Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍ ଲିକ୍ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା: ଗଛରେ ପିଟିହେଲା ବସ୍, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category
Today’s Highlight
ଋଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦିଆଗଲା ଗାର୍ଡ ଅଫ ଅନର
ନୂଆଦିଲ୍ଲୀ: ଋଷରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜିଠୁ ପ୍ରଧାନମନ୍ତ୍ରୀ ଦୁଇ ଦିନିଆ ଋଷରେ ଗସ୍ତରେ ଅଛନ୍ତି। ୨୨ ତମ ଭାରତ-ଋଷିଆ ବାର୍ଷିକ ସମ୍ମିଳନୀରେ ଯୋଗଦାନ କରିବା ଲାଗି ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣ ପରେ ପ୍ରଧାନମନ୍ତ୍ରୀ ମସ୍କୋରେ!-->…
Read More...
Read More...
ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ୪ ଯବାନ ସହୀଦ
ଜମ୍ମୁ-କାଶ୍ମୀର: କାଠୁଆ ଜିଲ୍ଲାରେ ଆତଙ୍କବାଦୀଙ୍କ ଆକ୍ରମଣରେ ୪ ଯବାନ ସହୀଦ ହୋଇଛନ୍ତି ଏବଂ ୬ଜଣ ଆହତ ହୋଇଛନ୍ତି । ଏହି ଆକ୍ରମଣ ଫୁଲୱାମା ଆକ୍ରମଣ ଭଳି ହୋଇଛି। ଜମ୍ମୁ-କାଶ୍ମୀରର କାଠୁଆ ଜିଲ୍ଲାରେ ସୋମବାର ଆତଙ୍କବାଦୀମାନେ ସେନାର ଏକ ଗାଡ଼ି ଉପରେ ଆକ୍ରମଣ କରିଛନ୍ତି। ଏଥିରେ ୪ ଜଣ ଯବାନ!-->…
Read More...
Read More...
ରୁଷ୍ର ମିଶାଇଲ୍ ମାଡ଼ରେ ୟୁକ୍ରେନ୍ର ୨୪ ମୃତ
ୟୁକ୍ରେନ୍: ରୁଷ୍ ସେନାର ମିଶାଇଲ୍ ମାଡ଼ରେ ୟୁକ୍ରେନ୍ର ଏକ ଶିଶୁ ହସ୍ପିଟାଲ୍ ଧ୍ୱଂସ। ରୁଷ୍ ଏବଂ ୟୁକ୍ରେନ୍ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ଦୁଇ ବର୍ଷରୁ ଅଧିକ ହେଲାଣି। ହେଲେ ଏ ପର୍ଯ୍ୟନ୍ତ ଯୁଦ୍ଧ ନିର୍ଣ୍ଣାୟକ ସ୍ଥିତିରେ ପହଞ୍ଚି ପାରିନି। ରୁଷ୍ ସେନା ଲଗାତାର ୟୁକ୍ରେନ୍ ଉପରେ!-->…
Read More...
Read More...
ସୁନା ଖଣିରେ ଭୂସ୍ଖଳନ ଘଟି ୧୨ ମୃତ
ଇଣ୍ଡୋନେସିଆ: ଦୀର୍ଘ ଦିନ ଧରି ପ୍ରବଳ ବର୍ଷା ଲାଗି ରହିବା କାରଣରୁ ଇଣ୍ଡୋନେସିଆର ସୁଲାୱେସି ଦ୍ୱୀପରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ସୁଲାୱେସି ଦ୍ୱୀପରେ ପ୍ରବଳ ବର୍ଷା ହେତୁ ଏକ ବେଆଇନ ସୁନା ଖଣିରେ ଭୂସ୍ଖଳନ ଘଟି ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏହାସହ ଅନ୍ୟ ୧୮ ଜଣଙ୍କ!-->…
Read More...
Read More...
ସହରାଞ୍ଚଳ ଓ ଗ୍ରାମାଞ୍ଚଳ ସରକାରୀ ଜମିରୁ ହଟିବ ଜବରଦଖଲ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି। ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ!-->…
Read More...
Read More...
ଆସ୍ଥା ଭୋଟରେ ବିଜୟୀ ହେଲେ ହେମନ୍ତ ସୋରେନ
ଝାଡ଼ଖଣ୍ଡ: ଝାଡ଼ଖଣ୍ଡ ବିଧାନସଭାରେ ହୋଇଥିବା ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି ହେମନ୍ତ ସୋରେନ।ଝାଡ଼ଖଣ୍ଡ ବିଧାନସଭାରେ ସୋରେନ ୪୫ ଜଣ ସଦସ୍ୟଙ୍କ ସମର୍ଥନ ସହ ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି। ଜାମିନରୁ ଆସିବା ପରେ ସରକାର ଗଢ଼ିବାକୁ ପ୍ରସ୍ତାବ ଦେବା ସହ ଜୁଲାଇ ୪ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ!-->…
Read More...
Read More...
ପୁରୀ ସମୁଦ୍ରକୂଳରେ ମର୍ଣ୍ଣି ଓ୍ବାକ୍ କଲେ ରାଷ୍ଟ୍ରପତି
ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆଜି ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ତୃତୀୟ ଦିନ। ରବିବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହୋଇ ମହାପ୍ରଭୁଙ୍କ ରଥଟାଣିବା ପରେ ଆଜି ସକାଳୁ ପୁରୀ ସମୁଦ୍ରକୂଳରେ ମର୍ଣ୍ଣି ଓ୍ବାକ୍ କରିଛନ୍ତି ମହାମହିମ।!-->…
Read More...
Read More...
ରଥଯାତ୍ରାର ଦ୍ୱିତୀୟ ଦିନରେ ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ମାଉସୀ ଘରକୁ ଗଲେ ମହାପ୍ରଭୁ
ପୁରୀ: ଆଜି ମହାପ୍ରଭୁଙ୍କର ରଥଯାତ୍ରାର ଦ୍ୱିତୀୟ ଦିନ। ଗତକାଲି ଗୋଟିଏ ଦିନରେ ତିନୋଟି ଉତ୍ସବ ଅର୍ଥାତ୍ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଗୋଟିଏ ଦିନରେ ପଡୁଥିବା ବେଳେ ନିର୍ଦ୍ଧାରିତ ସମୟର ପୂର୍ବରୁ ଶେଷ ହୋଇଥିଲା ସମସ୍ତ ନୀତିକାନ୍ତି। ରଥଟଣା ଆରମ୍ଭ ହୋଇଥିଲେ ମଧ୍ୟ!-->…
Read More...
Read More...
କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପ୍ୟାରିସ୍ ଅଲମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ!-->…
Read More...
Read More...
ବଡଦାଣ୍ଡରେ ରାଷ୍ଟ୍ରପତିଙ୍କ ସହ ନବୀନ ପଟ୍ଟନାୟକ
ପୁରୀ: ରଥଟଣା ଦେଖିବାକୁ ଜଗନ୍ନାଥ ଧାମରେ ଉପସ୍ଥିତ ଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସାଙ୍ଗରେ ଥିଲେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେପଟେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ମହାବାହୁଙ୍କ ପବିତ୍ର ରଥଯାତ୍ରା!-->…
Read More...
Read More...