Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍କ୍ରିପସନ୍, ଲାଗୁ ହେବ ‘ୱାନ୍ ନେସନ, ୱାନ୍ ହେଲ୍ଥ’
Browsing Category
Today’s Highlight
ମନୋଜ ଆହୁଜା ପରବର୍ତ୍ତୀ ମୁଖ୍ୟସଚିବ
ଭୁବନେଶ୍ବର: ୧୯୯୦ ବ୍ୟାଚ୍ର ବରିଷ୍ଠ ଆଇଏଏସ୍ ଅଫିସର ମନୋଜ ଆହୁଜା ପରବର୍ତ୍ତୀ ମୁଖ୍ୟଶାସନ ସଚିବ ହେବେ। ଆସନ୍ତା ଜୁନ୍ ୩୦ ତାରିଖ ଦିନ ବର୍ତ୍ତମାନର ମୁଖ୍ୟସଚିବ ପ୍ରଦୀପ କୁମାର ଜେନା ଅବସର ନେଉଛନ୍ତି। କେନ୍ଦ୍ର କୃଷି ସଚିବ ଶ୍ରୀ ଆହୁଜାଙ୍କୁ କେନ୍ଦ୍ର ସରକାର ଓଡ଼ିଶା କ୍ୟାଡରକୁ ଫେରିବା!-->…
Read More...
Read More...
ଯୁକ୍ତ ୩ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ ପ୍ରକାଶିତ
ଭୁବନେଶ୍ବର: ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ ପ୍ରକାଶିତ ହୋଇଛି। କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ବିଶ୍ବବିଦ୍ୟାଳୟ କଟ୍ଅଫ୍ ଆଗରେ ରହିଛି।
କଳାରେ ରେଭେନ୍ସା ବିଶ୍ବବିଦ୍ୟାଳୟର କଟ୍-ଅଫ୍ ୮୯.୬୭%!-->!-->!-->…
Read More...
Read More...
ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ
ନୂଆଦିଲ୍ଲୀ: ବୁଧବାର ଲୋକ ସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ସ୍ୱାଧୀନତା ପରେ ଦେଶରେ ଏହା ପ୍ରଥମ ଥର ହେବ ଯେତେବେଳେ ବାଚସ୍ପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ବର୍ତ୍ତମାନ ପର୍ଯ୍ୟନ୍ତ ଶାସକ ଦଳ ଏବଂ ବିରୋଧୀଙ୍କ ସହମତି ଅନୁଯାୟୀ ବାଚସ୍ପତି ନିର୍ବାଚିତ ହେଉଥିଲେ। କିନ୍ତୁ ଏଥର!-->…
Read More...
Read More...
ଘର ଯେମିତି ନେଇଥିଲି ସେମିତି ଫେରାଇବି : ପ୍ରଣବ ପ୍ରକାଶ ଦାଶ
ଭୁବନେଶ୍ବର: ଆଜି ବିଜେଡି ନେତା ପ୍ରଣବ ପ୍ରକାଶ ଦାଶଙ୍କ ସରକାରୀ ବାସଭବନ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ଭଙ୍ଗାଯାଉଛି। ତେବେ କେଉଁ ଉଦ୍ଦେଶ୍ୟରେ ପ୍ରଣବ କୋଟି କୋଟି ଟଙ୍କାରେ ନିର୍ମାଣ କରିଥିବା ବାସଭବନରେ ଅଣ୍ଡର ଗ୍ରାଉଣ୍ଡକୁ ଭାଙ୍ଗିଦିଆ ଯାଉଛି ତାହାକୁ!-->…
Read More...
Read More...
ଶହେ ଦିନ ଭିତରେ ମିଳିବ ସୁଭଦ୍ରା ଯୋଜନା : ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ସୁଭଦ୍ରା ଯୋଜନା ବିଷୟରେ ଏକ ବଡ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଶହେ ଦିନ ଭିତରେ ନିଶ୍ଚିତ ଭାବେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା। ଏନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା। ଏହି ଯୋଜନା ଏବେ ଡ୍ରାଫ୍ଟ ଷ୍ଟେଜ୍ ରେ ଅଛି। ଖୁବ୍ ଶୀଘ୍ର ଏହାର ରୂପରେଖ!-->…
Read More...
Read More...
ଶପଥ ନେଲେ ଓଡିଶା ସାଂସଦ
ନୂଆଦିଲ୍ଲୀ: ଶପଥ ନେଇଛନ୍ତି ନବ ନିର୍ବାଚିତ ସାଂସଦ। ଅଷ୍ଟାଦଶ ଲୋକସଭାର ଆଜି ଦ୍ଵିତୀୟ କାର୍ଯ୍ୟ ଦିବସ। ଉଦଘାଟନୀ ଦିବସରେ ୨୮୦ ନବନିର୍ବାଚିତ ସାଂସଦ ଶପଥ ଗ୍ରହଣ କରିଥିବା ବେଳେ ଆଜି ଅବଶିଷ୍ଟ ୨୬୪ ସାଂସଦ ଶପଥ ପାଠ କରୁଛନ୍ତି। ଓଡିଶାର ୨୧ ସାଂସଦଙ୍କ ମଧ୍ୟରୁ ଅଧିବେଶର ପ୍ରଥମ ଦିନରେ ଦୁଇ!-->…
Read More...
Read More...
ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍ ଲାଇଟ୍ : ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ବର: ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍ ଲାଇଟ୍। ଦୂର ହେବ ଟ୍ରାଫିକ ସମସ୍ୟା। ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ଏଥିପାଇଁ!-->…
Read More...
Read More...
ମୁଖ୍ୟମନ୍ତ୍ରୀ ପଦ ମର୍ଯ୍ୟାଦା ରକ୍ଷା କରନ୍ତୁ : ପ୍ରତାପ କେଶରୀ ଦେବ
ଭୁବନେଶ୍ବର: କେନ୍ଦୁଝର ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ଜନସଭାକୁ ସମ୍ବୋଧିତ କରି ରଖିଥିବା ବୟାନକୁ ନେଇ ଏବେ ରାଜ୍ୟ ରାଜନୀତିରେ ତୁମ୍ବିତୋଫାନ ହୋଇଛି। ବିରୋଧୀ ଦଳରେ ଥିବାବେଳେ ତାଙ୍କୁ ଶାସକ ଦଳ ଶଙ୍ଖ ଧରିବା ପାଇଁ ବିଭିନ୍ନ ପ୍ରଲୋଭନ ଦେଖାଇଥିବା ଅଭିଯୋଗ କରିଛନ୍ତି!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଉପସଚିବ ହେଲେ ଦେବୀ ପ୍ରସାଦ ମିଶ୍ର
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟରେ ଆଉ ଜଣେ ଅଫିସରଙ୍କୁ ନିଯୁକ୍ତି ମିଳିଛି । ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଉପସଚିବ ଦେବୀ ପ୍ରସାଦ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ଭାବେ ନିଯୁକ୍ତ କରାଯାଇଛି। ଏନେଇ ସୋମବାର ଗୃହନିର୍ମାଣ ଓ ନଗର!-->…
Read More...
Read More...
ରାସ୍ତା କଡ଼ରୁ ଶିଶୁପୁତ୍ର ଉଦ୍ଧାର
ନୂଆପଡା: ନୂଆପଡା ଜିଲ୍ଲା କୁରୁମ୍ପୁରୀ ଗାଁର ଛେଳି ମାର୍କେଟ ନିକଟସ୍ଥ ଏକ ନାଳରୁ ନବଜାତ ଶିଶୁପୁତ୍ର ଉଦ୍ଧାର କରଯାଇଛି। ଶିଶୁର ବୟସ ଏକ ମାସରୁ ଦେଢମାସ ଭିତରେ ହେବ ବୋଲି ଅନୁମାନ କରାଯାଉଛି। ନାଳରୁ ଶିଶୁଟିର କାନ୍ଦ ଶୁଣି ନିକଟସ୍ଥ ଲୋକେ ଉଦ୍ଧାର କରିଥିଲେ। ପରେ ଜିଲ୍ଲା ଶିଶୁ ସୁରକ୍ଷା!-->…
Read More...
Read More...