Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍କ୍ରିପସନ୍, ଲାଗୁ ହେବ ‘ୱାନ୍ ନେସନ, ୱାନ୍ ହେଲ୍ଥ’
Browsing Category
Today’s Highlight
ବେଙ୍ଗାଲୁରୁରେ ସୋଆ ଆୟୋଜିତ ଆଲିଶିପ୍ ++ରେ କର୍ପୋରେଟ ନେତୃତ୍ୱ ଯୋଗଦାନ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଗତ ଶନିବାର ବେଙ୍ଗାଲୁରୁ ଠାରେ କର୍ପୋରେଟ ନେତୃବୃନ୍ଦଙ୍କୁ ନେଇ ‘ଆଲିଶିପ୍ ++’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରାୟ ୭୦ ଜଣ କର୍ପୋରେଟ ନେତୃବୃନ୍ଦ ଯୋଗ ଦେଇଥିଲେ। ଏଥିରେ ପ୍ରଥମ ଭାରତୀୟ ଭାବେ ଆଥଲେଟିକ୍ସରେ!-->…
Read More...
Read More...
ଏବେ ହାଇସ୍କୁଲରେ ପଢାଇବେ ଅବସରପ୍ରାପ୍ତ ଶିକ୍ଷକ
ଭୁବନେଶ୍ବର: ଗଣଶିକ୍ଷା ବିଭାଗର ବଡ ନିଷ୍ପତି ଏବେ ହାଇସ୍କୁଲରେ ପଢାଇବେ ଅବସରପ୍ରାପ୍ତ ଶିକ୍ଷକ। ଖରା ଛୁଟି ପରେ ସ୍କୁଲ ଖୋଲିବା ସହ ପାଠ ପଢା ଆରମ୍ଭ ହୋଇଛି। କିନ୍ତୁ ଅଧିକାଂଶ ସ୍କୁଲରେ ଆବଶ୍ୟକତା ଅନୁସାରେ ଶିକ୍ଷକ ନାହାନ୍ତି। ଯାହାଫଳରେ ପାଠପଢ଼ାରେ ବହୁ ଅସୁବିଧା ହେଉଛି। ଏହି ସମସ୍ୟାକୁ!-->…
Read More...
Read More...
୬ରେ ଓଡିଶା ଆସିବେ ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ଜୁଲାଇ ୬ରୁ ୯ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି।
ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା!-->!-->!-->…
Read More...
Read More...
ଏନକାଉଣ୍ଟରରେ ଟଳିଲେ ଦୁଇ ଆତଙ୍କବାଦୀ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରରେ ସୁରକ୍ଷାବାହିନୀକୁ ସଫଳତା। ଏନକାଉଣ୍ଟରରେ ଟଳିଲେ ଦୁଇ ଆତଙ୍କବାଦୀ। ବୁଧବାର ସକାଳେ ଦୋଡା ଜିଲ୍ଲାର ସିନ୍ନୁ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସକାଳ ୯ଟା ୫୦ଟା ସମୟରେ ଏହି ଗୁଳି ବିନିମୟ ଆରମ୍ଭ ହୋଇଥିବା ବେଳେ!-->…
Read More...
Read More...
ଖୁବଶିଘ୍ର ହେବ ମହାନଦୀ ଜଳ ବିବାଦର ସମାଧାନ : ସୁରେଶ ପୂଜାରୀ
ଭୁବନେଶ୍ବର: ଆଜି ମହାନଦୀ ଜଳ ବିବାଦ ମାମଲାକୁ ନେଇ ମନ୍ତବ୍ୟ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଖୁବଶିଘ୍ର ମହାନଦୀ ଜଳ ବିବାଦର ହେବ ସମାଧାନ। ଏହି ବିବାଦ ରାଜ୍ୟ ରାଜ୍ୟ ମଧ୍ୟରେ ଆଲୋଚନା କରାଯାଇ ସମାଧାନ କରାଯାଇପାରିବ। କିନ୍ତୁ ପୂର୍ବ ସରକାର କେବେବି ସମାଧାନ!-->…
Read More...
Read More...
ଗିରଫ ହେଲେ କେଜ୍ରିୱାଲ
ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରାଯାଇଛି। ସିବିଆଇ କେଜ୍ରିୱାଲଙ୍କୁ ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟରେ ହାଜର କରିଥିଲା। କୋର୍ଟ ପରିସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କଲା କେନ୍ଦ୍ରୀୟ ତଦନ୍ତ!-->…
Read More...
Read More...
ମଦ ମୁକ୍ତ ହେବ ଓଡ଼ିଶା
ଭୁବନେଶ୍ବର: ଓଡ଼ିଶାରେ ଆଉ ମିଳିବନି ମଦ। ଓଡ଼ିଶା ହେବ ମଦ ମୁକ୍ତ। ରାଜ୍ୟକୁ ମଦମୁକ୍ତ କରିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବୟାନ ଦେଇଛନ୍ତି। ସରକାରୀ ସ୍ତରରେ ଅନେକ ରାଜ୍ୟରେ ମଦ ବନ୍ଦ ହୋଇଛି। ଓଡିଶା ସରକାର!-->…
Read More...
Read More...
ପୁଣି ଥରେ ବାଚସ୍ପତି ହେଲେ ଓମ ବିର୍ଲା
ନୂଆଦିଲ୍ଲୀ: ଏନଡିଏ ପ୍ରାର୍ଥୀ ଓମ ବିର୍ଲା ପୁଣି ଥରେ ବାଚସ୍ପତି। ବାଚନିକ ଭୋଟରେ ଓମ ବିର୍ଲା ନୂଆ ବାଚସ୍ପତି ଚୟନ ହେଲେ। ଅଷ୍ଟାଦଶ ଲୋକସଭାରେ ବାଚସ୍ପତି ଦାୟିତ୍ବ ତୁଲାଇବେ ଓମ ବିର୍ଲା। ଏହା ପୂର୍ବରୁ ବି ସେ ଲୋକସଭା ବାଚସ୍ପତି ଥିଲେ।
ଓମ୍ ବିର୍ଲା ଦ୍ୱିତୀୟ ଥର ପାଇଁ ବାଚସ୍ପତି!-->!-->!-->…
Read More...
Read More...
ଆସନ୍ତା ୪ ଦିନ ଯାଏଁ ବର୍ଷା ସମ୍ଭାବନା
ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଆସନ୍ତା ୪ ଦିନ ଯାଏଁ ମୌସୁମୀ ବାୟୁ ସକ୍ରିୟ ରହିବା ସହ ବିଭିନ୍ନ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରେ ପାଗ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ଦକ୍ଷିଣ!-->!-->!-->…
Read More...
Read More...
ବିରୋଧୀ ଦଳର ନେତା ହେଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ: ଲୋକସଭାରେ ବିରୋଧୀ ଦଳର ନେତା ହେଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ପ୍ରାୟ ୧୦ ବର୍ଷ ପରେ ଲୋକ ସଭାକୁ ବିରୋଧୀ ଦଳ ନେତା ମିଳିଛି। ୟୁପିର ରାୟବରେଲି ସାଂସଦ ବିରୋଧୀ ଦଳର ନେତା ହୋଇଛନ୍ତି ବୋଲି କଂଗ୍ରେସ ନେତା କେ.ସି ଭେନୁଗୋପାଳ ସୂଚନା ଦେଇଛନ୍ତି। ସବୁ କଳ୍ପନା!-->…
Read More...
Read More...