Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍କ୍ରିପସନ୍, ଲାଗୁ ହେବ ‘ୱାନ୍ ନେସନ, ୱାନ୍ ହେଲ୍ଥ’
Browsing Category
Today’s Highlight
ବଦଳିପାରେ ସ୍କୁଲ ୟୁନିଫର୍ମର ରଙ୍ଗ
ଭୁବନେଶ୍ବର: ପୁଣି ବଦଳିପାରେ ସ୍କୁଲ ୟୁନିଫର୍ମର ରଙ୍ଗ। ଏନେଇ ଆଜି ସଙ୍କେତ ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ତେବେ କେବଳ ହାଇସ୍କୁଲ ପିଲାଙ୍କ ଡ୍ରେସର ରଙ୍ଗରେ ପରିବର୍ତ୍ତନ କରାଯାଇପାରେ। ପ୍ରାଇମେରୀ ସ୍କୁଲ ପିଲାଙ୍କ ଡ୍ରେସ୍ ର ରଙ୍ଗ ଯେମିତି ଅଛି, ସେମିତି ହିଁ ରହିବ!-->…
Read More...
Read More...
ଜୁଲାଇ ପହିଲାରୁ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଜୁଲାଇ ପହିଲାରୁ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ଏ ନେଇ ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଅଭିଯୋଗ ପ୍ରକୋଷ୍ଠର ନବୀକରଣ କରାଯାଉଛି। ଯାହାର ତଦାରଖ କରୁଛନ୍ତି ଖୋଦ ବରିଷ୍ଠ ଅଧିକାରୀ।!-->…
Read More...
Read More...
ବଦଳିବ ଲକ୍ଷ୍ମୀ ବସର ନାଁ, ହେବ ‘ମୁଖ୍ୟମନ୍ତ୍ରୀ ବସ ସେବା’
ଭୁବନେଶ୍ବର: ହଟିବ ଲକ୍ଷ୍ମୀ ବସର ନାଁ। ଲକ୍ଷ୍ମୀ ବସ ବଦଳରେ ଲେଖା ହେବ ‘ମୁଖ୍ୟମନ୍ତ୍ରୀ ବସ ସେବା’। ଲକ୍ଷ୍ମୀ ବସ୍ ଭବିଷ୍ୟତ ନେଇ ଆଜି ସ୍ପଷ୍ଟ କରିଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା। ଲକ୍ଷ୍ମୀ ବସ୍ ନାଁ ବଦଳାଇ ଏହାକୁ ମୁଖ୍ୟମନ୍ତ୍ରୀ ବସ୍ ସେବା କରାଯିବ ବୋଲି କହିଛନ୍ତି ମନ୍ତ୍ରୀ।!-->…
Read More...
Read More...
କୁମ୍ଭୀର ଆକ୍ରମଣରେ ବାଳକ ମୃତ
ଅନୁଗୁଳ: ମହାନଦୀ କୂଳରେ ଗୋଧୋଇବା ବେଳେ ଜଣେ ବାଳକକୁ କୁମ୍ଭୀର ଆକ୍ରମଣ କରିଛି। ଏଥିରେ ବାଳକର ମୃତ୍ୟୁ ହୋଇଛି। ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା ଅଧିନ ଘାଟସାହି ନିକଟ ମହାନଦୀ କୂଳରେ ଆସ ପୂର୍ବାହ୍ଣରେ ଏହି ଅଘଟଣ ଘଟିଛି। ମୃତ ବାଳକର ନାମ ସମୀର ନାୟକ। ବୟସ ମାତ୍ର ୮ ବର୍ଷ।
!-->!-->!-->…
Read More...
Read More...
ସେନା ଟ୍ୟାଙ୍କ ଭାସି ୫ ଯବାନ ସହିଦ
ଜମ୍ମୁକଶ୍ମୀର: ଜମ୍ମୁକଶ୍ମୀରର ଲଦାଖ ଅଂଚଳରେ ସେନା ଟ୍ୟାଙ୍କ ଭାସି ୫ ଯବାନ ସହିଦ ହୋଇଛନ୍ତି। ଦୌଲତ ବେଗ ଓଲଡି ଅଞ୍ଚଳରେ ନଦୀ ପାର୍ ଅଭ୍ୟାସ ବେଳେ ହଠାତ୍ ନଦୀରେ ଜଳସ୍ତର ବୃଦ୍ଧି ପାଇଥିଲା। ଫଳରେ ସେନା ଟ୍ୟାଙ୍କ ଭାସି ଯାଇଥିଲା। ଏ ବିଷୟରେ ଜଣାପାଡିବା ପରେ ଯୁଦ୍ଧକାଳୀନ ଭିତ୍ତିରେ!-->…
Read More...
Read More...
ଡିପଥେରିଆରେ ଆଉ ଏକ ଶିଶୁର ମୃତ୍ୟୁ
ବ୍ରହ୍ମପୁର: ଦିନକୁ ଦିନ ଚିନ୍ତା ବଢ଼ାଇଛି ଡିପଥେରିଆ। ଗୋଟିଏ ପରେ ଗୋଟିଏ ଶିଶୁଙ୍କ ଜୀବନ ନେଉଛି ଏହି ରୋଗ। ଡିପଥେରିଆ ଆକ୍ରାନ୍ତ ହୋଇ ଆଜି ଆଉ ଏକ ଶିଶୁର ମୃତ୍ୟୁ ଘଟିଛି। ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ତାରେ ଶିଶୁଟିର ମୃତ୍ୟୁ ଘଟିଛି। ମୃତ!-->…
Read More...
Read More...
ବିଜେପିର ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ଦିଆଯିବ ସମ୍ବର୍ଦ୍ଧନା
ଭୁବନେଶ୍ବର: ବିଜେପିର ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ଆସନ୍ତା ରବିବାର ଦିନ ସମ୍ବର୍ଦ୍ଧିତ କରାଯିବ। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କନକ ବର୍ଦ୍ଧନ ସିଂହଦେଓ ଉପସ୍ଥିତ ରହିବା ସହ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ!-->…
Read More...
Read More...
ନିଟ୍ ରଦ୍ଦ କରିବାକୁ ମୋଦିଙ୍କୁ ଚିଠି ଲେଖିଲେ ମମତା ବାନର୍ଜୀ
ନୂଆଦିଲ୍ଲୀ: ପେପର୍ ଲିକ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନର୍ଜୀ। ନିଟ୍ ରଦ୍ଦ କରିବାକୁ ଚିଠିରେ ମମତା ବାନାର୍ଜୀ ଦାବି କରିଛନ୍ତି। ଏହା ସହ ପୁରୁଣା ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବା ଉଚିତ୍ ବୋଲି ମମତା ଉଲ୍ଲେଖ!-->…
Read More...
Read More...
ବଦଳିପାରେ ମେକ ଇନ ଓଡ଼ିଶା ନାଁ
ଭୁବନେଶ୍ବର: ବଦଳିପାରେ ମେକ ଇନ ଓଡ଼ିଶା ନାଁ। ଏନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଇସାରା ଦେଇଛନ୍ତି। ମେକ ଇନ ଓଡ଼ିଶା ଜାଗାରେ ଉତ୍କଳ ଇନଭେଷ୍ଟ ସମିଟ ହୋଇପାରେ ବୋଲି ଜଣାପଡିଛି। ଉତ୍କଳ ଇନଭେଷ୍ଟ ସମିଟ ଜରିଆରେ ପୁଞ୍ଜି ଆଣିବାକୁ ଲକ୍ଷ୍ୟ ରହିଛି ବୋଲି ମନ୍ତ୍ରୀ କହିଛନ୍ତି।
ମନ୍ତ୍ରୀ!-->!-->!-->…
Read More...
Read More...
ରଥଯାତ୍ରାରେ ଚାଲିବ ୩୧୫ଟି ସ୍ୱତନ୍ତ୍ର ଟ୍ରେନ
ନୂଆଦିଲ୍ଲୀ: ଚଳିତବର୍ଷ ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ପ୍ରତିବର୍ଷ ରଥଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ୩୧୫ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରିବ ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ଶୁକ୍ରବାର!-->…
Read More...
Read More...