Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍କ୍ରିପସନ୍, ଲାଗୁ ହେବ ‘ୱାନ୍ ନେସନ, ୱାନ୍ ହେଲ୍ଥ’
Browsing Category
Today’s Highlight
ମାଷ୍ଟରକ୍ୟାଣ୍ଟିନ ଛକରେ ବିଜେପି-କଂଗ୍ରେସ ମୁହାଁମୁହିଁ
ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରର ମାଷ୍ଟର କ୍ୟାଣ୍ଟିନ ଛକ ପାଲଟିଲା ରଣକ୍ଷେତ୍ର। ମାଷ୍ଟର କ୍ୟାଣ୍ଟିନରେ ମୁହାଁମୁହିଁ ହୋଇଛନ୍ତି ବିଜେପି ଓ କଂଗ୍ରେସ କର୍ମୀ। ରାହୁଲଙ୍କ ହିନ୍ଦୁ ବିରୋଧୀ ମନ୍ତବ୍ୟ ପାଇଁ ହଙ୍ଗାମା ହୋଇଥିବା ସୂଚନା। ପୋଲିସ ଉପସ୍ଥିତିରେ ପରସ୍ପର ଉପରକୁ ଟେକାପଥର, ଗୋବର ମାଡ଼!-->…
Read More...
Read More...
ସମ୍ ହସ୍ପିଟାଲ୍ ଶୀତଳାପଲ୍ଲୀ କ୍ୟାମ୍ପସ୍ରେ ସଚେତ ଅବସ୍ଥାରେ ମସ୍ତିଷ୍କ ଅତ୍ସୋପଚାର ସମ୍ପନ୍ନ
ଭୁବନେଶ୍ୱର, ୨/୦୭: ଅତ୍ୟାଧୁନିକ ନ୍ୟୁରୋ ଏବଂ ସ୍ପାଇନ୍ସ ସର୍ଜରୀ ମାଧ୍ୟମରେ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଶୀତଳାପଲ୍ଲୀ କ୍ୟାମ୍ପସ୍ରେ ସଫଳତାର ସହ ୭୧ ବର୍ଷୀୟ ଜଣେ ରୋଗୀଙ୍କର ସଚେତ ଅବସ୍ଥାରେ ଏକ ଜଟିଳ ମସ୍ତିଷ୍କ ଅସ୍ତ୍ରୋପଚାର କରାଯାଇଛି।!-->…
Read More...
Read More...
ସତସଙ୍ଗ ଦଳାଚକଟା ମୃତ୍ୟୁ ସଂଖ୍ୟା ୧୩୦ ଟପିଲା
ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ହାଥରସରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହାଥରସର ସିକନ୍ଦରାରାଉ ଥାନାର ଫୁଲରଇରେ ଆୟୋଜିତ ଭଗବାନ ଶିବଙ୍କ ସତସଙ୍ଗ ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ସତସଙ୍ଗ ସମୟରେ ଦଳାଚକଟା ହେବାରୁ ପ୍ରାୟ ୧୩୦ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରୁ ଅଧିକାଂଶ ମହିଳା ଏବଂ!-->…
Read More...
Read More...
ସବୁଜରୁ ଗେରୁଆ ରଙ୍ଗ ହେଲା ଲକ୍ଷ୍ମୀ ବସ୍
ଭୁବନେଶ୍ବର: ଲୋକଙ୍କ ଗମନାଗମନ ପାଇଁ ବିଜେଡି ସରକାର ଆରମ୍ଭ କରିଥିଲା ଲକ୍ଷ୍ମୀବସ୍ ଯୋଜନା। ସରକାର ଶାସନରୁ ଯିବା ପରେ ହଟେଇ ଦିଅ ଯାଉଛି ସରକାରଙ୍କ ଚିହ୍ନ ବର୍ଣ୍ଣ। ବିଜେପି ସରକାର ଏବେ ଶାସନକୁ ଆସିଛନ୍ତି। ଏବେ ବଦଳା ଚାଲିଛି ପୂର୍ବତନ ସରକାର ଦେଇଆସୁଥିବା ସମସ୍ତ ଯୋଜନାର ରୂପରଙ୍ଗ। ସେଇ!-->…
Read More...
Read More...
ବିଜିନେସ୍ ୱାର୍ଲ୍ଡ ର୍ୟାଙ୍କିଙ୍ଗ୍ସ : ସୋଆ ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲ’ ପୂର୍ବାଂଚଳରେ ପ୍ରଥମ, ଦେଶରେ…
ଭୁବନେଶ୍ୱର, ୨/୦୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫ୍ୟାକଲ୍ଟି ଅଫ୍ ଲିଗାଲ୍ ଷ୍ଟଡିଜ୍, ସୋଆ ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍) ଇଂରାଜୀ ପତ୍ରିକା ବିଜିନେସ୍ ୱାର୍ଲ୍ଡ ଦ୍ୱାରା ପ୍ରସ୍ତୁତ ଟପ୍ ୧୦୦ ଲ’ ସ୍କୁଲ୍ ର୍ୟାଙ୍କିଙ୍ଗ୍ସର ତୃତୀୟ ସଂସ୍କରଣରେ ପୂର୍ବାଂଚଳରେ ୧ ନମ୍ବର!-->…
Read More...
Read More...
ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା ଜାରି
ମୁମ୍ବାଇ: ବଢ଼ିଲା ବିଜୟ ମାଲ୍ୟାଙ୍କ ଅଡୁଆ। ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା(ଏନବିଡବ୍ଲ୍ୟୁ) ଜାରି ହୋଇଛି। ବ୍ୟାଙ୍କ ଋଣ ମାମଲାରେ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା ଜାରି ହୋଇଛି। ମୁମ୍ବାଇ ସ୍ବତନ୍ତ୍ର ସିବିଆଇ କୋର୍ଟଙ୍କ ପକ୍ଷରୁ!-->…
Read More...
Read More...
ସତ୍ସଙ୍ଗରେ ଦଳାଚକଟା: ୨୭ ମୃତ୍ୟୁ ୧୦୦ରୁ ଅଧିକ ଆହତ
ଲକ୍ଷ୍ନୌ: ଉତ୍ତରପ୍ରଦେଶର ହାଥରସରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ଘଟିଛି। ରତିଭାନପୁର ଗ୍ରାମରେ ଭୋଲେ ବାବାଙ୍କ ସତ୍ସଙ୍ଗର ଉଦ୍ଯାପନୀ ସମାରୋହରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ହଠାତ୍ ଦଳାଚକଟା ଆରମ୍ଭ ହୋଇଥିଲା। ଏହି ଦୁର୍ଘଟଣାରେ ୨୭ ଜଣଙ୍କର ମୃତ୍ୟୁ ହୋଇଥିବା ଏଟା ସିଏମଓ ଉମେଶ ତ୍ରିପାଠୀ!-->…
Read More...
Read More...
ଆଦିତ୍ୟ ମହାପାତ୍ର ହେଲେ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ
ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ। ଏବେ ସେ ତାଙ୍କର!-->…
Read More...
Read More...
ଏଣିକି ୩୦୦୦ ଟଙ୍କା ହେବ ଭତ୍ତା ରାଶି
ଭୁବନେଶ୍ବର: ରାଜ୍ୟରେ ୩ ହଜାର ବଢିବ ଭତ୍ତା ଟଙ୍କା। ମଧୁବାବୁ ପେନସନ ଯୋଜନାରେ ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ୩ ହଜାର ଟଙ୍କାକୁ ବୃଦ୍ଧି ପାଇବ। ଏହି ଭତ୍ତା ରାଶି ବୃଦ୍ଧି ପାଇଁ ନିଷ୍ପତ୍ତି ହୋଇଛି ବୋଲି ଆଜି (ମଙ୍ଗଳବାର) ସୂଚନା ଦେଇଛନ୍ତି ସାମାଜିକ ସଶକ୍ତିକରଣ ମନ୍ତ୍ରୀ!-->…
Read More...
Read More...
ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ପୁରୀ: ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମଙ୍ଗଳବାର ପୁରୀରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥର ରଥଯାତ୍ରା!-->…
Read More...
Read More...