Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍ ଲିକ୍ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା: ଗଛରେ ପିଟିହେଲା ବସ୍, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category
Today’s Highlight
କମିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର
ନୂଆଦିଲ୍ଲୀ: ସାଧାରଣ ଲୋକଙ୍କୁ ମିଳିଲା ସାମାନ୍ୟ ଆଶ୍ୱସ୍ତି। କମିଲା ଏଲପିଜି ସିଲିଣ୍ଡର ଦର। ତୈଳ କମ୍ପାନୀଗୁଡିକ କମିର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟରେ ସଂଶୋଧନ କରିଛନ୍ତି। ଆଜିଠାରୁ ୧୯ କେଜି କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୩୧ ଟଙ୍କା ହ୍ରାସ ପାଇଛି । ମାସର ପ୍ରଥମ!-->…
Read More...
Read More...
ସରକାରଙ୍କ ବିନା ଅନୁମତିରେ କାଟିପାରିବେନି ତାଳ ଗଛ
ଭୁବନେଶ୍ୱର: ଆଉ ମନ ଇଚ୍ଛା କାଟିପାରିବେନି ତାଳଗଛ। ସରକାରଙ୍କ ବିନା ଅନୁମତିରେ ତାଳ ଗଛ କାଟିଲେ ହେବ କାର୍ଯ୍ୟନୁଷ୍ଠାନ। ଏମିତିକି ନିଜ ବାରିରେ ଲାଗିଥିବା ତାଳ ଗଛ ମଧ୍ୟ କାଟିବା ବେଆଇନ। ବନବିଭାଗର ବିନା ଅନୁମତିରେ ତାଳ ଗଛ କାଟିଲେ ନିଆଯିବ ଦୃଢ କାର୍ଯ୍ୟନୁଷ୍ଠାନ। ବଜ୍ରପାତ ଜନିତ ମୃତ୍ୟୁ!-->…
Read More...
Read More...
୧୬ ବର୍ଷ ପରେ ଖୋଲିଲା ଅଭିଯୋଗ ପ୍ରକୋଷ୍ଠ, ଜନତାଙ୍କ ସମସ୍ୟା ଶୁଣିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶୁଣିଲେ ଜନତାଙ୍କ ସମସ୍ୟା । ଦୀର୍ଘ ୧୬ ବର୍ଷ ପରେ ଲୋକଙ୍କ ପାଇଁ ସିଏମଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିଥିବା ବେଳେ ଲୋକମାନେ ସିଧାସଳଖ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟି ସେମାନଙ୍କ ସମସ୍ୟା ଜଣାଇଛନ୍ତି।ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ନିୟମିତ ଚାଲିବ!-->…
Read More...
Read More...
ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍: ୮ ଗୁରୁତର
ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ସୋମବାର ଏକ ଅଘଟଣ ଘଟିଛି। ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍ କାରଣରୁ ୮ ଜଣ ଶ୍ରମିକ ଗୁରୁତର ହୋଇଥିବା ସୂଚନା ମିଳିଛି। ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ ଶ୍ରମିକମାନେ କାମ କରୁଥିବା ସମୟରେ ଷ୍ଟିଲ୍ ପ୍ଲାଣ୍ଟର ୫ନଂ!-->…
Read More...
Read More...
ସପ୍ତଶର୍ଯ୍ୟାରେ ନିଖୋଜ ୫ ଛାତ୍ର ଉଦ୍ଧାର
ଢ଼େଙ୍କାନାଳ: ସପ୍ତଶର୍ଯ୍ୟା ପାହାଡକୁ ବୁଲିବାକୁ ଯାଇ ଗତକାଲି ନିଖୋଜ ୫ ଯୁବକଙ୍କୁ ଉଦ୍ଧାର କଲେ ପୁଲିସ ଓ ବନ ବିଭାଗ କର୍ମଚାରୀ। ବିଳମ୍ବିତ ରାତିରେ ସେମାନଙ୍କୁ ଉଦ୍ଧାର କରାଯାଇଛି। ସପ୍ତଶର୍ଯ୍ୟା ବୁଲିବାକୁ ଯାଇ ୫ ଛାତ୍ର ଅନ୍ଧାରରେ ଫସି ଯାଇଥିଲେ। ବର୍ଷା ହେବାରୁ ରାସ୍ତା ଭୁଲି ପାହାଡ!-->…
Read More...
Read More...
ଟିମ୍ ଇଣ୍ଡିଆ ପାଇଁ ୧୨୫ କୋଟି ଟଙ୍କା ଘୋଷଣା କଲା ବିସିସିଆଇ
ନ୍ୟୁଜ୍ ବ୍ୟୁରୋ: ଶେଷ ହୋଇଛି ଆଇସିସି ଟି-୨୦ ବିଶ୍ୱକପ। ଫାଇନାଲ ମ୍ୟାଚରେ ଟିମ ଇଣ୍ଡିଆ ରୋମାଞ୍ଚକର ବିଜୟ ସହ ବିଶ୍ୱକପ ଟାଇଟଲ ହାତେଇଛି। ଟୁର୍ଣ୍ଣାମେଣ୍ଟରେ ବିଜୟୀ ହେବା ପରେ ଭାରତୀୟ ଦଳ ଉପରେ ଟଙ୍କା ବର୍ଷା ହୋଇଛି। ଟି-୨୦ ବିଶ୍ୱକପ ବିଜୟ ଟିମ ପାଇଁ ୧୨୫ କୋଟି ଟଙ୍କା ଘୋଷଣା କରିଛି!-->…
Read More...
Read More...
ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ମନ୍ କି ବାତ୍ ରେଡିଓ କାର୍ଯ୍ୟକ୍ରମ ରବିବାର ପୁଣି ଆରମ୍ଭ ହୋଇଛି। ତିନିମାସ ଧରି ଚାଲିଥିବା ଲୋକ ସଭା ନିର୍ବାଚନ ଏବଂ ପରେ ଶପଥ ଗ୍ରହଣ ହେତୁ ପ୍ରଧାନମନ୍ତ୍ରୀ ତାଙ୍କ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଭାଗ!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ନିକୁଞ୍ଜ ବିହାରୀ ଧଳ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ହେଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।। ଏ ନେଇ ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା!-->…
Read More...
Read More...
ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ପରେ କ୍ରିକେଟ୍ରୁ ସନ୍ୟାସ ନେଲେ ରବୀନ୍ଦ୍ର ଜାଡେଜା
ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆ ଟି-୨୦ ବିଶ୍ୱକପ୍ ୨୦୨୪ ଚମ୍ପିଆନ ହେବାପରେ ଖୁସିରେ ଆତ୍ମହରା ଭାରତବାସୀ। ହେଲେ ଏହାପରେ ଅପ୍ରତ୍ୟାଶିତ ଭାବରେ ଦଳର ଦୁଇ କିମ୍ବଦନ୍ତୀ ବିରାଟ କୋହଲି ଓ ରୋହିତ ଶର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରି ପ୍ରଶଂସକଙ୍କୁ ଝଟ୍କା ଦେଇଥିଲେ। ଆଉ!-->…
Read More...
Read More...
୫ ବର୍ଷରେ ଓଡିଶାକୁ ଆସିବ ୧ ଲକ୍ଷ କୋଟି ଟଙ୍କାର ନୂତନ ରେଳ ପ୍ରକଳ୍ପ
ଭୁବନେଶ୍ବର: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ଓଡ଼ିଶା ପାଇଁ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଓଡିଶାରେ ୧ ଲକ୍ଷ କୋଟି ଟଙ୍କାର ନୂତନ ରେଳ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ନିକଟରେ ରାଜ୍ୟରେ ଲୋକ ସଭା ଓ ବିଧାନସଭା ନିର୍ବାଚନରେ ନିର୍ବାଚିତ ହୋଇଥିବା!-->…
Read More...
Read More...