Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍ ଲିକ୍ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା: ଗଛରେ ପିଟିହେଲା ବସ୍, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category
Today’s Highlight
ମୁଣ୍ଡିଆ ମାରି ଲୋକସେବା ଭବନ କାର୍ଯ୍ୟାଳୟରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ବର: କାର୍ଯ୍ୟ ଆରମ୍ଭ କରିବାର ଦୀର୍ଘ ୨୦ ଦିନ ପରେ ଆଜି ସରକାରୀ କାର୍ଯ୍ୟାଳୟକୁ ବିଧିବଦ୍ଧ ଭାବେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ!-->…
Read More...
Read More...
ଆସନ୍ତା ୮ତାରିଖ ଦିନ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ
ରାଜ୍ୟ ସରକାରଙ୍କ ରାଜସ୍ବ ଓ ମାଜିଷ୍ଟ୍ରେଟ୍ଙ୍କ କୋର୍ଟ ମଧ୍ୟ ବନ୍ଦ ରହିବ
ସୋମବାର ଦିନ ରାଜ୍ୟର ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍ ପ୍ରତିଷ୍ଠାନ ଛୁଟି
ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖ (ସୋମବାର) ଦିନ ଓଡ଼ିଶା ସରକାରଙ୍କ ସମସ୍ତ!-->!-->!-->!-->!-->!-->!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସୋଆ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ
ଭୁବନେଶ୍ଵର, ଜୁଲାଇ ୩: ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ସୋଆ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ।
ଏହି ଅବସରରେ ଏକ ବିକଶିତ ଓଡ଼ିଶା ନିର୍ମାଣ ନିମନ୍ତେ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟସେବା!-->!-->!-->…
Read More...
Read More...
ପୁଣି ଥରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ
ଝାଡଖଣ୍ଡ: ହେମନ୍ତ ସୋରେନ ପୁଣି ଥରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ। ଆଜି ଇଣ୍ଡିଆ ମେଣ୍ଟର ବିଧାୟକମାନଙ୍କୁ ନେଇ ରାଞ୍ଚିରେ ଜରୁରୀ ବୈଠକ ବସିଥିଲା। ଏହି ବୈଠକରେ ମେଣ୍ଟ ଦଳର ନେତା ଭାବରେ ଚୟନ ହୋଇଛନ୍ତି। ତେବେ ସେ ମୁଖ୍ୟମନ୍ତ୍ରୀ ହେବା ନେଇ ସରକାରୀ ଘୋଷଣା ଖୁବ ଶୀଘ୍ର ହେବ ।
ହେମନ୍ତ!-->!-->!-->…
Read More...
Read More...
ବଢ଼ିଲା କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତର ଅବଧି
ନୂଆଦିଲ୍ଲୀ: ଦିନ କୁ ଦିନ ଅରବିନ୍ଦ କେଜ୍ରିୱାଲଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଜୁଲାଇ ୧୨ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାର ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ନ୍ୟାୟିକ ହେପାଜତର ଅବଧିକୁ ବଢାଇ ଦେଇଛନ୍ତି। ଅରବିନ୍ଦ!-->…
Read More...
Read More...
ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ
ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ। ମଞ୍ଚେଶ୍ବର ରଙ୍ଗମାଟିଆର ଏକ ଆପାର୍ଟମେଣ୍ଟରେ ବିଭତ୍ସ ହତ୍ୟା। ମୃତଦେହ ଜବତ କରି ଛାନଭିନ୍ ଆରମ୍ଭ କରିଛି ମଞ୍ଚେଶ୍ବର ଥାନା ପୋଲିସ। ଅଭିଯୁକ୍ତ ପୁଅକୁ ଅଟକ। ମୃତକ ହେଲେ ସୁନୀଲ ଚୌଧୁରୀ।
ଅଭିଯୁକ୍ତ!-->!-->!-->…
Read More...
Read More...
ଡା. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ହେବେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି
କଟକ: ଓଡିଶା ହାଇକୋର୍ଟର ବିଚାରପତି ଡା. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ହେବେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଡିସେମ୍ବର ୨୭ ତାରିଖରେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ ଷଡଙ୍ଗୀଙ୍କ ନାଁ!-->…
Read More...
Read More...
ମୋ ବସ ହେବ ଇଲେକ୍ଟ୍ରିକ ବସ
ଭୁବନେଶ୍ବର: ଆଗାମୀ ଦିନରେ ସବୁ ମୋ ବସ ଗୁଡିକ ଇଲେକ୍ଟ୍ରିକ ବସ ହେବ। ଏବେ ୪ଶହରୁ ଅଧିକ ଡିଜେଲ ଚାଳିତ ବସ ଚାଲୁଛି। ମୋ ବସ ଯାତ୍ରୀଙ୍କ ପାଇଁ ଉନ୍ନତ ମାନର ଅନଲାଇନ ପେମେଣ୍ଟ ସିଷ୍ଟମ ଉପରେ ଧ୍ୟାନ ଦିଆଯିବ। ୫ ବର୍ଷ ହେଲା ମୋ ବସ ଭଲ ପ୍ରଦର୍ଶନ କରୁଛି। ଏବେ ୪୬୩ ବସ ଚାଲୁଛି। ତା ମଧ୍ୟରୁ ୬୩ଟି!-->…
Read More...
Read More...
୩ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କଲେ ଏସପି
ନୟାଗଡ: ନୟାଗଡ ସଦର ଥାନା ଗୋଳଗୋଳା ଗାଁରେ ସିରିଜ ଲୁଟ ଘଟଣାରେ ପୋଲିସ ନେଇଛି ବଡ଼ କାର୍ଯ୍ୟାନୁଷ୍ଠାନ। କର୍ତ୍ତବ୍ୟରେ ଅବହେଳା କରିଥିବା ସଦର ଥାନାର ୩ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି ନୟାଗଡ଼ ଏସପି। ନିଲମ୍ବିତ ୩ ପୋଲିସ କର୍ମଚାରୀ ହେଲେ ଏସଆଇ ହସିନା ପ୍ରଧାନ, ଏଏସଆଇ ରାଜେଶ୍ଵରୀ!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନରେ ଏହି ବୈଠକ ଜାରି ରହିଛି। ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ସମେତ ଅଧିକାଂଶ ବିଭାଗର ମନ୍ତ୍ରୀମାନେ!-->…
Read More...
Read More...