ଜି ଓ
Read More...