Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍କ୍ରିପସନ୍, ଲାଗୁ ହେବ ‘ୱାନ୍ ନେସନ, ୱାନ୍ ହେଲ୍ଥ’
Browsing Category
Today’s Highlight
ଆଗକୁ ମୋବାଇଲ ଆପ୍ରେ ସ୍ଲଟ ବୁକିଂ ଦ୍ୱାରା କରିପାରିବେ ଜଗା ଦର୍ଶନ
ପୁରୀ: ଦିନକୁ ଦିନ ଶ୍ରୀମନ୍ଦିରରେ ବଢ଼ୁଛି ଭକ୍ତଙ୍କ ସଂଖ୍ୟା। ଏପରିସ୍ଥଳେ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତଟିଏ କେମିତି ମହାପ୍ରଭୁଙ୍କ ଅନାୟସରେ ଦର୍ଶନ କରିବ ଏହି ବ୍ୟବସ୍ଥା ବିଷୟରେ ବଡ଼ ସୂଚନା ଦେଇଛନ୍ତି ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ।
ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତକାରରେ!-->!-->!-->…
Read More...
Read More...
ରାଜ୍ୟରେ ପୁଣି ହୋଇପାରେ ଛାତ୍ର ନିର୍ବାଚନ
ଭୁବନେଶ୍ବର: ଦୀର୍ଘ ୬ ବର୍ଷ ପରେ ରାଜ୍ୟରେ ପୁଣି ହୋଇପାରେ ଛାତ୍ର ସଂସଦ ନିର୍ବାଚନ। ଛାତ୍ର ସଂସଦ ନିର୍ବାଚନକୁ ସରକାର ଗମ୍ଭୀରତାର ସହ ବିଚାର କରୁଛନ୍ତି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିବା ପରେ ନିର୍ବାଚନ ସମ୍ଭାବନା ଉଜ୍ଜ୍ୱଳ ହୋଇଛି। ସେ କହିଛନ୍ତି ଛାତ୍ର ସଙ୍ଗଠନର!-->…
Read More...
Read More...
ଭୁବନେଶ୍ୱର ସହ ୧୧ଟି ବିମାନ ବନ୍ଦର ହେବ ଘରୋଇକରଣ
ଭୁବନେଶ୍ବର: ଦେଶର ୧୧ଟି ବିମାନ ବନ୍ଦରକୁ ଘରୋଇକରଣ କରାଯିବ। ସେଥିମଧ୍ୟରେ ରହିଛି ଭୁବନେଶ୍ୱର, ଇନ୍ଦୋର, ରାୟପୁର, ତ୍ରିଚି, ଅମୃତସର, କାଲିକଟ, କୋଏମ୍ବାଟୁର, ନାଗପୁର, ପାଟନା, ମଦୁରାଇ, ସୁରଟ, ରାଞ୍ଚି, ଯୋଧପୁର, ଚେନ୍ନାଇ, ବିଜୟୱାଡା, ଭଦୋଦରା, ଭୋପାଳ, ତିରୁପତି, ହବଲି, ଇମ୍ଫାଲ,!-->…
Read More...
Read More...
ନନ୍ଦନ ପରେ ଆଖି ବୁଜିଲା ବାଘୁଣୀ ‘ସାରା’
ଭୁବନେଶ୍ବର: ନନ୍ଦନକାନନରେ ଆଖି ବୁଜିଛି ନାଲି ବାଘୁଣୀ ‘ସାରା’। ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଶୋକର ଛାୟା। ଗୁରୁବାର ଭୋର ୪ଟା ୪୨ରେ ପ୍ରାଣୀ ଉଦ୍ୟାନରେ ଥିବା ବାଘୁଣୀ ‘ସାରା’ର ମୃତ୍ୟୁ ଘଟିଛି। ବାଘ ସଫାରୀର ୩୩ ନମ୍ବର ଖୁଆଡରେ ରହୁଥିବା ଏହି ବାଘୁଣୀଟି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ!-->…
Read More...
Read More...
ଉତମ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସୋଆ ପରିଚାଳିତ ବିଭିନ୍ନ ହସ୍ପିଟାଲ୍ ଓ ଡାକ୍ତର ସମ୍ମାନିତ
ଭୁବନେଶ୍ୱର, ୨୭/୦୬: ସାରା ଦେଶରେ ଉତମ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଚ୍ଚକୋଟୀର କାର୍ଯ୍ୟ କରିବା ସହ ଉତ୍କର୍ଷତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ବିଭିନ୍ନ ହସ୍ପିଟାଲ୍ ଏବଂ ସେଠାରେ କାର୍ଯ୍ୟରତ ଡାକ୍ତର ମାନଙ୍କୁ ‘ଟାଇମ୍ସ ହେଲଥ ଆଇକନ୍ ଓଡ଼ିଶା ୨୦୨୪’ ସମ୍ମାନରେ!-->…
Read More...
Read More...
୩ଦିନିଆ ଦିଲ୍ଲୀ ଗସ୍ତରେ ଓଡିଶା ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ। ଦାୟିତ୍ୱ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ, ଆଜି ରାଷ୍ଟ୍ରପତି ଦ୍ରୌପଦୀ!-->…
Read More...
Read More...
ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଏମ୍ସରେ ଭର୍ତ୍ତି
ନୂଆଦିଲ୍ଲୀ: ବରିଷ୍ଠ ଭାଜପା ନେତା ଲାଲ କୃଷ୍ଣ ଆଡଭାନୀ ଅସୁସ୍ଥ। ଅସୁସ୍ଥତା ହେତୁ ତାଙ୍କୁ ୨୬ ଜୁନ ରାତିରେ ଦିଲ୍ଲୀର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।
ସୂଚନା ଅନୁଯାୟୀ, ୨୬ ଜୁନ ସଂଧ୍ୟାରେ ୯୬ ବର୍ଷୀୟ ଆଡଭାନୀଙ୍କ!-->!-->!-->…
Read More...
Read More...
ଘୂର୍ଣ୍ଣିବଳୟ ପ୍ରଭାବ ରେ ରାଜ୍ୟ ରେ ବର୍ଷା ସମ୍ଭାବନା
ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହି କ୍ଷେତ୍ର ପ୍ରଭାବ ରେ ମୌସୁମୀ ବାୟୁ ସକ୍ରିୟ ରହିବା ସହ ଆସନ୍ତା ୩-୪ ଦିନ ଯାଏଁ ରାଜ୍ୟ ରେ ବର୍ଷା ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ର!-->!-->!-->…
Read More...
Read More...
ପୁଣି ସାମ୍ ପିଟ୍ରୋଡା ହେଲେ କଂଗ୍ରେସ ଓଭରସିଜ୍ର ଅଧ୍ୟକ୍ଷ
ନୂଆଦିଲ୍ଲୀ: ସାମ୍ ପିଟ୍ରୋଡାଙ୍କୁ ପୁଣି କଂଗ୍ରେସ ଓଭରସିଜ୍ ଅଧ୍ୟକ୍ଷ ଦାୟିତ୍ୱ। ପିଟ୍ରୋଡାଙ୍କୁ ପୁନଃ ନିଯୁକ୍ତି ଦେଇଛନ୍ତି ମଲ୍ଲିକାର୍ଜୁନ ଖଡଗେ। କିଛି ସପ୍ତାହ ତଳେ ବର୍ଣ୍ଣ ବୈଷମ୍ୟ ମନ୍ତବ୍ୟକୁ ନେଇ ତାଙ୍କୁ ଏହି ପଦବୀରୁ ସେ ଇସ୍ତଫା ଦେଇଥିଲେ। ଦେଶରେ ନିର୍ବାଚନୀ ମାହୋଲ ସରଗରମ ଥିବା!-->…
Read More...
Read More...
ବଜ୍ରପାତ ୩ ମୃତ ଘଟଣା: ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବରଗଡ: ବଜ୍ରପାତରେ ମୃତକଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ବୁଧବାର ବରଗଡ଼ ଜିଲା ପଦ୍ମପୁର ଖଲିଆପଲି ପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହା ସହିତ ଶୋକସନ୍ତପ୍ତ!-->…
Read More...
Read More...