ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’
Browsing Category

Today’s Highlight

ରଥଯାତ୍ରାରେ ଯୋଗଦେବେ ମହାମହିମ

୭ତାରିଖରେ ପୁରୀ ଗସ୍ତ କରି ଅପରାହ୍ନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଦର୍ଶନ କରିବେ ଭୁବନେଶ୍ବର: ଏଥର ପୁରୀରେ ରଥଯାତ୍ରା ଦେଖିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ରାଜ୍ୟ ପ୍ରଶାସନିକସ୍ତରରେ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Read More...

ଦାୟିତ୍ୱ ନେବା ପରେ ପ୍ରାରମ୍ଭିକ ବୈଠକ କଲେ ଶ୍ରୀ ଆହୁଜା

ଭୁବନେଶ୍ବର: ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଦାୟିତ୍ୱ ନେବା ପରେ ଆକ୍ସନ ମୋଡ଼କୁ ଆସିଛନ୍ତି। ଆଜି ସନ୍ଧ୍ୟାରେ ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ସମସ୍ତ
Read More...

ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ବନ୍ଦ ନହେଲେ ପଡ଼ିବ ଫାଇନ୍‌

ଭୁବନେଶ୍ବର: ରାଜଧାନୀରେ ରାତି ତମାମ ଖୋଲା ରହୁଛି ବାର, ପବ ଆଉ କ୍ଲବ। ରାତି ବଢ଼ିବା ସହିତ ଏସବୁ ସ୍ଥାନରେ ଗହଳି ବି ବଢୁଛି। ଏଣିକି ରାଜଧାନୀରେ ବାର୍, ପବ୍ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ। ରାତିସାରା ଖୋଲୁଥିବା ବାର, ପବ୍‌ ଉପରେ ହେବ କାର୍ଯ୍ୟାନୁଷ୍ଠାନ । ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ
Read More...

ରଥଯାତ୍ରା ଦିନ ମନ୍ଦିର ଭିତରକୁ ଭିଆଇପିଙ୍କ ପ୍ରବେଶ ମନା

ପୁରୀ: ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ଏଥିସହ ସେ ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ତେଣୁ
Read More...

ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ

ଭୁବନେଶ୍ବର: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଚଳିତ ଥର ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ
Read More...

ଅଜାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ନାତି

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା କୋଇଡ଼ା କେ.ବଲାଙ୍ଗ ଥାନା ପୁରୁଣାପାଣି ଗାଁରେ ସୋମବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଅଜାଙ୍କୁ ଅତି ନୃସଂଶ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ନାତି। ମୃତକ ହେଲେ ପୁରୁଣାପାଣି ଗ୍ରାମର ନୟମାନ ମୁଣ୍ଡା(୬୫) । ଆଜିର ବିଜ୍ଞାନ ଯୁଗରେ ବି ମଣିଷ
Read More...

ମେଧା ପାଟେକରଙ୍କୁ ୫ ମାସ ଜେଲ

ନୂଆଦିଲ୍ଲୀ: ବର୍ତ୍ତମାନର ଦିଲ୍ଲୀ ଏଲଜି ଭି.କେ ସାକ୍ସେନାଙ୍କ ଦ୍ୱାରା ହୋଇଥିବା ମାନହାନି ମାମଲାରେ ସାମାଜିକ କାର୍ଯ୍ୟକର୍ତ୍ତା ମେଧା ପାଟକରଙ୍କୁ କୋର୍ଟ ୫ ମାସ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ କୋର୍ଟ ତାଙ୍କ ଉପରେ ୧୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି ଏବଂ ଭି.କେ ସାକ୍ସେନାଙ୍କୁ
Read More...

ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲେ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଫସିଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୋମବାର ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି। ଅବକାରୀ ନୀତି ମାମଲାରେ କେଜ୍ରିୱାଲ ତାଙ୍କ ଗିରଫଦାରୀ ଏବଂ ସିବିଆଇ ରିମାଣ୍ଡକୁ ଚ୍ୟାଲେଞ୍ଜ କରିଛନ୍ତି। ଅରବିନ୍ଦ କେଜ୍ରିୱାଲ ତାଙ୍କ ଆବେଦନରେ ସିବିଆଇ
Read More...

କମିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ: ସାଧାରଣ ଲୋକଙ୍କୁ ମିଳିଲା ସାମାନ୍ୟ ଆଶ୍ୱସ୍ତି। କମିଲା ଏଲପିଜି ସିଲିଣ୍ଡର ଦର। ତୈଳ କମ୍ପାନୀଗୁଡିକ କମିର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟରେ ସଂଶୋଧନ କରିଛନ୍ତି। ଆଜିଠାରୁ ୧୯ କେଜି କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୩୧ ଟଙ୍କା ହ୍ରାସ ପାଇଛି । ମାସର ପ୍ରଥମ
Read More...

ସରକାରଙ୍କ ବିନା ଅନୁମତିରେ କାଟିପାରିବେନି ତାଳ ଗଛ

ଭୁବନେଶ୍ୱର: ଆଉ ମନ ଇଚ୍ଛା କାଟିପାରିବେନି ତାଳଗଛ। ସରକାରଙ୍କ ବିନା ଅନୁମତିରେ ତାଳ ଗଛ କାଟିଲେ ହେବ କାର୍ଯ୍ୟନୁଷ୍ଠାନ। ଏମିତିକି ନିଜ ବାରିରେ ଲାଗିଥିବା ତାଳ ଗଛ ମଧ୍ୟ କାଟିବା ବେଆଇନ। ବନବିଭାଗର ବିନା ଅନୁମତିରେ ତାଳ ଗଛ କାଟିଲେ ନିଆଯିବ ଦୃଢ କାର୍ଯ୍ୟନୁଷ୍ଠାନ। ବଜ୍ରପାତ ଜନିତ ମୃତ୍ୟୁ
Read More...